Biblia Todo Logo
Bib sou entènèt

- Piblisite -




ଯୋହନ 13:25 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

25 ସେ ସେହି ପ୍ରକାର ବସିଥାଇ ଯୀଶୁଙ୍କ ବକ୍ଷସ୍ଥଳରେ ଆଉଜିପଡ଼ି ତାହାଙ୍କୁ ପଚାରିଲେ, ପ୍ରଭୁ, ସେ କିଏ?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

25 ସେ ସେହିପ୍ରକାର ବସିଥାଇ ଯୀଶୁଙ୍କ ବକ୍ଷସ୍ଥଳରେ ଆଉଜିପଡ଼ି ତାହାଙ୍କୁ ପଚାରିଲେ, ପ୍ରଭୋ, ସେ କିଏ?

Gade chapit la Kopi

ଓଡିଆ ବାଇବେଲ

25 ସେ ସେହି ପ୍ରକାର ବସିଥାଇ ଯୀଶୁଙ୍କ ବକ୍ଷସ୍ଥଳରେ ଆଉଜିପଡ଼ି ତାହାଙ୍କୁ ପଚାରିଲେ, ପ୍ରଭୁ, ସେ କିଏ ?

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

25 ସେହି ଶିଷ୍ୟଟି ଯୀଶୁଙ୍କ ପାଖକୁ ଆହୁରି ଟିକିଏ ଲାଗି ଆସି ପଚାରିଲା, “ସେ କିଏ ପ୍ରଭୁ?”

Gade chapit la Kopi

ପବିତ୍ର ବାଇବଲ

25 ସେ ଶିଷ୍ୟ ଜଣକ ଯୀଶୁଙ୍କର ବକ୍ଷସ୍ଥଳରେ ଆହୁରି ଆଉଜି ପଡ଼ି ପଗ୍ଭରିଲେ, “ପ୍ରଭୁ କିଏ ତୁମ୍ଭ ବିରୁଦ୍ଧରେ ଯିବ?”

Gade chapit la Kopi




ଯୋହନ 13:25
4 Referans Kwoze  

ଯୀଶୁ ଯେଉଁ ଶିଷ୍ୟଙ୍କୁ ପ୍ରେମ କରୁଥିଲେ ଓ ଯେ ମଧ୍ୟ ରାତ୍ରିଭୋଜ ସମୟରେ ତାହାଙ୍କ ବକ୍ଷସ୍ଥଳରେ ଆଉଜିପଡ଼ି, ପ୍ରଭୁ, ଆପଣଙ୍କୁ କିଏ ଶତ୍ରୁ ହସ୍ତରେ ସମର୍ପଣ କରିବ ବୋଲି ପଚାରିଥିଲେ, ସେହି ଶିଷ୍ୟଙ୍କୁ ପିତର ବୁଲିପଡ଼ି ପଛରେ ଆସୁଥିବା ଦେଖିଲେ।


ଏଥିରେ ଅକ୍ଷଶ୍ୱେରଶ ରାଜା ଏଷ୍ଟର ରାଣୀଙ୍କୁ କହିଲେ, “ଯେ ଏପରି କର୍ମ କରିବାକୁ ମନରେ ସାହସ ବାନ୍ଧିଅଛି, ସେ କିଏ? ଓ ସେ କେଉଁଠାରେ ଅଛି?”


ଅତଏବ, ଶିମୋନ ପିତର ତାହାଙ୍କୁ ସଙ୍କେତ କରି କହିଲେ, ସେ କାହା ସମ୍ବନ୍ଧରେ କହୁଅଛନ୍ତି, ତାହା କୁହ।


Swiv nou:

Piblisite


Piblisite