Biblia Todo Logo
Bib sou entènèt

- Piblisite -




ଯୋହନ 13:28 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

28 କିନ୍ତୁ ସେ କି ଉଦ୍ଦେଶ୍ୟରେ ତାହାକୁ ଏହି କଥା କହିଥିଲେ, ତାହା ଭୋଜରେ ବସିଥିବା ଲୋକମାନଙ୍କ ମଧ୍ୟରୁ କେହି ଜାଣିଲେ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

28 କିନ୍ତୁ ସେ କି ଉଦ୍ଦେଶ୍ୟରେ ତାକୁ ଏହି କଥା କହିଥିଲେ, ତାହା ଭୋଜରେ ବସିଥିବା ଲୋକମାନଙ୍କ ମଧ୍ୟରୁ କେହି ଜାଣିଲେ ନାହିଁ।

Gade chapit la Kopi

ଓଡିଆ ବାଇବେଲ

28 କିନ୍ତୁ ସେ କି ଉଦ୍ଦେଶ୍ୟରେ ତାକୁ ଏହି କଥା କହିଥିଲେ, ତାହା ଭୋଜରେ ବସିଥିବା ଲୋକମାନଙ୍କ ମଧ୍ୟରୁ କେହି ଜାଣିଲେ ନାହିଁ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

28 ଯୀଶୁ ତାକୁ ଏ କଥା କାହିଁକି କହିଲେ, ଭୋଜନରେ ବସିଥିବା ଅନ୍ୟ କେହି ବୁଝିପାରିଲେ ନାହିଁ।

Gade chapit la Kopi

ପବିତ୍ର ବାଇବଲ

28 ଯୀଶୁ ଏ କଥା ଯିହୂଦାଙ୍କୁ କାହିଁକି କହିଲେ ତାହା ମେଜ ପାଖରେ ବସିଥିବା ଲୋକମାନଙ୍କ ଭିତରୁ କେହିହେଲେ ବୁଝି ପାରିଲେ ନାହିଁ।

Gade chapit la Kopi




ଯୋହନ 13:28
2 Referans Kwoze  

ସେ ରୁଟିଖଣ୍ଡକ ପାଇଲା ଉତ୍ତାରେ ଶୟତାନ ତାହା ମଧ୍ୟରେ ପ୍ରବେଶ କଲା। ସେଥିରେ ଯୀଶୁ ତାହାକୁ କହିଲେ, “ଯାହା କରୁଅଛ, ତାହା ଶୀଘ୍ର କର।”


କାରଣ ଯିହୂଦା ନିକଟରେ ଟଙ୍କାଥଳୀ ଥିବାରୁ, ପର୍ବ ନିମନ୍ତେ ଯାହା ଯାହା ପ୍ରୟୋଜନ, ତାହା କ୍ରୟ କରିବାକୁ କିମ୍ବା ଦରିଦ୍ରମାନଙ୍କୁ କିଛି ଦାନ କରିବାକୁ ଯୀଶୁ ତାହାକୁ କହିଲେ ବୋଲି କେହି କେହି ମନେ କଲେ।


Swiv nou:

Piblisite


Piblisite