ଯୋହନ 13:32 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT32 ଯଦି ଈଶ୍ବର ତାହାଙ୍କଠାରେ ମହିମାନ୍ୱିତ ହେଲେ, ତେବେ ଈଶ୍ବର ମଧ୍ୟ ତାହାଙ୍କୁ ଆପଣାଠାରେ ମହିମାନ୍ୱିତ କରିବେ, ପୁଣି, ଶୀଘ୍ର ତାହାଙ୍କୁ ମହିମାନ୍ୱିତ କରିବେ। Gade chapit laପବିତ୍ର ବାଇବଲ (Re-edited) - (BSI)32 ଯଦି ଈଶ୍ଵର ତାହାଙ୍କଠାରେ ମହିମାନ୍ଵିତ ହେଲେ, ତେବେ ଈଶ୍ଵର ମଧ୍ୟ ତାହାଙ୍କୁ ଆପଣାଠାରେ ମହିମାନ୍ଵିତ କରିବେ, ପୁଣି ଶୀଘ୍ର ତାହାଙ୍କୁ ମହିମାନ୍ଵିତ କରିବେ। Gade chapit laଓଡିଆ ବାଇବେଲ32 ଯଦି ଈଶ୍ୱର ତାହାଙ୍କଠାରେ ମହିମାନ୍ୱିତ ହେଲେ, ତେବେ ଈଶ୍ୱର ମଧ୍ୟ ତାହାଙ୍କୁ ଆପଣାଠାରେ ମହିମାନ୍ୱିତ କରିବେ, ପୁଣି, ଶୀଘ୍ର ତାହାଙ୍କୁ ମହିମାନ୍ୱିତ କରିବେ । Gade chapit laପବିତ୍ର ବାଇବଲ (CL) NT (BSI)32 ଅତଏବ ଯଦି ଈଶ୍ୱର ମନୁଷ୍ୟପୁତ୍ର ଦ୍ୱାରା ମହିମାନ୍ୱିତ ହେବେ, ଈଶ୍ୱର ନିଜ ମହିମାରେ ମନୁଷ୍ୟପୁତ୍ରଙ୍କୁ ମହିମାନ୍ୱିତ କରିବେ। ଶୀଘ୍ର ସେ ଏହା କରିବାକୁ ଯାଉଛନ୍ତି। Gade chapit laପବିତ୍ର ବାଇବଲ32 ଯଦି ପରମେଶ୍ୱର ତାହାଙ୍କ ମାଧ୍ୟମରେ ଗୌରବ ଅର୍ଜ୍ଜନ କରନ୍ତି, ତେବେ ପରମେଶ୍ୱର ତାହାଙ୍କଠାରେ ପୁତ୍ରଙ୍କୁ ଗୌରବ ଦେବେ। ସେ ତାହାଙ୍କୁ ଅତି ଶୀଘ୍ର ଗୌରବାନ୍ୱିତ କରିବେ।” Gade chapit la |