ଯୋହନ 13:36 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT36 ଶିମୋନ ପିତର ତାହାଙ୍କୁ ପଚାରିଲେ, ପ୍ରଭୁ, ଆପଣ କେଉଁଠାକୁ ଯାଉଅଛନ୍ତି? ଯୀଶୁ ଉତ୍ତର ଦେଲେ, “ମୁଁ ଯେଉଁଠାକୁ ଯାଉଅଛି, ତୁମ୍ଭେ ବର୍ତ୍ତମାନ ମୋହର ପଛେ ପଛେ ସେଠାକୁ ଯାଇ ପାର ନାହିଁ, କିନ୍ତୁ ପରେ ଯିବ।” Gade chapit laପବିତ୍ର ବାଇବଲ (Re-edited) - (BSI)36 ଶିମୋନ ପିତର ତାହାଙ୍କୁ ପଚାରିଲେ, ପ୍ରଭୋ, ଆପଣ କେଉଁଠାକୁ ଯାଉଅଛନ୍ତି? ଯୀଶୁ ଉତ୍ତର ଦେଲେ, ମୁଁ ଯେଉଁଠାକୁ ଯାଉଅଛି, ତୁମ୍ଭେ ବର୍ତ୍ତମାନ ମୋହର ପଛେ ପଛେ ସେଠାକୁ ଯାଇ ପାର ନାହିଁ, କିନ୍ତୁ ପରେ ଯିବ। Gade chapit laଓଡିଆ ବାଇବେଲ36 ଶିମୋନ ପିତର ତାହାଙ୍କୁ ପଚାରିଲେ, ପ୍ରଭୁ, ଆପଣ କେଉଁଠାକୁ ଯାଉଅଛନ୍ତି ? ଯୀଶୁ ଉତ୍ତର ଦେଲେ, ମୁଁ ଯେଉଁଠାକୁ ଯାଉଅଛି, ତୁମ୍ଭେ ବର୍ତ୍ତମାନ ମୋହର ପଛେ ପଛେ ସେଠାକୁ ଯାଇ ପାର ନାହିଁ, କିନ୍ତୁ ପରେ ଯିବ । Gade chapit laପବିତ୍ର ବାଇବଲ (CL) NT (BSI)36 ଶିମୋନ ପିତର ପଚାରିଲେ: “ଆପଣ କେଉଁଠାକୁ ଯିବେ ପ୍ରଭୁ?” ଯୀଶୁ ଉତ୍ତର ଦେଲେ: “ମୁଁ ଯେଉଁଠିକି ଯିବି, ସେଠାକୁ ତୁମେ ବର୍ତ୍ତମାନ ଯାଇପାରିବ ନାହିଁ, କିନ୍ତୁ ପରେ ମୋର ଅନୁଗମନ କରିବ।” Gade chapit laପବିତ୍ର ବାଇବଲ36 ଶିମୋନ ପିତର ଯୀଶୁଙ୍କୁ ପଗ୍ଭରିଲେ, “ପ୍ରଭୁ, ତୁମ୍ଭେ କେଉଁଆଡ଼େ ଯାଉଛ?” ଯୀଶୁ ଉତ୍ତର ଦେଲେ “ମୁଁ ଯେଉଁଆଡ଼େ ଯାଉଛି ତୁମେ ମୋର ପଛେ ପଛେ ଏବେ ସେଠାକୁ ଯାଇ ପାରିବ ନାହିଁ। କିନ୍ତୁ ପରେ ତୁମେ ମୋର ଅନୁଗମନ କରିବ।” Gade chapit la |