ଯୋହନ 13:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ଶିମୋନ ପିତର ତାହାଙ୍କୁ କହିଲେ, ପ୍ରଭୁ, କେବଳ ମୋହର ପାଦ ନୁହେଁ, ମାତ୍ର ମୋହର ହସ୍ତ ଓ ମସ୍ତକ ମଧ୍ୟ। Gade chapit laପବିତ୍ର ବାଇବଲ (Re-edited) - (BSI)9 ଶିମୋନ ପିତର ତାହାଙ୍କୁ କହିଲେ, ପ୍ରଭୋ, କେବଳ ମୋର ପାଦ ନୁହେଁ, ମାତ୍ର ମୋହର ହସ୍ତ ଓ ମସ୍ତକ ମଧ୍ୟ। Gade chapit laଓଡିଆ ବାଇବେଲ9 ଶିମୋନ ପିତର ତାହାଙ୍କୁ କହିଲେ, ପ୍ରଭୁ, କେବଳ ମୋର ପାଦ ନୁହେଁ, ମାତ୍ର ମୋହର ହସ୍ତ ଓ ମସ୍ତକ ମଧ୍ୟ । Gade chapit laପବିତ୍ର ବାଇବଲ (CL) NT (BSI)9 ଶିମୋନ ପିତର ଉତ୍ତର ଦେଲେ, “ପ୍ରଭୁ, ତା’ହେଲେ ମୋର ପାଦ କାହିଁକି, ମୋ’ ହାତ ଓ ମୁଣ୍ଡ ମଧ୍ୟ ଧୋଇ ଦିଅନ୍ତୁ।” Gade chapit laପବିତ୍ର ବାଇବଲ9 ଶିମୋନ ପିତର ଉତ୍ତର ଦେଲେ, “ହେ ପ୍ରଭୁ, ତୁମେ ମୋର ପାଦ ଧୋଇବା ପରେ ମୋର ହାତ ଓ ମୁଣ୍ଡ ମଧ୍ୟ ଧୋଇ ଦିଅ।” Gade chapit la |