ଯୋହନ 14:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 “ତୁମ୍ଭମାନଙ୍କ ହୃଦୟ ଉଦ୍ବିଗ୍ନ ନ ହେଉ; ତୁମ୍ଭେମାନେ ଈଶ୍ବରଙ୍କଠାରେ ବିଶ୍ୱାସ କର, ମୋʼ ଠାରେ ମଧ୍ୟ ବିଶ୍ୱାସ କର। Gade chapit laପବିତ୍ର ବାଇବଲ (Re-edited) - (BSI)1 ତୁମ୍ଭମାନଙ୍କ ହୃଦୟ ଉଦ୍ବିଗ୍ନ ନ ହେଉ; ତୁମ୍ଭେମାନେ ଈଶ୍ଵରଙ୍କଠାରେ ବିଶ୍ଵାସ କର, ମୋʼଠାରେ ମଧ୍ୟ ବିଶ୍ଵାସ କର। Gade chapit laଓଡିଆ ବାଇବେଲ1 ତୁମ୍ଭମାନଙ୍କ ହୃଦୟ ଉଦ୍ବିଗ୍ନ ନ ହେଉ; ତୁମ୍ଭେମାନେ ଈଶ୍ୱରଙ୍କଠାରେ ବିଶ୍ୱାସ କର, ମୋ'ଠାରେ ମଧ୍ୟ ବିଶ୍ୱାସ କର । Gade chapit laପବିତ୍ର ବାଇବଲ (CL) NT (BSI)1 ଯୀଶୁ କହିଲେ, “ତୁମ୍ଭେମାନେ ଉଦ୍ବିଗ୍ନ ହୁଅ ନାହିଁ।” ତୁମ୍ଭେମାନେ ଈଶ୍ୱରଙ୍କଠାରେ ବିଶ୍ୱାସ କରୁଛ। ମୋ’ଠାରେ ମଧ୍ୟ ବିଶ୍ୱାସ କର। Gade chapit laପବିତ୍ର ବାଇବଲ1 ଯୀଶୁ କହିଲେ, “ତୁମ୍ଭେମାନଙ୍କର ହୃଦୟ ଦୁଃଖିତ ନ ହେଉ। ପରମେଶ୍ୱରଙ୍କଠାରେ ବିଶ୍ୱାସ ରଖିଥାଅ। ମୋ'ଠାରେ ମଧ୍ୟ ବିଶ୍ୱାସ ରଖ, Gade chapit la |