ଯୋହନ 14:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ମୋʼ ଠାରେ ଯେ ବିଶ୍ୱାସ କରେ, ମୁଁ ଯେଉଁ ଯେଉଁ କର୍ମ କରୁଅଛି, ସେ ମଧ୍ୟ ସେହିସବୁ କରିବ, ଆଉ ସେ ସବୁ ଅପେକ୍ଷା ଅଧିକ ମହତ କର୍ମ କରିବ, କାରଣ ମୁଁ ପିତାଙ୍କ ନିକଟକୁ ଯାଉଅଛି। Gade chapit laପବିତ୍ର ବାଇବଲ (Re-edited) - (BSI)12 ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ମୋʼଠାରେ ଯେ ବିଶ୍ଵାସ କରେ, ମୁଁ ଯେଉଁ ଯେଉଁ କର୍ମ କରୁଅଛି, ସେ ମଧ୍ୟ ସେହିସବୁ କରିବ, ଆଉ ସେସବୁ ଅପେକ୍ଷା ଅଧିକ ମହତ୍ କର୍ମ କରିବ, କାରଣ ମୁଁ ପିତାଙ୍କ ନିକଟକୁ ଯାଉଅଛି। Gade chapit laଓଡିଆ ବାଇବେଲ12 ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ମୋ'ଠାରେ ଯେ ବିଶ୍ୱାସ କରେ, ମୁଁ ଯେଉଁ ଯେଉଁ କର୍ମ କରୁଅଛି, ସେ ମଧ୍ୟ ସେହି ସବୁ କରିବ, ଆଉ ସେ ସବୁ ଅପେକ୍ଷା ଅଧିକ ମହତ କର୍ମ କରିବ, କାରଣ ମୁଁ ପିତାଙ୍କ ନିକଟକୁ ଯାଉଅଛି । Gade chapit laପବିତ୍ର ବାଇବଲ (CL) NT (BSI)12 ସତ୍ୟ କହୁଛି, ମୋ’ଠାରେ ଯେ ବିଶ୍ୱାସ କରେ, ମୁଁ କରୁଥିବା କାର୍ଯ୍ୟସବୁ ସେ କରିପାରିବ। ଏହାଠାରୁ ଆହୁରି ଅଧିକ ମହତ୍ କାର୍ଯ୍ୟ ମଧ୍ୟ ସେ କରିପାରିବ, କାରଣ ମୁଁ ମୋ’ ପିତାଙ୍କ ନିକଟକୁ ଯାଉଛି Gade chapit laପବିତ୍ର ବାଇବଲ12 “ମୁଁ ତୁମ୍ଭକୁ ସତ୍ୟ କହୁଛି। ମୋ'ଠାରେ ବିଶ୍ୱାସ କରୁଥିବା ବ୍ୟକ୍ତି, ମୁଁ ଯାହା କରିଛି, ତାହା କରିବ। ହଁ, ସେ ମୁଁ କରିଥିବା କାମଠାରୁ ମଧ୍ୟ ଅଧିକ ବଡ଼ କାମ କରିବ, କାରଣ ମୁଁ ପରମପିତାଙ୍କ ନିକଟକୁ ଯାଉଛି। Gade chapit la |