ଯୋହନ 14:19 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ଅଳ୍ପମାତ୍ର ସମୟ ରହିଲା, ଜଗତ ମୋତେ ଆଉ ଦେଖିବ ନାହିଁ; ମାତ୍ର ତୁମ୍ଭେମାନେ ମୋତେ ଦେଖିବ, କାରଣ ମୁଁ ଜୀବିତ, ଆଉ ତୁମ୍ଭେମାନେ ମଧ୍ୟ ଜୀବିତ ରହିବ। Gade chapit laପବିତ୍ର ବାଇବଲ (Re-edited) - (BSI)19 ଅଳ୍ପମାତ୍ର ସମୟ ରହିଲା, ଜଗତ ମୋତେ ଆଉ ଦେଖିବ ନାହିଁ; ମାତ୍ର ତୁମ୍ଭେମାନେ ମୋତେ ଦେଖିବ, କାରଣ ମୁଁ ଜୀବିତ, ଆଉ ତୁମ୍ଭେମାନେ ମଧ୍ୟ ଜୀବିତ ରହିବ। Gade chapit laଓଡିଆ ବାଇବେଲ19 ଅଳ୍ପମାତ୍ର ସମୟ ରହିଲା, ଜଗତ ମୋତେ ଆଉ ଦେଖିବ ନାହିଁ; ମାତ୍ର ତୁମ୍ଭେମାନେ ମୋତେ ଦେଖିବ, କାରଣ ମୁଁ ଜୀବିତ, ଆଉ ତୁମ୍ଭେମାନେ ମଧ୍ୟ ଜୀବିତ ରହିବ । Gade chapit laପବିତ୍ର ବାଇବଲ (CL) NT (BSI)19 ଅଳ୍ପ ସମୟ ପରେ ଜଗତ ମୋତେ ଆଉ ଦେଖିବ ନାହିଁ, କିନ୍ତୁ ତୁମ୍ଭେମାନେ ଦେଖିବ ଏବଂ ଯେହେତୁ ମୁଁ ଚିରଞ୍ଜୀବୀ, ତୁମେ ମଧ୍ୟ ମୋ’ ସହିତ ଜୀବିତ ରହିବ। Gade chapit laପବିତ୍ର ବାଇବଲ19 ଜଗତର ବାସିନ୍ଦାମାନେ ଖୁବ୍ ଅଳ୍ପ ସମୟ ପରେ ମୋତେ ଆଉ ଦେଖି ପାରିବେ ନାହିଁ। କିନ୍ତୁ ତୁମ୍ଭେ ମୋତେ ଦେଖି ପାରିବ। ତୁମ୍ଭେମାନେ ଜୀବିତ ରହିବ, କାରଣ ମୁଁ ଜୀବିତ। Gade chapit la |
ପରେ ମୁଁ ସିଂହାସନସମୂହ ଦେଖିଲି; ସେହିସବୁ ଉପରେ କେତେକ ବ୍ୟକ୍ତି ଉପବେଶନ କଲେ, ସେମାନଙ୍କୁ ବିଚାର କରିବାର କ୍ଷମତା ଦିଆଗଲା। ଆଉ ଯୀଶୁଙ୍କ ସାକ୍ଷ୍ୟ ଓ ଈଶ୍ବରଙ୍କ ବାକ୍ୟ ନିମନ୍ତେ ଯେଉଁମାନଙ୍କର ମସ୍ତକ ଛେଦନ ହୋଇଥିଲା, ପୁଣି, ଯେଉଁମାନେ ସେହି ପଶୁକୁ ବା ତାହାର ପ୍ରତିମାକୁ ପ୍ରଣାମ କରି ନ ଥିଲେ ଓ ତାହାର ଚିହ୍ନ ଆପଣା ଆପଣା କପାଳରେ ଓ ହସ୍ତରେ ଧାରଣ କରି ନ ଥିଲେ, ସେମାନଙ୍କ ଆତ୍ମାମାନଙ୍କୁ ଦେଖିଲି; ସେମାନେ ଜୀବିତ ହୋଇ ଖ୍ରୀଷ୍ଟଙ୍କ ସହିତ ଏକ ସହସ୍ର ବର୍ଷ ପର୍ଯ୍ୟନ୍ତ ରାଜତ୍ୱ କଲେ।