ଯୋହନ 14:21 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ଯେ ମୋହର ଆଜ୍ଞାସବୁ ଗ୍ରହଣ କରି ପାଳନ କରେ, ସେହି ତ ମୋତେ ପ୍ରେମ କରେ, ଆଉ ଯେ ମୋତେ ପ୍ରେମ କରେ, ମୋହର ପିତା ତାହାକୁ ପ୍ରେମ କରିବେ, ପୁଣି, ମୁଁ ତାହାକୁ ପ୍ରେମ କରିବି ଓ ତାହା ନିକଟରେ ଆପଣାକୁ ପ୍ରକାଶ କରିବି।” Gade chapit laପବିତ୍ର ବାଇବଲ (Re-edited) - (BSI)21 ଯେ ମୋହର ଆଜ୍ଞାସବୁ ଗ୍ରହଣ କରି ପାଳନ କରେ, ସେହି ତ ମୋତେ ପ୍ରେମ କରେ, ଆଉ ଯେ ମୋତେ ପ୍ରେମ କରେ, ମୋହର ପିତା ତାହାକୁ ପ୍ରେମ କରିବେ, ପୁଣି ମୁଁ ତାହାକୁ ପ୍ରେମ କରିବି ଓ ତାହା ନିକଟରେ ଆପଣାକୁ ପ୍ରକାଶ କରିବି। Gade chapit laଓଡିଆ ବାଇବେଲ21 ଯେ ମୋହର ଆଜ୍ଞାସବୁ ଗ୍ରହଣ କରି ପାଳନ କରେ, ସେହି ତ ମୋତେ ପ୍ରେମ କରେ, ଆଉ ଯେ ମୋତେ ପ୍ରେମ କରେ, ମୋହର ପିତା ତାହାକୁ ପ୍ରେମ କରିବେ, ପୁଣି, ମୁଁ ତାହାକୁ ପ୍ରେମ କରିବି ଓ ତାହା ନିକଟରେ ଆପଣାକୁ ପ୍ରକାଶ କରିବି । Gade chapit laପବିତ୍ର ବାଇବଲ (CL) NT (BSI)21 “ଯେ ମୋର ଆଜ୍ଞା ଗ୍ରହଣ କରି ପାଳନ କରେ, ସେ ହିଁ ମୋତେ ପ୍ରେମ କରେ। ଯେ କେହି ମୋତେ ପ୍ରେମ କରେ, ମୋ’ ପିତା ତାକୁ ପ୍ରେମ କରିବେ। ମୁଁ ମଧ୍ୟ ତାକୁ ପ୍ରେମ କରି ତା’ଠାରେ ନିଜକୁ ପ୍ରକାଶ କରିବି।” Gade chapit laପବିତ୍ର ବାଇବଲ21 ଯେଉଁ ଲୋକ ମୋର ଆଜ୍ଞା ଜାଣେ ଓ ପାଳନ କରେ, ସେ ଲୋକ ପ୍ରକୃତରେ ମୋତେ ପ୍ରେମ କରେ। ମୋତେ ପ୍ରେମ କରୁଥିବା ଲୋକକୁ ମୋ’ ପରମପିତା ମଧ୍ୟ ପ୍ରେମ କରିବେ। ମୁଁ ମଧ୍ୟ ତାକୁ ପ୍ରେମ କରିବି ଓ ନିଜକୁ ତା’ ନିକଟରେ ପ୍ରକାଶ କରିବି।” Gade chapit la |
ପୁଣି ସେ ତୁମ୍ଭକୁ ସ୍ନେହ କରିବେ, ତୁମ୍ଭକୁ ଆଶୀର୍ବାଦ କରିବେ ଓ ତୁମ୍ଭକୁ ବର୍ଦ୍ଧିଷ୍ଣୁ କରିବେ; ମଧ୍ୟ ସେ ତୁମ୍ଭକୁ ଯେଉଁ ଦେଶ ଦେବା ପାଇଁ ତୁମ୍ଭ ପୂର୍ବପୁରୁଷମାନଙ୍କ ନିକଟରେ ଶପଥ କରିଅଛନ୍ତି, ସେହି ଦେଶରେ ସେ ତୁମ୍ଭ ଗର୍ଭଫଳ, ତୁମ୍ଭ ଭୂମିଫଳ, ତୁମ୍ଭ ଶସ୍ୟ, ତୁମ୍ଭ ଦ୍ରାକ୍ଷାରସ, ତୁମ୍ଭ ତୈଳ, ତୁମ୍ଭ ଗୋରୁମାନଙ୍କ ବତ୍ସ ଓ ତୁମ୍ଭ ପଲର ଶାବକ, ଏହି ସମସ୍ତଙ୍କୁ ଆଶୀର୍ବାଦ କରିବେ।