Biblia Todo Logo
Bib sou entènèt

- Piblisite -




ଯୋହନ 14:22 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 ଯିହୂଦା (ଇଷ୍କାରିୟୋତୀୟ ନୁହେଁ) ତାହାଙ୍କୁ କହିଲେ, ହେ ପ୍ରଭୁ, କଅଣ ହେଲା ଯେ, ଆପଣ ଜଗତ ନିକଟରେ ଆପଣାକୁ ପ୍ରକାଶ ନ କରି ଆମ୍ଭମାନଙ୍କ ନିକଟରେ ପ୍ରକାଶ କରିବାକୁ ଯାଉଅଛନ୍ତି?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

22 ଯିହୂଦା (ଇଷ୍କାରିୟୋତୀୟ ନୁହେଁ) ତାହାଙ୍କୁ କହିଲେ, ହେ ପ୍ରଭୁ, କଅଣ ହେଲା ଯେ, ଆପଣ ଜଗତ ନିକଟରେ ଆପଣାକୁ ପ୍ରକାଶ ନ କରି ଆମ୍ଭମାନଙ୍କ ନିକଟରେ ପ୍ରକାଶ କରିବାକୁ ଯାଉଅଛନ୍ତି?

Gade chapit la Kopi

ଓଡିଆ ବାଇବେଲ

22 ଯିହୂଦା (ଇଷ୍କାରିୟୋତୀୟ ନୁହେଁ) ତାହାଙ୍କୁ କହିଲେ, ହେ ପ୍ରଭୁ, କ'ଣ ହେଲା ଯେ, ଆପଣ ଜଗତ ନିକଟରେ ଆପଣାକୁ ପ୍ରକାଶ ନ କରି ଆମ୍ଭମାନଙ୍କ ନିକଟରେ ପ୍ରକାଶ କରିବାକୁ ଯାଉଅଛନ୍ତି ?

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

22 ଯିହୁଦା (ଇଷ୍କରିୟୋଥ ଯିହୁଦା ନୁହେଁ) ପଚାରିଲା- “ଏହା କିପରି ହେବ? ନିଜକୁ ଜଗତ ନିକଟରେ ପ୍ରକାଶ ନ କରି ଆମ ନିକଟରେ କିପରି ପ୍ରକାଶ କରିବେ?”

Gade chapit la Kopi

ପବିତ୍ର ବାଇବଲ

22 ତା'ପରେ ଯିହୂଦା (ଇଷ୍କାରିୟୋତ ନୁହନ୍ତି) ତାହାଙ୍କୁ ପଗ୍ଭରିଲେ, “କିନ୍ତୁ ପ୍ରଭୁ ଆପଣ କାହିଁକି ଆମଠାରେ ନିଜକୁ ଦେଖାଇବା ପାଇଁ ଯୋଜନା କରୁଛନ୍ତି, ସାରା ଜଗତକୁ କାହିଁକି ଦେଖାଉ ନାହାନ୍ତି।”

Gade chapit la Kopi




ଯୋହନ 14:22
12 Referans Kwoze  

ସେମାନେ, ଅର୍ଥାତ୍‍ ପିତର, ଯୋହନ, ଯାକୁବ, ଆନ୍ଦ୍ରିୟ, ଫିଲିପ୍ପ, ଥୋମା, ବାର୍ଥଲମୀ, ମାଥିଉ, ଆଲଫିଙ୍କ ପୁତ୍ର ଯାକୁବ, ଉଦ୍‌ଯୋଗୀ ଶିମୋନ ଓ ଯାକୁବଙ୍କ ପୁତ୍ର ଯିହୂଦା, ନଗରରେ ପ୍ରବେଶ କରି, ଯେଉଁ ଉପର କୋଠରୀରେ ସେମାନେ ବାସ କରୁଥିଲେ, ସେଠାକୁ ଗଲେ।


ଯାକୁବଙ୍କ ପୁତ୍ର ଯିହୂଦା ଓ ଇଷ୍କାରିୟୋତୀୟ ଯିହୂଦା, ଯେ ତାହାଙ୍କୁ ଶତ୍ରୁ ହସ୍ତରେ ସମର୍ପଣ କଲା।


ଫିଲିପ୍ପ ଓ ବାର୍ଥଲମୀ, ଥୋମା ଓ କରଗ୍ରାହୀ ମାଥିଉ, ଆଲଫିଙ୍କ ପୁତ୍ର ଯାକୁବ ଓ ଥଦ୍ଦୀୟ,


ଯିହୂଦା, ଯୀଶୁ ଖ୍ରୀଷ୍ଟଙ୍କ ଜଣେ ଦାସ ଓ ଯାକୁବଙ୍କ ଭାଇ, ଯେଉଁମାନେ ଆହୂତ ଓ ପିତା ଈଶ୍ବରଙ୍କ ପ୍ରିୟପାତ୍ର, ପୁଣି, ଯୀଶୁ ଖ୍ରୀଷ୍ଟଙ୍କ ନିମନ୍ତେ ସୁରକ୍ଷିତ, ସେମାନଙ୍କ ନିକଟକୁ ପତ୍ର ଲେଖୁଅଛି।


ଅତଏବ, ତାହାଙ୍କ ଶିଷ୍ୟମାନଙ୍କ ମଧ୍ୟରୁ ଅନେକେ ଏହା ଶୁଣି କହିଲେ, ଏ ଘୃଣାଜନକ କଥା, କିଏ ଏହା ଶୁଣି ପାରେ?


ନୀକଦୀମ ତାହାଙ୍କୁ ଉତ୍ତର ଦେଲେ, ଏହିସବୁ କିପରି ହୋଇପାରେ?


ନୀକଦୀମ ତାହାଙ୍କୁ ପଚାରିଲେ, ବୃଦ୍ଧ ହେଲେ ମନୁଷ୍ୟ କି ପ୍ରକାର ଜନ୍ମ ହୋଇପାରେ? ସେ କଅଣ ଦ୍ୱିତୀୟ ଥର ଆପଣା ମାତାର ଗର୍ଭରେ ପ୍ରବେଶ କରି ଜନ୍ମ ହୋଇପାରେ?


ଆନ୍ଦ୍ରିୟ, ଫିଲିପ୍ପ, ବାର୍ଥଲମୀ, ମାଥିଉ, ଥୋମା, ଆଲଫିଙ୍କ ପୁତ୍ର ଯାକୁବ, ଥଦ୍ଦୀୟ, କିଣାନୀୟ ଶିମୋନ,


ଏଥିରେ ଯିହୁଦୀମାନେ ପରସ୍ପର ବାଗ୍‍ଯୁଦ୍ଧ କରି କହିବାକୁ ଲାଗିଲେ, ଏ କିପରି ଆମ୍ଭମାନଙ୍କୁ ଆପଣା ମାଂସ ଖାଇବାକୁ ଦେଇ ପାରେ?


ସେହି ସ୍ତ୍ରୀଲୋକ ତାହାଙ୍କୁ କହିଲା, ମହାଶୟ, ଜଳ କାଢ଼ିବା ନିମନ୍ତେ ଆପଣଙ୍କ ନିକଟରେ କୌଣସି ପାତ୍ର ନାହିଁ ପୁଣି, କୂଅ ତ ଗଭୀର; ତେବେ ଆପଣ କେଉଁଠାରୁ ସେହି ଜୀବନ୍ତ ଜଳ ପାଇଅଛନ୍ତି?


Swiv nou:

Piblisite


Piblisite