ଯୋହନ 14:26 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT26 କିନ୍ତୁ ସେହି ସାହାଯ୍ୟକାରୀ, ଅର୍ଥାତ୍ ଯେଉଁ ପବିତ୍ର ଆତ୍ମାଙ୍କୁ ପିତା ମୋʼ ନାମରେ ପ୍ରେରଣ କରିବେ, ସେ ତୁମ୍ଭମାନଙ୍କୁ ସମସ୍ତ ବିଷୟ ଶିକ୍ଷା ଦେବେ, ଆଉ ମୁଁ ତୁମ୍ଭମାନଙ୍କୁ ଯାହା ଯାହା କହିଅଛି, ସେହିସବୁ ତୁମ୍ଭମାନଙ୍କୁ ସ୍ମରଣ କରାଇବେ। Gade chapit laପବିତ୍ର ବାଇବଲ (Re-edited) - (BSI)26 କିନ୍ତୁ ସେହି ସାହାଯ୍ୟକାରୀ, ଅର୍ଥାତ୍ ଯେଉଁ ପବିତ୍ର ଆତ୍ମାଙ୍କୁ ପିତା ମୋʼ ନାମରେ ପ୍ରେରଣ କରିବେ, ସେ ତୁମ୍ଭମାନଙ୍କୁ ସମସ୍ତ ବିଷୟ ଶିକ୍ଷା ଦେବେ, ଆଉ ମୁଁ ତୁମ୍ଭମାନଙ୍କୁ ଯାହା ଯାହା କହିଅଛି, ସେହିସବୁ ତୁମ୍ଭମାନଙ୍କୁ ସ୍ମରଣ କରାଇବେ। Gade chapit laଓଡିଆ ବାଇବେଲ26 କିନ୍ତୁ ସେହି ସାହାଯ୍ୟକାରୀ, ଅର୍ଥାତ୍ ଯେଉଁ ପବିତ୍ର ଆତ୍ମାଙ୍କୁ ପିତା ମୋ' ନାମରେ ପ୍ରେରଣ କରିବେ, ସେ ତୁମ୍ଭମାନଙ୍କୁ ସମସ୍ତ ବିଷୟ ଶିକ୍ଷା ଦେବେ, ଆଉ ମୁଁ ତୁମ୍ଭମାନଙ୍କୁ ଯାହା ଯାହା କହିଅଛି, ସେହି ସବୁ ତୁମ୍ଭମାନଙ୍କୁ ସ୍ମରଣ କରାଇବେ । Gade chapit laପବିତ୍ର ବାଇବଲ (CL) NT (BSI)26 ଯେଉଁ ସହାୟକ ପବିତ୍ରଆତ୍ମାଙ୍କୁ ଈଶ୍ୱର ମୋ’ ସ୍ଥାନରେ ପଠାଇବେ, ସେ ସମସ୍ତ ବିଷୟରେ ତୁମ୍ଭମାନଙ୍କୁ ଶିକ୍ଷା ଦେବେ ଏବଂ ମୁଁ କହିଥିବା ସମସ୍ତ ବିଷୟକୁ ସ୍ମରଣ କରାଇଦେବେ। Gade chapit laପବିତ୍ର ବାଇବଲ26 କିନ୍ତୁ ତୁମ୍ଭକୁ ସାହାଯ୍ୟକାରୀ ସବୁ ଶିକ୍ଷା ଦେବେ। ମୁଁ ତୁମକୁ କହିଥିବା ସମସ୍ତ କଥା ମନେ ରଖିବା ପାଇଁ ସେ ସାହାଯ୍ୟ ମଧ୍ୟ କରିବେ। ଏହି ସାହାଯ୍ୟକାରୀ ହେଉଛନ୍ତି ପବିତ୍ରଆତ୍ମା, ଯାହାଙ୍କୁ ପରମପିତା ମୋ’ ନାମରେ ପଠାଇବେ। Gade chapit la |
ଏହି ସମସ୍ତ ବିଷୟରେ ସେମାନେ ଯେ ଆପଣା ଆପଣାର ସେବା ନ କରି ତୁମ୍ଭମାନଙ୍କର ସେବା କରୁଥିଲେ, ଏହା ସେମାନଙ୍କ ନିକଟରେ ପ୍ରକାଶିତ ହୋଇଥିଲା, ଆଉ, ସେହି ସମସ୍ତ ବିଷୟ ସ୍ୱର୍ଗରୁ ପ୍ରେରିତ ପବିତ୍ର ଆତ୍ମାଙ୍କ ଶକ୍ତିରେ ତୁମ୍ଭମାନଙ୍କ ନିକଟରେ ସୁସମାଚାର ପ୍ରଚାରକମାନଙ୍କ ଦ୍ୱାରା ଏବେ ତୁମ୍ଭମାନଙ୍କୁ ଜଣାଇ ଦିଆଯାଇଅଛି; ସେହିସବୁ ବିଷୟ ଦୂତମାନେ ମଧ୍ୟ ନିରୀକ୍ଷଣ କରିବାକୁ ଇଚ୍ଛା କରନ୍ତି।