Biblia Todo Logo
Bib sou entènèt

- Piblisite -




ଯୋହନ 14:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ଫିଲିପ୍ପ ତାହାଙ୍କୁ କହିଲେ, ପ୍ରଭୁ, ଆମ୍ଭମାନଙ୍କୁ ପିତାଙ୍କୁ ଦର୍ଶନ କରାଉନ୍ତୁ, ତାହା ଆମ୍ଭମାନଙ୍କ ନିମନ୍ତେ ଯଥେଷ୍ଟ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ଫିଲିପ୍ପ ତାହାଙ୍କୁ କହିଲେ, ପ୍ରଭୋ, ଆମ୍ଭମାନଙ୍କୁ ପିତାଙ୍କୁ ଦର୍ଶନ କରାଉନ୍ତୁ, ତାହା ଆମ୍ଭମାନଙ୍କ ନିମନ୍ତେ ଯଥେଷ୍ଟ।

Gade chapit la Kopi

ଓଡିଆ ବାଇବେଲ

8 ଫିଲିପ୍ପ ତାହାଙ୍କୁ କହିଲେ, ପ୍ରଭୁ, ଆମ୍ଭମାନଙ୍କୁ ପିତାଙ୍କୁ ଦର୍ଶନ କରାଉନ୍ତୁ, ତାହା ଆମ୍ଭମାନଙ୍କ ନିମନ୍ତେ ଯଥେଷ୍ଟ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

8 ଫିଲିପ୍ କହିଲେ, “ପ୍ରଭୁ, ପିତାଙ୍କୁ ଦେଖାଇ ଦିଅନ୍ତୁ। ସେତିକି ଆମ ପାଇଁ ଯଥେଷ୍ଟ।”

Gade chapit la Kopi

ପବିତ୍ର ବାଇବଲ

8 ଫିଲି‌ପ୍‌ପ ଯୀଶୁଙ୍କୁ କହିଲେ, “ପ୍ରଭୁ, ଆମ୍ଭକୁ ପରମପିତାଙ୍କୁ ଦେଖାନ୍ତୁ। ଆମ୍ଭର ସେତିକି ଦରକାର।”

Gade chapit la Kopi




ଯୋହନ 14:8
12 Referans Kwoze  

“ମୁଁ ତୁମ୍ଭମାନଙ୍କୁ ଉପମା ଦ୍ୱାରା ଏହି ସମସ୍ତ କଥା କହିଅଛି; ସମୟ ଆସୁଅଛି, ଯେତେବେଳେ ମୁଁ ଆଉ ଉପମା ଦ୍ୱାରା ତୁମ୍ଭମାନଙ୍କୁ କହିବି ନାହିଁ, କିନ୍ତୁ ପିତାଙ୍କ ବିଷୟ ସ୍ପଷ୍ଟ ରୂପେ ତୁମ୍ଭମାନଙ୍କୁ ଜଣାଇବି।


ମାତ୍ର ମୁଁ ଧର୍ମରେ ତୁମ୍ଭ ମୁଖ ଦର୍ଶନ କରିବି; ମୁଁ ତୁମ୍ଭ ଆକାରରେ ଜାଗ୍ରତ ହେବା ବେଳେ ପରିତୃପ୍ତ ହେବି।


ସେ ପରମେଶ୍ୱରଙ୍କ ନିକଟରେ ପ୍ରାର୍ଥନା କରେ ଓ ସେ ତାହା ପ୍ରତି ପ୍ରସନ୍ନ ହୁଅନ୍ତି; ତେଣୁ ସେ ଆନନ୍ଦରେ ତାହାଙ୍କ ମୁଖ ଦର୍ଶନ କରେ; ଆଉ, ସେ ମନୁଷ୍ୟକୁ ତାହାର ଧାର୍ମିକତା ପୁନର୍ବାର ଦିଅନ୍ତି।


ଶୁଦ୍ଧଚିତ୍ତ ଲୋକେ ଧନ୍ୟ, କାରଣ ସେମାନେ ଈଶ୍ବରଙ୍କ ଦର୍ଶନ ପାଇବେ।


ତେଣୁ ତୁମ୍ଭ ପରାକ୍ରମ ଓ ଗୌରବ ଦେଖିବା ପାଇଁ ମୁଁ ପବିତ୍ର ସ୍ଥାନରେ ତୁମ୍ଭ ପ୍ରତି ଚାହିଁ ରହିଅଛି।


ନିଥନିୟେଲ ତାହାଙ୍କୁ ପଚାରିଲେ, ଆପଣ ମୋତେ କିପରି ଚିହ୍ନିଲେ? ଯୀଶୁ ତାହାଙ୍କୁ ଉତ୍ତର ଦେଲେ, “ଫିଲିପ୍ପ ତୁମ୍ଭକୁ ଡାକିବା ପୂର୍ବେ ତୁମ୍ଭେ ଯେତେବେଳେ ଡିମ୍ବିରିବୃକ୍ଷ ତଳେ ଥିଲ, ସେତେବେଳେ ମୁଁ ତୁମ୍ଭକୁ ଦେଖିଥିଲି।”


Swiv nou:

Piblisite


Piblisite