Biblia Todo Logo
Bib sou entènèt

- Piblisite -




ଯୋହନ 15:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ମୁଁ ଯେପରି ମୋହର ପିତାଙ୍କ ଆଜ୍ଞା ପାଳନ କରି ତାହାଙ୍କ ପ୍ରେମରେ ସ୍ଥିର ହୋଇ ରହିଥାଏ, ସେପ୍ରକାର ତୁମ୍ଭେମାନେ ଯେବେ ମୋହର ଆଜ୍ଞା ପାଳନ କର, ତାହାହେଲେ ମୋହର ପ୍ରେମରେ ସ୍ଥିର ହୋଇ ରହିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ମୁଁ ଯେପରି ମୋହର ପିତାଙ୍କ ଆଜ୍ଞା ପାଳନ କରି ତାହାଙ୍କ ପ୍ରେମରେ ସ୍ଥିର ହୋଇ ରହିଥାଏ, ସେପ୍ରକାର ତୁମ୍ଭେମାନେ ଯେବେ ମୋହର ଆଜ୍ଞା ପାଳନ କର, ତାହାହେଲେ ମୋହର ପ୍ରେମରେ ସ୍ଥିର ହୋଇ ରହିବ।

Gade chapit la Kopi

ଓଡିଆ ବାଇବେଲ

10 ମୁଁ ଯେପରି ମୋହର ପିତାଙ୍କ ଆଜ୍ଞା ପାଳନ କରି ତାହାଙ୍କ ପ୍ରେମରେ ସ୍ଥିର ହୋଇ ରହିଥାଏ, ସେପ୍ରକାର ତୁମ୍ଭେମାନେ ଯେବେ ମୋହର ଆଜ୍ଞା ପାଳନ କର, ତାହାହେଲେ ମୋହର ପ୍ରେମରେ ସ୍ଥିର ହୋଇ ରହିବ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

10 ମୁଁ ଯେପରି ମୋ’ ପିତାଙ୍କ ଆଜ୍ଞା ପାଳନ କରି ତାଙ୍କ ପ୍ରେମରେ ଅବିଚଳିତ ରହିଥାଏ, ତୁମେ ମଧ୍ୟ ସେହିପରି ମୋର ଆଜ୍ଞା ପାଳନ କଲେ, ମୋ’ ପ୍ରେମରେ ସ୍ଥିର ହୋଇ ରହିବ।

Gade chapit la Kopi

ପବିତ୍ର ବାଇବଲ

10 ମୁଁ ମୋର ପରମପିତାଙ୍କର ଆଜ୍ଞା ମାନିଛି ଓ ମୁଁ ତାହାଙ୍କ ପ୍ରେମରେ ରହିଛି। ସେହିପରି ତୁମ୍ଭେ ଯଦି ମୋର ଆଜ୍ଞା ପାଳନ କରିବ, ତୁମ୍ଭେ ମୋ’ ପ୍ରେମରେ ରହିବ।

Gade chapit la Kopi




ଯୋହନ 15:10
28 Referans Kwoze  

“ଯଦି ତୁମ୍ଭେମାନେ ମୋତେ ପ୍ରେମ କର, ତାହାହେଲେ ମୋହର ଆଜ୍ଞାସବୁ ପାଳନ କରିବ।


କାରଣ ଈଶ୍ବରଙ୍କୁ ପ୍ରେମ କରିବାର ଅର୍ଥ, ତାହାଙ୍କ ଆଜ୍ଞା ପାଳନ କରିବା, ଆଉ ତାହାଙ୍କ ଆଜ୍ଞାସବୁ ଭାର ସ୍ୱରୂପ ନୁହେଁ।


କିନ୍ତୁ ଯେ ତାହାଙ୍କ ବାକ୍ୟ ପାଳନ କରେ, ତାହାଠାରେ ଈଶ୍ବରଙ୍କ ପ୍ରେମ ପ୍ରକୃତ ରୂପେ ସିଦ୍ଧ ହୋଇଅଛି। ଏତଦ୍ଵାରା ଆମ୍ଭେମାନେ ଜାଣୁ ଯେ, ଆମ୍ଭେମାନେ ତାହାଙ୍କଠାରେ ଅଛୁ।


କାରଣ ଧାର୍ମିକତାର ମାର୍ଗ ଜାଣି ଆପଣାମାନଙ୍କ ନିକଟରେ ସମର୍ପିତ ପବିତ୍ର ଆଜ୍ଞାରୁ ବିମୁଖ ହେବା ଅପେକ୍ଷା ବରଂ ସେହି ମାର୍ଗ ନ ଜାଣିବା ସେମାନଙ୍କ ପକ୍ଷରେ ଭଲ ହୋଇଥାଆନ୍ତା।


ମୋହର ପ୍ରେରଣକର୍ତ୍ତା ମୋʼ ସାଙ୍ଗରେ ଅଛନ୍ତି; ସେ ମୋତେ ଏକାକୀ କରି ନାହାନ୍ତି, କାରଣ ମୁଁ ସର୍ବଦା ତାହାଙ୍କର ସନ୍ତୋଷଜନକ କାର୍ଯ୍ୟ କରେ।”


ଯୀଶୁ ସେମାନଙ୍କୁ କହିଲେ, “ମୋହର ପ୍ରେରଣକର୍ତ୍ତାଙ୍କ ଇଚ୍ଛା ସାଧନ କରିବା ଓ ତାହାଙ୍କର କାର୍ଯ୍ୟ ସମାପ୍ତ କରିବା, ଏହା ହିଁ ମୋହର ଖାଦ୍ୟ।


ଅତଏବ, ହେ ଭାଇମାନେ, ଅବଶେଷରେ କି ପ୍ରକାର ଆଚରଣ କରି ଈଶ୍ବରଙ୍କୁ ସନ୍ତୁଷ୍ଟ କରିବା ଉଚିତ, ସେ ସମ୍ବନ୍ଧରେ ତୁମ୍ଭେମାନେ ଆମ୍ଭମାନଙ୍କଠାରୁ ଯେପରି ଶିକ୍ଷା ପ୍ରାପ୍ତ ହୋଇଅଛ, ଆଉ ତୁମ୍ଭେମାନେ ମଧ୍ୟ ଯେପ୍ରକାର ଆଚରଣ କରୁଅଛ, ତଦନୁସାରେ ଆହୁରି ଅଧିକ ଅଗ୍ରସର ହେବା ନିମନ୍ତେ ଆମ୍ଭେମାନେ ପ୍ରଭୁ ଯୀଶୁଙ୍କ ନାମରେ ତୁମ୍ଭମାନଙ୍କୁ ଅନୁରୋଧ କରି ଉତ୍ସାହ ଦେଉଅଛୁ।


ତୁମ୍ଭେ ମୋତେ ଯେଉଁ କର୍ମ କରିବାକୁ ଦେଇଅଛ, ତାହା ମୁଁ ସମାପ୍ତ କରି ପୃଥିବୀରେ ତୁମ୍ଭକୁ ମହିମାନ୍ୱିତ କରିଅଛି।


କିନ୍ତୁ ମୁଁ ଯେ ପିତାଙ୍କୁ ପ୍ରେମ କରେ ଓ ପିତାଙ୍କ ଆଜ୍ଞାନୁସାରେ କର୍ମ କରେ, ଏହା ଯେପରି ଜଗତ ଜାଣି ପାରେ, ଏଥିନିମନ୍ତେ ଏପରି ଘଟୁଅଛି। ଉଠ, ଆମ୍ଭେମାନେ ଏହି ସ୍ଥାନରୁ ଚାଲିଯାଉ।”


କାରଣ ମୁଁ ଆପଣାଠାରୁ କହି ନାହିଁ, ମାତ୍ର ମୁଁ କଅଣ କହିବି ଓ କଅଣ ବ୍ୟକ୍ତ କରିବି, ତାହା ମୋହର ପ୍ରେରଣକର୍ତ୍ତା ପିତା ମୋତେ ଆଜ୍ଞା ଦେଇଅଛନ୍ତି;


ଜୀବନ ବୃକ୍ଷର ଅଧିକାରୀ ହେବା ନିମନ୍ତେ ଓ ଦ୍ୱାର ଦେଇ ନଗରୀରେ ପ୍ରବେଶ କରିବା ନିମନ୍ତେ ଯେଉଁମାନେ ଆପଣା ଆପଣା ବସ୍ତ୍ର ଧୌତ କରନ୍ତି, ସେମାନେ ଧନ୍ୟ।


ଯେ ମୋହର ଆଜ୍ଞାସବୁ ଗ୍ରହଣ କରି ପାଳନ କରେ, ସେହି ତ ମୋତେ ପ୍ରେମ କରେ, ଆଉ ଯେ ମୋତେ ପ୍ରେମ କରେ, ମୋହର ପିତା ତାହାକୁ ପ୍ରେମ କରିବେ, ପୁଣି, ମୁଁ ତାହାକୁ ପ୍ରେମ କରିବି ଓ ତାହା ନିକଟରେ ଆପଣାକୁ ପ୍ରକାଶ କରିବି।”


ସୁନ୍ନତ କିଛି ନୁହେଁ, ପୁଣି, ଅସୁନ୍ନତ କିଛି ନୁହେଁ, କେବଳ ଈଶ୍ବରଙ୍କ ଆଜ୍ଞା ପାଳନ ହିଁ ସାର।


କାରଣ ଏହି ପ୍ରକାର ମହାଯାଜକ ଆମ୍ଭମାନଙ୍କ ପକ୍ଷରେ ଉପଯୁକ୍ତ, ଯେ କି ପବିତ୍ର, ନିର୍ଦ୍ଦୋଷ, ନିଷ୍କଳଙ୍କ, ପାପୀମାନଙ୍କଠାରୁ ପୃଥକୀକୃତ, ପୁଣି, ଆକାଶମଣ୍ଡଳ ଉପରେ ଉଚ୍ଚୀକୃତ।


ପ୍ରଭୁ, ସଦାପ୍ରଭୁ ମୋହର କର୍ଣ୍ଣ ଫିଟାଇ ଅଛନ୍ତି, ପୁଣି ମୁଁ ବିରୁଦ୍ଧାଚାରୀ ହୋଇ ନାହିଁ, କିଅବା ପଛକୁ ଫେରି ନାହିଁ।


ଆଉ, ତୁମ୍ଭେମାନେ ତାହାଙ୍କୁ ଜାଣି ନାହଁ, କିନ୍ତୁ ମୁଁ ତାହାଙ୍କୁ ଜାଣେ। ପୁଣି, ମୁଁ ତାହାଙ୍କୁ ଜାଣେ ନାହିଁ ବୋଲି ଯଦି କହିବି, ତାହାହେଲେ ମୁଁ ତୁମ୍ଭମାନଙ୍କ ପରି ମିଥ୍ୟାବାଦୀ ହେବି, କିନ୍ତୁ ମୁଁ ତାହାଙ୍କୁ ଜାଣେ ଓ ତାହାଙ୍କର ବାକ୍ୟ ପାଳନ କରେ।


କେହି ମୋʼଠାରୁ ତାହା ନେଇଯାଇ ନାହିଁ, ମାତ୍ର ମୁଁ ଆପେ ତାହା ଦାନ କରେ। ତାହା ଦାନ କରିବାକୁ ମୋହର ଅଧିକାର ଅଛି ଓ ତାହା ପୁନର୍ବାର ଗ୍ରହଣ କରିବାକୁ ମୋହର ଅଧିକାର ଅଛି। ମୁଁ ମୋହର ପିତାଙ୍କଠାରୁ ଏହି ଆଜ୍ଞା ପାଇଅଛି।”


ଯୀଶୁ ତାହାଙ୍କୁ ଉତ୍ତର ଦେଲେ, “ଯଦି କେହି ମୋତେ ପ୍ରେମ କରେ, ତାହାହେଲେ ସେ ମୋହର ବାକ୍ୟ ପାଳନ କରିବ, ପୁଣି, ମୋହର ପିତା ତାହାକୁ ପ୍ରେମ କରିବେ, ଆଉ ଆମ୍ଭେମାନେ ତାହା ନିକଟକୁ ଆସି ତାହା ସହିତ ବାସ କରିବା।


ଯଦି ଆମ୍ଭେମାନେ ତାହାଙ୍କ ଆଜ୍ଞା ପାଳନ କରୁ, ତେବେ ତଦ୍ୱାରା ଜ୍ଞାତ ହେଉ ଯେ, ଆମ୍ଭେମାନେ ତାହାଙ୍କୁ ଜାଣୁ।


ଯେ ତାହାଙ୍କଠାରେ ରହେ ବୋଲି କହେ, ସେ ତାହାଙ୍କ ପରି ଆଚରଣ କରିବା ମଧ୍ୟ କର୍ତ୍ତବ୍ୟ।


ଏଥିଉତ୍ତାରେ ମୋଶା ଓ ହାରୋଣ ସେହିରୂପ କଲେ; ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସେମାନେ କର୍ମ କଲେ।


କାରଣ ମୁଁ ସଦାପ୍ରଭୁଙ୍କ ପଥ ଧରିଲି ଓ ଦୁଷ୍ଟତାପୂର୍ବକ ମୁଁ ଆପଣା ପରମେଶ୍ୱରଙ୍କୁ ତ୍ୟାଗ କଲି ନାହିଁ।


କାରଣ ସେ ସଦାପ୍ରଭୁଙ୍କ ପ୍ରତି ଆସକ୍ତ ହେଲେ, ସେ ତାହାଙ୍କ ଅନୁଗମନରୁ ବିମୁଖ ହେଲେ ନାହିଁ, ଆଉ ସଦାପ୍ରଭୁ ମୋଶାଙ୍କୁ ଯାହା ଆଜ୍ଞା କରିଥିଲେ, ତାହାଙ୍କର ସେସବୁ ଆଜ୍ଞା ସେ ପାଳନ କଲେ।


Swiv nou:

Piblisite


Piblisite