ଯୋହନ 15:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ମୋହର ଆନନ୍ଦ ଯେପରି ତୁମ୍ଭମାନଙ୍କଠାରେ ଥାଏ, ଆଉ ତୁମ୍ଭମାନଙ୍କ ଆନନ୍ଦ ଯେପରି ପୂର୍ଣ୍ଣ ହୁଏ, ଏଥିନିମନ୍ତେ ମୁଁ ଏସମସ୍ତ ତୁମ୍ଭମାନଙ୍କୁ କହିଲି। Gade chapit laପବିତ୍ର ବାଇବଲ (Re-edited) - (BSI)11 ମୋହର ଆନନ୍ଦ ଯେପରି ତୁମ୍ଭମାନଙ୍କଠାରେ ଥାଏ, ଆଉ ତୁମ୍ଭମାନଙ୍କ ଆନନ୍ଦ ଯେପରି ପୂର୍ଣ୍ଣ ହୁଏ, ଏଥିନିମନ୍ତେ ମୁଁ ଏସମସ୍ତ ତୁମ୍ଭମାନଙ୍କୁ କହିଲି। Gade chapit laଓଡିଆ ବାଇବେଲ11 ମୋହର ଆନନ୍ଦ ଯେପରି ତୁମ୍ଭମାନଙ୍କଠାରେ ଥାଏ, ଆଉ ତୁମ୍ଭମାନଙ୍କ ଆନନ୍ଦ ଯେପରି ପୂର୍ଣ୍ଣ ହୁଏ, ଏଥି ନିମନ୍ତେ ମୁଁ ଏସମସ୍ତ ତୁମ୍ଭମାନଙ୍କୁ କହିଲି । Gade chapit laପବିତ୍ର ବାଇବଲ (CL) NT (BSI)11 “ମୁଁ ତୁମ୍ଭମାନଙ୍କୁ ଏହି ଶିକ୍ଷା ଦେଉଛି, ତୁମେ ଯେପରି ମୋର ଆନନ୍ଦ ଲାଭ କରି ଆନନ୍ଦର ପରିପୂର୍ଣ୍ଣତା ଅନୁଭବ କରିବ। Gade chapit laପବିତ୍ର ବାଇବଲ11 ମୁଁ ତୁମ୍ଭକୁ ଏସବୁ କଥା କହିଛି, ତା'ହେଲେ ମୁଁ ଯେପରି ଆନନ୍ଦରେ ଅଛି, ତୁମ୍ଭେ ମଧ୍ୟ ମୋ’ ପରି ଆନନ୍ଦ ପାଇବ। ମୁଁ ଗ୍ଭହେଁ, ତୁମ୍ଭର ଆନନ୍ଦ ସମ୍ପୂର୍ଣ୍ଣ ହେଉ। Gade chapit la |