ଯୋହନ 15:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ମୁଁ ତୁମ୍ଭମାନଙ୍କୁ ଆଉ ଦାସ ବୋଲି କହୁ ନାହିଁ, କାରଣ କର୍ତ୍ତା କଅଣ କରନ୍ତି, ଦାସ ତାହା ଜାଣେ ନାହିଁ, କିନ୍ତୁ ମୁଁ ତୁମ୍ଭମାନଙ୍କୁ ବନ୍ଧୁ ବୋଲି କହିଅଛି, କାରଣ ମୁଁ ମୋହର ପିତାଙ୍କଠାରୁ ଯାହା ଯାହା ଶୁଣିଅଛି, ସେହିସବୁ ତୁମ୍ଭମାନଙ୍କୁ ଜଣାଇଅଛି। Gade chapit laପବିତ୍ର ବାଇବଲ (Re-edited) - (BSI)15 ମୁଁ ତୁମ୍ଭମାନଙ୍କୁ ଆଉ ଦାସ ବୋଲି କହୁ ନାହିଁ, କାରଣ କର୍ତ୍ତା କଅଣ କରନ୍ତି, ଦାସ ତାହା ଜାଣେ ନାହିଁ, କିନ୍ତୁ ମୁଁ ତୁମ୍ଭମାନଙ୍କୁ ବନ୍ଧୁ ବୋଲି କହିଅଛି, କାରଣ ମୁଁ ମୋହର ପିତାଙ୍କଠାରୁ ଯାହା ଯାହା ଶୁଣିଅଛି, ସେହିସବୁ ତୁମ୍ଭମାନଙ୍କୁ ଜଣାଇଅଛି। Gade chapit laଓଡିଆ ବାଇବେଲ15 ମୁଁ ତୁମ୍ଭମାନଙ୍କୁ ଆଉ ଦାସ ବୋଲି କହୁ ନାହିଁ, କାରଣ କର୍ତ୍ତା କ'ଣ କରନ୍ତି, ଦାସ ତାହା ଜାଣେ ନାହିଁ, କିନ୍ତୁ ମୁଁ ତୁମ୍ଭମାନଙ୍କୁ ବନ୍ଧୁ ବୋଲି କହିଅଛି, କାରଣ ମୁଁ ମୋହର ପିତାଙ୍କଠାରୁ ଯାହା ଯାହା ଶୁଣିଅଛି, ସେହି ସବୁ ତୁମ୍ଭମାନଙ୍କୁ ଜଣାଇଅଛି । Gade chapit laପବିତ୍ର ବାଇବଲ (CL) NT (BSI)15 ମୁଁ ତୁମକୁ ଆଉ ଦାସ ବୋଲି କହୁନାହିଁ; କାରଣ ମାଲିକ କଅଣ କରୁଛନ୍ତି, ଦାସ ଜାଣେ ନାହିଁ। ମୁଁ ତୁମ୍ଭମାନଙ୍କୁ ବନ୍ଧୁ ବୋଲି କହୁଛି, କାରଣ ମୋ’ ପିତାଙ୍କଠାରୁ ଯାହା ଯାହା ଶୁଣିଛି, ତାହା ସବୁ ତୁମକୁ ଜଣାଇ ଦେଇଛି। Gade chapit laପବିତ୍ର ବାଇବଲ15 ମୁଁ ତୁମ୍ଭମାନଙ୍କୁ ବର୍ତ୍ତମାନ ସେବକ ବୋଲି କହୁ ନାହିଁ। ଜଣେ ସେବକ, ତା'ର ମୁନିବ କ'ଣ କରେ, ଜାଣେ ନାହିଁ। କିନ୍ତୁ ବର୍ତ୍ତମାନ ମୁଁ ତୁମ୍ଭମାନଙ୍କୁ ବନ୍ଧୁ ବୋଲି କହୁଛି, କାରଣ ମୁଁ ପରମପିତାଙ୍କଠାରୁ ଯାହାସବୁ ଶୁଣିଛି ତାହା କହିଛି। Gade chapit la |