ଯୋହନ 15:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ତୁମ୍ଭେମାନେ ଯେପରି ପରସ୍ପରକୁ ପ୍ରେମ କର, ଏଥିନିମନ୍ତେ ମୁଁ ତୁମ୍ଭମାନଙ୍କୁ ଏହି ସମସ୍ତ ଆଜ୍ଞା ଦେଉଅଛି।” Gade chapit laପବିତ୍ର ବାଇବଲ (Re-edited) - (BSI)17 ତୁମ୍ଭେମାନେ ଯେପରି ପରସ୍ପରକୁ ପ୍ରେମ କର, ଏଥିନିମନ୍ତେ ମୁଁ ତୁମ୍ଭମାନଙ୍କୁ ଏହିସମସ୍ତ ଆଜ୍ଞା ଦେଉଅଛି। Gade chapit laଓଡିଆ ବାଇବେଲ17 ତୁମ୍ଭେମାନେ ଯେପରି ପରସ୍ପରକୁ ପ୍ରେମ କର, ଏଥି ନିମନ୍ତେ ମୁଁ ତୁମ୍ଭମାନଙ୍କୁ ଏହି ସମସ୍ତ ଆଜ୍ଞା ଦେଉଅଛି । Gade chapit laପବିତ୍ର ବାଇବଲ (CL) NT (BSI)17 ତେଣୁ ତୁମ୍ଭମାନଙ୍କ ପ୍ରତି ମୋର ବିଶେଷ ଆଦେଶ- ପରସ୍ପରକୁ ପ୍ରେମ କର। Gade chapit laପବିତ୍ର ବାଇବଲ17 ଏହା ମୋର ଆଦେଶ, ତୁମ୍ଭେମାନେ ପରସ୍ପରକୁ ପ୍ରେମ କର। Gade chapit la |