ଯୋହନ 15:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 “ଜଗତ ତୁମ୍ଭମାନଙ୍କୁ ଘୃଣା କରେ, ତେବେ ତୁମ୍ଭମାନଙ୍କୁ ଘୃଣା କରିବା ପୂର୍ବେ ତାହା ଯେ ମୋତେ ଘୃଣା କରିଅଛି, ଏହା ଜାଣ। Gade chapit laପବିତ୍ର ବାଇବଲ (Re-edited) - (BSI)18 ଯଦି ଜଗତ ତୁମ୍ଭମାନଙ୍କୁ ଘୃଣା କରେ, ତେବେ ତୁମ୍ଭମାନଙ୍କୁ ଘୃଣା କରିବା ପୂର୍ବେ ତାହା ଯେ ମୋତେ ଘୃଣା କରିଅଛି, ଏହା ଜାଣ। Gade chapit laଓଡିଆ ବାଇବେଲ18 ଯଦି ଜଗତ ତୁମ୍ଭମାନଙ୍କୁ ଘୃଣା କରେ, ତେବେ ତୁମ୍ଭମାନଙ୍କୁ ଘୃଣା କରିବା ପୂର୍ବେ ତାହା ଯେ ମୋତେ ଘୃଣା କରିଅଛି, ଏହା ଜାଣ । Gade chapit laପବିତ୍ର ବାଇବଲ (CL) NT (BSI)18 “ଯଦି ଜଗତ ତୁମ୍ଭମାନଙ୍କୁ ଘୃଣା କରେ, ମନେରଖ; ସେ ମୋତେ ପ୍ରଥମେ ଘୃଣା କରିଛି। Gade chapit laପବିତ୍ର ବାଇବଲ18 “ଯଦି ତୁମ୍ଭକୁ ଜଗତ ଘୃଣା କରେ, ତେବେ ମନେରଖ, ତୁମ୍ଭମାନଙ୍କୁ ଘୃଣା କରିବା ପୂର୍ବରୁ ଜଗତ ମୋତେ ଘୃଣା କରିଛି। Gade chapit la |
ଯାହାକୁ ମନୁଷ୍ୟ ଅବଜ୍ଞା କରେ, ଯାହାକୁ ଦେଶୀୟ ଲୋକମାନେ ଘୃଣା କରନ୍ତି, ଯେ ଶାସନକର୍ତ୍ତାମାନଙ୍କର ଦାସ, ତାହାକୁ ଇସ୍ରାଏଲର ମୁକ୍ତିଦାତା ଓ ତାହାର ଧର୍ମସ୍ୱରୂପ ସଦାପ୍ରଭୁ ଏହି କଥା କହନ୍ତି, “ବିଶ୍ୱାସନୀୟ ଓ ଇସ୍ରାଏଲର ଧର୍ମସ୍ୱରୂପ ଯେଉଁ ସଦାପ୍ରଭୁ ତୁମ୍ଭକୁ ମନୋନୀତ କରିଅଛନ୍ତି, ତାହାଙ୍କ ସକାଶୁ ରାଜାମାନେ ତୁମ୍ଭକୁ ଦେଖିଲେ ଉଠିବେ; ଅଧିପତିମାନେ ତୁମ୍ଭକୁ ପ୍ରଣାମ କରିବେ।”
ସଦାପ୍ରଭୁଙ୍କ ବାକ୍ୟରେ କମ୍ପମାନ ହେଉଅଛ ଯେ “ତୁମ୍ଭେମାନେ, ତୁମ୍ଭେମାନେ ତାହାଙ୍କର ବାକ୍ୟ ଶୁଣ; ତୁମ୍ଭମାନଙ୍କର ଯେଉଁ ଭ୍ରାତୃଗଣ ତୁମ୍ଭମାନଙ୍କୁ ଘୃଣା କରନ୍ତି, ଆମ୍ଭ ନାମ ସକାଶେ ତୁମ୍ଭମାନଙ୍କୁ ଦୂର କରନ୍ତି, ସେମାନେ କହିଅଛନ୍ତି, ‘ଆମ୍ଭେମାନେ ଯେପରି ତୁମ୍ଭମାନଙ୍କର ଆନନ୍ଦ ଦେଖି ପାରିବା, ଏଥିପାଇଁ ସଦାପ୍ରଭୁ ମହିମାନ୍ୱିତ ହେଉନ୍ତୁ;’ ମାତ୍ର ସେମାନେ ଲଜ୍ଜିତ ହେବେ।