Biblia Todo Logo
Bib sou entènèt

- Piblisite -




ଯୋହନ 15:20 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ଦାସ ଆପଣା କର୍ତ୍ତାଠାରୁ ଶ୍ରେଷ୍ଠ ନୁହେଁ, ମୁଁ ତୁମ୍ଭମାନଙ୍କୁ ଏହି ଯେଉଁ ବାକ୍ୟ କହିଅଛି, ତାହା ସ୍ମରଣ କର। ଯଦି ସେମାନେ ମୋତେ ତାଡ଼ନା କରିଅଛନ୍ତି, ତାହାହେଲେ ତୁମ୍ଭମାନଙ୍କୁ ମଧ୍ୟ ତାଡ଼ନା କରିବେ; ଯଦି ସେମାନେ ମୋହର ବାକ୍ୟ ପାଳନ କରିଅଛନ୍ତି, ତାହାହେଲେ ତୁମ୍ଭମାନଙ୍କର ବାକ୍ୟ ମଧ୍ୟ ପାଳନ କରିବେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

20 ଦାସ ଆପଣା କର୍ତ୍ତାଠାରୁ ଶ୍ରେଷ୍ଠ ନୁହେଁ, ମୁଁ ତୁମ୍ଭମାନଙ୍କୁ ଏହି ଯେଉଁ ବାକ୍ୟ କହିଅଛି, ତାହା ସ୍ମରଣ କର। ଯଦି ସେମାନେ ମୋତେ ତାଡ଼ନା କରିଅଛନ୍ତି, ତାହାହେଲେ ତୁମ୍ଭମାନଙ୍କୁ ମଧ୍ୟ ତାଡ଼ନା କରିବେ; ଯଦି ସେମାନେ ମୋହର ବାକ୍ୟ ପାଳନ କରିଅଛନ୍ତି, ତାହାହେଲେ ତୁମ୍ଭମାନଙ୍କର ବାକ୍ୟ ମଧ୍ୟ ପାଳନ କରିବେ।

Gade chapit la Kopi

ଓଡିଆ ବାଇବେଲ

20 ଦାସ ଆପଣା କର୍ତ୍ତାଠାରୁ ଶ୍ରେଷ୍ଠ ନୁହେଁ, ମୁଁ ତୁମ୍ଭମାନଙ୍କୁ ଏହି ଯେଉଁ ବାକ୍ୟ କହିଅଛି, ତାହା ସ୍ମରଣ କର । ଯଦି ସେମାନେ ମୋତେ ତାଡ଼ନା କରିଅଛନ୍ତି, ତାହାହେଲେ ତୁମ୍ଭମାନଙ୍କୁ ମଧ୍ୟ ତାଡ଼ନା କରିବେ; ଯଦି ସେମାନେ ମୋହର ବାକ୍ୟ ପାଳନ କରିଅଛନ୍ତି, ତାହାହେଲେ ତୁମ୍ଭମାନଙ୍କର ବାକ୍ୟ ମଧ୍ୟ ପାଳନ କରିବେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

20 ମୁଁ ଯାହା କହିଥିଲି; ସ୍ମରଣ କର; “ଦାସ ମାଲିକଠାରୁ ବଡ଼ ନୁହେଁ।” ମୋତେ ଯଦି ସେମାନେ ଉତ୍ପୀଡ଼ନ କରିଛନ୍ତି, ତୁମ୍ଭମାନଙ୍କୁ ମଧ୍ୟ ସେପରି କରିବେ। ସେମାନେ ଯଦି ମୋର ଶିକ୍ଷା ଶୁଣିଛନ୍ତି, ତୁମ କଥା ମଧ୍ୟ ସେମାନେ ଶୁଣିବେ।

Gade chapit la Kopi

ପବିତ୍ର ବାଇବଲ

20 “ମୁଁ ତୁମ୍ଭକୁ ଯାହା କହିଥିଲି ତାହା ମନେରଖ: ଜଣେ ଗ୍ଭକର ତା'ର ମୁନିବଠାରୁ ବଡ଼ ନୁହେଁ। ଯଦି ଲୋକମାନେ ମୋତେ ତାଡ଼ନା କରିଛନ୍ତି, ତେବେ ସେମାନେ ତୁମ୍ଭକୁ ମଧ୍ୟ ତାଡ଼ନା କରିବେ। ସେମାନେ ମୋର ଉପଦେଶ ମାନିଛନ୍ତି, ତେଣୁ ତୁମ୍ଭର ଉପଦେଶ ମଧ୍ୟ ମାନିବେ।

Gade chapit la Kopi




ଯୋହନ 15:20
22 Referans Kwoze  

ପ୍ରକୃତରେ ଯେଉଁମାନେ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ଧାର୍ମିକ ଜୀବନଯାପନ କରିବାକୁ ଇଚ୍ଛା କରନ୍ତି, ସେମାନେ ତାଡ଼ନା ଭୋଗ କରିବେ।


ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଦାସ ଆପଣା କର୍ତ୍ତାଠାରୁ ଶ୍ରେଷ୍ଠ ନୁହେଁ, କିମ୍ବା ପ୍ରେରିତ ଆପଣା ପ୍ରେରକଠାରୁ ଶ୍ରେଷ୍ଠ ନୁହେଁ।


ଶିଷ୍ୟ ଗୁରୁଠାରୁ କିମ୍ବା ଦାସ କର୍ତ୍ତାଠାରୁ ଶ୍ରେଷ୍ଠ ନୁହେଁ।


ମାତ୍ର ଇସ୍ରାଏଲ ବଂଶ ତୁମ୍ଭ କଥା ଶୁଣିବେ ନାହିଁ; କାରଣ ସେମାନେ ଆମ୍ଭ କଥା ଶୁଣିବେ ନାହିଁ; ସମୁଦାୟ ଇସ୍ରାଏଲ ବଂଶ ଶକ୍ତଗ୍ରୀବ ଓ କଠିନ ଚିତ୍ତ ଅଟନ୍ତି।


ତାଡ଼ନା ପ୍ରାପ୍ତ ହେଉଅଛୁ, ତଥାପି ପରିତ୍ୟକ୍ତ ନୋହୁଁ; ଅଧଃପତିତ ହେଉଅଛୁ, ତଥାପି ବିନଷ୍ଟ ନୋହୁଁ;


ସ୍ୱହସ୍ତରେ କର୍ମ କରି ପରିଶ୍ରମ କରୁଅଛୁ, ନିନ୍ଦିତ ହୋଇ ଆଶୀର୍ବାଦ କରୁଅଛୁ, ତାଡ଼ନା ପ୍ରାପ୍ତ ହୋଇ ସହ୍ୟ କରୁଅଛୁ,


ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯଦି କେହି ମୋହର ବାକ୍ୟ ପାଳନ କରେ, ତାହାହେଲେ ସେ କଦାପି ମୃତ୍ୟୁ ଦର୍ଶନ କରିବ ନାହିଁ।”


ଶିଷ୍ୟ ଗୁରୁଠାରୁ ଶ୍ରେଷ୍ଠ ନୁହେଁ; କିନ୍ତୁ ପ୍ରତ୍ୟେକ ଶିଷ୍ୟ ସିଦ୍ଧ ହୋଇ ଆପଣା ଗୁରୁଙ୍କ ତୁଲ୍ୟ ହେବ।


ସେହି ଯିହୁଦୀମାନେ ଆମ୍ଭମାନଙ୍କ ପ୍ରଭୁ ଯୀଶୁଙ୍କୁ, ପୁଣି, ଭାବବାଦୀମାନଙ୍କୁ ମଧ୍ୟ ବଧ କରିଥିଲେ, ଆଉ ଆମ୍ଭମାନଙ୍କୁ ତାଡ଼ନା କଲେ; ସେମାନେ ଈଶ୍ବରଙ୍କ ଅସନ୍ତୋଷପାତ୍ର ଓ ସମସ୍ତ ମାନବଜାତିର ବିପକ୍ଷ,


ଯିହୁଦୀ ଲୋକମାନେ ତାହାଙ୍କୁ ଫୋପାଡ଼ିବା ନିମନ୍ତେ ଆଉ ଥରେ ପଥର ଆଣିଲେ।


ପ୍ରଧାନ ଯାଜକ ଓ ଫାରୂଶୀମାନେ ତାହାଙ୍କୁ ଧରିବା ଉଦ୍ଦେଶ୍ୟରେ, ସେ କେଉଁଠାରେ ଅଛନ୍ତି, ଏହା ଯଦି କେହି ଜାଣେ, ତାହା ପ୍ରକାଶ କରିବାକୁ ଆଜ୍ଞା ଦେଇଥିଲେ।


ସେଥିରେ ସେମାନେ ତାହାଙ୍କ ଉପରକୁ ଫୋପାଡ଼ିବା ନିମନ୍ତେ ପଥର ଉଠାଇଲେ, କିନ୍ତୁ ଯୀଶୁ ଗୋପନରେ ମନ୍ଦିରରୁ ବାହାରିଗଲେ।


ଫାରୂଶୀମାନେ ଲୋକସମୂହକୁ ତାହାଙ୍କ ବିଷୟରେ ଆନ୍ଦୋଳନ କରିବା ଶୁଣିଲେ ଏବଂ ପ୍ରଧାନ ଯାଜକମାନେ ଓ ଫାରୂଶୀମାନେ ତାହାଙ୍କୁ ଧରିବା ନିମନ୍ତେ ପଦାତିକମାନଙ୍କୁ ପଠାଇଲେ।


ତେଣୁ ଯୀଶୁ ବିଶ୍ରାମବାର ଦିନରେ ଏହା କରୁଥିବାରୁ ଯିହୁଦୀମାନେ ତାହାଙ୍କୁ ତାଡ଼ନା କରିବାକୁ ଲାଗିଲେ।


ଆଉ, ଶିମିୟୋନ ସେମାନଙ୍କୁ ଆଶୀର୍ବାଦ କରି ତାହାଙ୍କ ମାତା ମରୀୟମଙ୍କୁ କହିଲେ, ଦେଖ, ଯେପରି ଅନେକଙ୍କ ହୃଦୟର ଭାବନା ପ୍ରକାଶିତ ହୁଏ,


ସେତେବେଳେ ସଦାପ୍ରଭୁ ଶାମୁୟେଲଙ୍କୁ କହିଲେ, “ଏହି ଲୋକମାନେ ତୁମ୍ଭକୁ ଯାହା ଯାହା କହନ୍ତି, ସେହି ସବୁ ରବରେ କର୍ଣ୍ଣପାତ କର; କାରଣ ସେମାନେ କେବଳ ତୁମ୍ଭକୁ ଅଗ୍ରାହ୍ୟ କରି ନାହାନ୍ତି, ମାତ୍ର ଆମ୍ଭେ ଯେପରି ସେମାନଙ୍କ ଉପରେ ରାଜା ନୋହିବା, ଏଥିପାଇଁ ସେମାନେ ଆମ୍ଭକୁ ଅଗ୍ରାହ୍ୟ କରିଅଛନ୍ତି।


ଯିହୁଦୀ ଲୋକମାନେ ତାହାଙ୍କୁ କହିଲେ, ଏବେ ଆମ୍ଭେମାନେ ଜାଣିଲୁ ଯେ, ତୋତେ ଭୂତ ଲାଗିଅଛି, ଅବ୍ରହାମ ଓ ଭାବବାଦୀମାନେ ମୃତ୍ୟୁଭୋଗ କରିଅଛନ୍ତି, ଆଉ ତୁ କହୁଅଛୁ, ଯଦି କେହି ମୋହର ବାକ୍ୟ ପାଳନ କରେ, ତାହାହେଲେ ସେ କଦାପି ମୃତ୍ୟୁର ଆସ୍ୱାଦ ପାଇବ ନାହିଁ।


ପୁଣି, ସେ ସ୍ଥାନମାନଙ୍କରେ ଶିଷ୍ୟମାନଙ୍କ ମନକୁ ସୁସ୍ଥିର କଲେ ଓ ବିଶ୍ୱାସରେ ଅଟଳ ରହିବା ପାଇଁ ସେମାନଙ୍କୁ ଉତ୍ସାହ ପ୍ରଦାନ କରି କହିଲେ, ଅନେକ କ୍ଲେଶ ମଧ୍ୟ ଦେଇ ଆମ୍ଭମାନଙ୍କୁ ଈଶ୍ବରଙ୍କ ରାଜ୍ୟରେ ପ୍ରବେଶ କରିବାକୁ ହେବ।


ସେମାନେ ତାହାଙ୍କୁ କହିଲେ, ଆମ୍ଭେମାନେ ପାରୁ। ଯୀଶୁ ସେମାନଙ୍କୁ କହିଲେ, “ମୁଁ ଯେଉଁ ପାତ୍ରରେ ପାନ କରୁଅଛି, ତୁମ୍ଭେମାନେ ସେଥିରେ ପାନ କରିବ, ପୁଣି, ମୁଁ ଯେଉଁ ବାପ୍ତିସ୍ମରେ ବାପ୍ତିଜିତ ହେଉଅଛି, ତୁମ୍ଭେମାନେ ସେଥିରେ ବାପ୍ତିଜିତ ହେବ;


Swiv nou:

Piblisite


Piblisite