ଯୋହନ 15:21 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 କିନ୍ତୁ ସେମାନେ ମୋହର ପ୍ରେରଣକର୍ତ୍ତାଙ୍କୁ ଜାଣି ନ ଥିବାରୁ ମୋହର ନାମ ସକାଶେ ତୁମ୍ଭମାନଙ୍କ ପ୍ରତି ଏହି ସମସ୍ତ କରିବେ। Gade chapit laପବିତ୍ର ବାଇବଲ (Re-edited) - (BSI)21 କିନ୍ତୁ ସେମାନେ ମୋହର ପ୍ରେରଣକର୍ତ୍ତାଙ୍କୁ ଜାଣି ନ ଥିବାରୁ ମୋହର ନାମ ସକାଶେ ତୁମ୍ଭମାନଙ୍କ ପ୍ରତି ଏହିସମସ୍ତ କରିବେ। Gade chapit laଓଡିଆ ବାଇବେଲ21 କିନ୍ତୁ ସେମାନେ ମୋହର ପ୍ରେରଣକର୍ତ୍ତାଙ୍କୁ ଜାଣି ନ ଥିବାରୁ ମୋହର ନାମ ସକାଶେ ତୁମ୍ଭମାନଙ୍କ ପ୍ରତି ଏହି ସମସ୍ତ କରିବେ । Gade chapit laପବିତ୍ର ବାଇବଲ (CL) NT (BSI)21 କିନ୍ତୁ ମୋ’ ଯୋଗୁଁ ସେମାନେ ତୁମ୍ଭମାନଙ୍କ ପ୍ରତି ଏସବୁ କରିବେ, କାରଣ ମୋତେ କିଏ ପ୍ରେରଣ କରିଛନ୍ତି, ଏ କଥା ସେମାନେ ଜାଣନ୍ତି ନାହିଁ। Gade chapit laପବିତ୍ର ବାଇବଲ21 ଲୋକମାନେ ମୋ’ ଯୋଗୁଁ ତୁମ୍ଭ ପ୍ରତି ଏଭଳି ବ୍ୟବହାର କରିବେ। କାରଣ ସେମାନେ ମୋର ପ୍ରେରଣକର୍ତ୍ତାଙ୍କୁ ଜାଣନ୍ତି ନାହିଁ। Gade chapit la |
ସଦାପ୍ରଭୁଙ୍କ ବାକ୍ୟରେ କମ୍ପମାନ ହେଉଅଛ ଯେ “ତୁମ୍ଭେମାନେ, ତୁମ୍ଭେମାନେ ତାହାଙ୍କର ବାକ୍ୟ ଶୁଣ; ତୁମ୍ଭମାନଙ୍କର ଯେଉଁ ଭ୍ରାତୃଗଣ ତୁମ୍ଭମାନଙ୍କୁ ଘୃଣା କରନ୍ତି, ଆମ୍ଭ ନାମ ସକାଶେ ତୁମ୍ଭମାନଙ୍କୁ ଦୂର କରନ୍ତି, ସେମାନେ କହିଅଛନ୍ତି, ‘ଆମ୍ଭେମାନେ ଯେପରି ତୁମ୍ଭମାନଙ୍କର ଆନନ୍ଦ ଦେଖି ପାରିବା, ଏଥିପାଇଁ ସଦାପ୍ରଭୁ ମହିମାନ୍ୱିତ ହେଉନ୍ତୁ;’ ମାତ୍ର ସେମାନେ ଲଜ୍ଜିତ ହେବେ।