ଯୋହନ 15:23 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ଯେ ମୋତେ ଘୃଣା କରେ, ସେ ମୋହର ପିତାଙ୍କୁ ମଧ୍ୟ ଘୃଣା କରେ। Gade chapit laପବିତ୍ର ବାଇବଲ (Re-edited) - (BSI)23 ଯେ ମୋତେ ଘୃଣା କରେ, ସେ ମୋର ପିତାଙ୍କୁ ମଧ୍ୟ ଘୃଣା କରେ। Gade chapit laଓଡିଆ ବାଇବେଲ23 ଯେ ମୋତେ ଘୃଣା କରେ, ସେ ମୋର ପିତାଙ୍କୁ ମଧ୍ୟ ଘୃଣା କରେ । Gade chapit laପବିତ୍ର ବାଇବଲ (CL) NT (BSI)23 ଯେ ମୋତେ ଘୃଣା କରେ, ସେ ପିତାଙ୍କୁ ମଧ୍ୟ ଘୃଣା କରେ। Gade chapit laପବିତ୍ର ବାଇବଲ23 “ମୋତେ ଘୃଣା କରୁଥିବା ବ୍ୟକ୍ତି ମୋର ପରମପିତାଙ୍କୁ ମଧ୍ୟ ଘୃଣା କରେ। ମୁଁ ଯେଉଁ ଆଶ୍ଚର୍ଯ୍ୟକାର୍ଯ୍ୟ ସେ ଲୋକମାନଙ୍କ ମଧ୍ୟରେ କରିଛି, ତାହା କୌଣସି ଲୋକ କେବେ କରି ନାହିଁ। Gade chapit la |