ଯୋହନ 15:27 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT27 ଆଉ, ତୁମ୍ଭେମାନେ ମଧ୍ୟ ସାକ୍ଷୀ, କାରଣ ତୁମ୍ଭେମାନେ ଆରମ୍ଭରୁ ମୋʼ ସହିତ ରହିଅଛ।” Gade chapit laପବିତ୍ର ବାଇବଲ (Re-edited) - (BSI)27 ଆଉ, ତୁମ୍ଭେମାନେ ମଧ୍ୟ ସାକ୍ଷୀ, କାରଣ ତୁମ୍ଭେମାନେ ଆରମ୍ଭରୁ ମୋʼ ସହିତ ରହିଅଛ। Gade chapit laଓଡିଆ ବାଇବେଲ27 ଆଉ, ତୁମ୍ଭେମାନେ ମଧ୍ୟ ସାକ୍ଷୀ, କାରଣ ତୁମ୍ଭେମାନେ ଆରମ୍ଭରୁ ମୋ' ସହିତ ରହିଅଛ । Gade chapit laପବିତ୍ର ବାଇବଲ (CL) NT (BSI)27 ତୁମେ ମଧ୍ୟ ମୋ’ ବିଷୟରେ ସାକ୍ଷ୍ୟ ଦେବ, କାରଣ ଆରମ୍ଭରୁ ତୁମେ ସବୁ ମୋ’ ସହିତ ରହିଛ। Gade chapit laପବିତ୍ର ବାଇବଲ27 ତୁମ୍ଭେ ମୋ’ ବିଷୟରେ ଲୋକମାନଙ୍କୁ ମଧ୍ୟ କହିବ, କାରଣ ତୁମ୍ଭେମାନେ ପ୍ରଥମରୁ ମୋ’ ସହିତ ରହିଛ। Gade chapit la |