Biblia Todo Logo
Bib sou entènèt

- Piblisite -




ଯୋହନ 15:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ମୁଁ ତୁମ୍ଭମାନଙ୍କୁ ଯେଉଁ ବାକ୍ୟ କହିଅଛି, ସେଥିସକାଶେ ତୁମ୍ଭେମାନେ ପରିଷ୍କୃତ ହୋଇସାରିଅଛ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ମୁଁ ତୁମ୍ଭମାନଙ୍କୁ ଯେଉଁ ବାକ୍ୟ କହିଅଛି, ସେଥିଯୋଗୁ ତୁମ୍ଭେମାନେ ପରିଷ୍କୃତ ହୋଇସାରିଅଛ।

Gade chapit la Kopi

ଓଡିଆ ବାଇବେଲ

3 ମୁଁ ତୁମ୍ଭମାନଙ୍କୁ ଯେଉଁ ବାକ୍ୟ କହିଅଛି, ସେଥିଯୋଗୁଁ ତୁମ୍ଭେମାନେ ପରିଷ୍କୃତ ହୋଇସାରିଅଛ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

3 ମୋ’ଠାରୁ ପାଇଥିବା ଶିକ୍ଷା ଦ୍ୱାରା ତୁମ୍ଭେମାନେ ପରିଷ୍କୃତ ହୋଇସାରିଛ।

Gade chapit la Kopi

ପବିତ୍ର ବାଇବଲ

3 ମୁଁ ତୁମ୍ଭକୁ ଯେଉଁ ଉପଦେଶ ଦେଇଛି, ତାହା ଦ୍ୱାରା ତୁମ୍ଭେ ପରିଷ୍କୃତ ହୋଇ ସାରିଅଛ।

Gade chapit la Kopi




ଯୋହନ 15:3
6 Referans Kwoze  

ସତ୍ୟ ଦ୍ୱାରା ସେମାନଙ୍କୁ ପବିତ୍ର କର, ତୁମ୍ଭର ବାକ୍ୟ ତ ସତ୍ୟ।


ଯେପରି ବାକ୍ୟ ଓ ଜଳ ପ୍ରକ୍ଷାଳନ ଦ୍ୱାରା ସେ ମଣ୍ଡଳୀକୁ ପରିଷ୍କାର କରି ପବିତ୍ର କରନ୍ତି,


ତୁମ୍ଭେମାନେ ସତ୍ୟର ଆଜ୍ଞାବହ ହୋଇ ନିଷ୍କପଟ ଭ୍ରାତୃପ୍ରେମ ନିମନ୍ତେ ଆପଣା ଆପଣା ଆତ୍ମାକୁ ଶୁଚି କରିଥିବାରୁ ଅନ୍ତର ସହ ଏକାଗ୍ରଭାବେ ପରସ୍ପରକୁ ପ୍ରେମ କର;


ଯୀଶୁ ତାହାଙ୍କୁ କହିଲେ, “ଯେ ସ୍ନାନ କରିଅଛି, ତାହାର ପାଦ ଧୋଇବା ବିନା ଆଉ କିଛି ପ୍ରୟୋଜନ ନାହିଁ, ସେ ପ୍ରକୃତରେ ଶୁଚି; ତୁମ୍ଭେମାନେ ଶୁଚି ଅଟ, କିନ୍ତୁ ସମସ୍ତେ ନୁହଁ।”


ମୋʼ ଠାରେ ଥିବା ଯେକୌଣସି ଶାଖା ଫଳ ନ ଫଳେ, ତାହା ସେ କାଟିପକାନ୍ତି; ଆଉ, ଯେକୌଣସି ଶାଖା ଫଳ ଫଳେ, ଅଧିକ ଫଳ ଫଳିବା ନିମନ୍ତେ ସେ ତାହା ପରିଷ୍କାର କରନ୍ତି।


ଆଉ, ସେମାନେ ସୁଦ୍ଧା ଯେପରି ସତ୍ୟ ଦ୍ୱାରା ପବିତ୍ରୀକୃତ ହୁଅନ୍ତି, ଏଥିପାଇଁ ମୁଁ ସେମାନଙ୍କ ନିମନ୍ତେ ଆପଣାକୁ ପବିତ୍ର କରୁଅଛି।”


Swiv nou:

Piblisite


Piblisite