ଯୋହନ 15:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ମୋʼ ଠାରେ ରୁହ, ସେଥିରେ ମୁଁ ତୁମ୍ଭମାନଙ୍କଠାରେ ରହିବି। ଶାଖା ଯେପରି ଦ୍ରାକ୍ଷାଲତାରେ ନ ରହିଲେ ନିଜରୁ ଫଳ ଫଳି ପାରେ ନାହିଁ, ସେହିପରି ତୁମ୍ଭେମାନେ ମଧ୍ୟ ମୋʼ ଠାରେ ନ ରହିଲେ ଫଳ ଫଳି ପାର ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)4 ମୋʼଠାରେ ରୁହ, ସେଥିରେ ମୁଁ ତୁମ୍ଭମାନଙ୍କଠାରେ ରହିବି। ଶାଖା ଯେପରି ଦ୍ରାକ୍ଷାଲତାରେ ନ ରହିଲେ ନିଜରୁ ଫଳ ଫଳି ପାରେ ନାହିଁ, ସେହିପରି ତୁମ୍ଭେମାନେ ମଧ୍ୟ ମୋʼଠାରେ ନ ରହିଲେ ଫଳ ଫଳି ପାର ନାହିଁ। Gade chapit laଓଡିଆ ବାଇବେଲ4 ମୋ'ଠାରେ ରୁହ, ସେଥିରେ ମୁଁ ତୁମ୍ଭମାନଙ୍କଠାରେ ରହିବି । ଶାଖା ଯେପରି ଦ୍ରାକ୍ଷାଲତାରେ ନ ରହିଲେ ନିଜରୁ ଫଳ ଫଳି ପାରେ ନାହିଁ, ସେହିପରି ତୁମ୍ଭେମାନେ ମଧ୍ୟ ମୋ'ଠାରେ ନ ରହିଲେ ଫଳ ଫଳି ପାର ନାହିଁ । Gade chapit laପବିତ୍ର ବାଇବଲ (CL) NT (BSI)4 ମୋ’ ସହିତ ସଂଯୁକ୍ତ ହୋଇ ରୁହ। ତା’ହେଲେ ମୁଁ ମଧ୍ୟ ତୁମ ସହିତ ରହିବି। ଶାଖା, ଲତା ସହିତ ସଂଯୁକ୍ତ ହୋଇ ନ ରହିଲେ, ନିଜେ ଫଳ ଧରି ପାରିବ ନାହିଁ, ସେହିପରି ତୁମେ ମୋ’ଠାରେ ନ ରହିଲେ, ଫଳପ୍ରଦ ହୋଇପାରିବ ନାହିଁ। Gade chapit laପବିତ୍ର ବାଇବଲ4 ମୋ'ଠାରେ ରୁହ ଓ ମୁଁ ତୁମ୍ଭଠାରେ ରହିବି। ଗୋଟିଏ ଶାଖା ଏକୁଟିଆ ଅଲଗାରେ କେବେ ଫଳ ଦେବ ନାହିଁ। ଏହା ଲତାରେ ଲାଗି ରହିବା ଉଚିତ୍। ତୁମ୍ଭେମାନେ ମଧ୍ୟ ଏକା ଥାଇ ଫଳ ଫଳି ପାରିବ ନାହିଁ। ତେଣୁ ତୁମ୍ଭେ ମୋ’ ସହିତ ମିଶି ରହିବା ଉଚିତ୍। Gade chapit la |