ଯୋହନ 15:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ମୁଁ ଦ୍ରାକ୍ଷାଲତା, ତୁମ୍ଭେମାନେ ଶାଖା; ଯେ ମୋʼ ଠାରେ ରହେ ଓ ମୁଁ ଯାହାଠାରେ ରହେ, ସେ ପ୍ରଚୁର ଫଳ ଫଳେ; କାରଣ ମୋʼ ବିନା ତୁମ୍ଭେମାନେ କିଛି କରିପାର ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)5 ମୁଁ ଦ୍ରାକ୍ଷାଲତା, ତୁମ୍ଭେମାନେ ଶାଖା; ଯେ ମୋʼଠାରେ ରହେ ଓ ମୁଁ ଯାହାଠାରେ ରହେ, ସେ ପ୍ରଚୁର ଫଳ ଫଳେ; କାରଣ ମୋʼ ବିନା ତୁମ୍ଭେମାନେ କିଛି କରି ପାର ନାହିଁ। Gade chapit laଓଡିଆ ବାଇବେଲ5 ମୁଁ ଦ୍ରାକ୍ଷାଲତା, ତୁମ୍ଭେମାନେ ଶାଖା; ଯେ ମୋ'ଠାରେ ରହେ ଓ ମୁଁ ଯାହାଠାରେ ରହେ, ସେ ପ୍ରଚୁର ଫଳ ଫଳେ; କାରଣ ମୋ' ବିନା ତୁମ୍ଭେମାନେ କିଛି କରି ପାର ନାହିଁ । Gade chapit laପବିତ୍ର ବାଇବଲ (CL) NT (BSI)5 “ମୁଁ ଦ୍ରାକ୍ଷାଲତା, ତୁମ୍ଭେମାନେ ଶାଖା। ଯେ ମୋ’ଠାରେ ରହେ ଓ ମୁଁ ଯାହାଠାରେ ଥାଏ, ସେ ପ୍ରଚୁର ଫଳ ଧଶରଣ କରେ, କାରଣ ମୋ’ ବିନା ତୁମେ କିଛି କରିପାରିବ ନାହିଁ। Gade chapit laପବିତ୍ର ବାଇବଲ5 “ମୁଁ ଦ୍ରାକ୍ଷାଲତା ଓ ତୁମ୍ଭେମାନେ ଶାଖା। ଯେଉଁ ଲୋକ ମୋ'ଠାରେ ରହେ ଓ ମୁଁ ତା'ଠାରେ ରହେ, ସେହି ଲୋକ ପ୍ରଚୁର ଫଳ ଫଳେ। କିନ୍ତୁ ମୋ’ ବିନା ସେ କିଛି କରି ପାରିବ ନାହିଁ। Gade chapit la |