ଯୋହନ 15:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ଯଦି ତୁମ୍ଭେମାନେ ମୋʼ ଠାରେ ରୁହ, ଆଉ ମୋହର ବାକ୍ୟ ତୁମ୍ଭମାନଙ୍କଠାରେ ରୁହେ, ତାହାହେଲେ ଯେକୌଣସି ବିଷୟ ଇଚ୍ଛା କର, ତାହା ମାଗ, ଆଉ ତୁମ୍ଭମାନଙ୍କ ନିମନ୍ତେ ତାହା ସାଧିତ ହେବ। Gade chapit laପବିତ୍ର ବାଇବଲ (Re-edited) - (BSI)7 ଯଦି ତୁମ୍ଭେମାନେ ମୋʼଠାରେ ରୁହ, ଆଉ ମୋହର ବାକ୍ୟ ତୁମ୍ଭମାନଙ୍କଠାରେ ରୁହେ, ତାହାହେଲେ ଯେକୌଣସି ବିଷୟ ଇଚ୍ଛା କର, ତାହା ମାଗ, ଆଉ ତୁମ୍ଭମାନଙ୍କ ନିମନ୍ତେ ତାହା ସାଧିତ ହେବ। Gade chapit laଓଡିଆ ବାଇବେଲ7 ଯଦି ତୁମ୍ଭେମାନେ ମୋ'ଠାରେ ରୁହ, ଆଉ ମୋହର ବାକ୍ୟ ତୁମ୍ଭମାନଙ୍କଠାରେ ରୁହେ, ତାହାହେଲେ ଯେକୌଣସି ବିଷୟ ଇଚ୍ଛା କର, ତାହା ମାଗ, ଆଉ ତୁମ୍ଭମାନଙ୍କ ନିମନ୍ତେ ତାହା ସାଧିତ ହେବ । Gade chapit laପବିତ୍ର ବାଇବଲ (CL) NT (BSI)7 ତୁମେ ଯଦି ମୋ’ ସହିତ ସଂଯୁକ୍ତ ହୋଇ ରୁହ ଓ ମୋର ବାକ୍ୟ ତୁମ ହୃଦୟରେ ରହିଥାଏ, ତେବେ ତୁମେ ଯାହା ଇଚ୍ଛା କରି ମାଗିବ, ତାହା ପାଇବ। Gade chapit laପବିତ୍ର ବାଇବଲ7 ମୋ'ଠାରେ ରୁହ ଓ ମୋର ଉପଦେଶ ପାଳନ କର। ଯଦି ତୁମ୍ଭେ ଏହା କର, ତେବେ ଯାହା ଇଚ୍ଛା କର ତାହା ମାଗ ଆଉ ତାହା ତୁମ୍ଭକୁ ଦିଆଯିବ। Gade chapit la |
ବତ୍ସଗଣ, ମୁଁ ତୁମ୍ଭମାନଙ୍କ ନିକଟକୁ ଲେଖିଲି, କାରଣ ତୁମ୍ଭେମାନେ ପିତାଙ୍କୁ ଜାଣିଅଛ। ହେ ପିତୃଗଣ, ମୁଁ ତୁମ୍ଭମାନଙ୍କ ନିକଟକୁ ଲେଖିଲି, କାରଣ ଯେ ଆଦ୍ୟରୁ ଅଛନ୍ତି, ତାହାଙ୍କୁ ତୁମ୍ଭେମାନେ ଜାଣିଅଛ। ହେ ଯୁବକମାନେ, ମୁଁ ତୁମ୍ଭମାନଙ୍କ ନିକଟକୁ ଲେଖିଲି, କାରଣ ତୁମ୍ଭେମାନେ ବଳବାନ, ପୁଣି, ଈଶ୍ବରଙ୍କ ବାକ୍ୟ ତୁମ୍ଭମାନଙ୍କଠାରେ ଅଛି ଓ ତୁମ୍ଭେମାନେ ପାପାତ୍ମାକୁ ଜୟ କରିଅଛ।