ଯୋହନ 16:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 “ତୁମ୍ଭେମାନେ ଯେପରି ବିଘ୍ନ ନ ପାଅ, ଏଥିନିମନ୍ତେ ମୁଁ ତୁମ୍ଭମାନଙ୍କୁ ଏହି ସମସ୍ତ କଥା କହିଅଛି। Gade chapit laପବିତ୍ର ବାଇବଲ (Re-edited) - (BSI)1 ତୁମ୍ଭେମାନେ ଯେପରି ବିଘ୍ନ ନ ପାଅ, ଏଥିନିମନ୍ତେ ମୁଁ ତୁମ୍ଭମାନଙ୍କୁ ଏହିସମସ୍ତ କଥା କହିଅଛି। Gade chapit laଓଡିଆ ବାଇବେଲ1 ତୁମ୍ଭେମାନେ ଯେପରି ବିଘ୍ନ ନ ପାଅ, ଏଥି ନିମନ୍ତେ ମୁଁ ତୁମ୍ଭମାନଙ୍କୁ ଏହି ସମସ୍ତ କଥା କହିଅଛି । Gade chapit laପବିତ୍ର ବାଇବଲ (CL) NT (BSI)1 “ତୁମ୍ଭେମାନେ ଯେପରି ନିଜର ବିଶ୍ୱାସ ନ ହରାଅ, ସେଥବପାଇଁ ମୁଁ ଏହିସବୁ କଥା କହିଛି। Gade chapit laପବିତ୍ର ବାଇବଲ1 “ମୁଁ ତୁମ୍ଭକୁ ଏହିସବୁ କଥା କହିଛି, ଯେପରି ଲୋକମାନେ ତୁମ୍ଭର ବିଶ୍ୱାସ ନଷ୍ଟ କରି ନ ପାରନ୍ତି। Gade chapit la |