ଯୋହନ 16:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ଧାର୍ମିକତା ବିଷୟରେ, କାରଣ ମୁଁ ପିତାଙ୍କ ନିକଟକୁ ଯାଉଅଛି ଓ ତୁମ୍ଭେମାନେ ମୋତେ ଆଉ ଦେଖିବ ନାହିଁ; Gade chapit laପବିତ୍ର ବାଇବଲ (Re-edited) - (BSI)10 ଧାର୍ମିକତା ବିଷୟରେ- କାରଣ ମୁଁ ପିତାଙ୍କ ନିକଟକୁ ଯାଉଅଛି ଓ ତୁମ୍ଭେମାନେ ମୋତେ ଆଉ ଦେଖିବ ନାହିଁ; Gade chapit laଓଡିଆ ବାଇବେଲ10 ଧାର୍ମିକତା ବିଷୟରେ- କାରଣ ମୁଁ ପିତାଙ୍କ ନିକଟକୁ ଯାଉଅଛି ଓ ତୁମ୍ଭେମାନେ ମୋତେ ଆଉ ଦେଖିବ ନାହିଁ; Gade chapit laପବିତ୍ର ବାଇବଲ (CL) NT (BSI)10 ମୁଁ ପିତାଙ୍କ ନିକଟକୁ ଯାଉଛି ଏବଂ ତୁମ୍ଭେମାନେ ମୋତେ ଆଉ ଦେଖିବ ନାହିଁ; ଏହା ମୋର ଧାର୍ମିକତା ପ୍ରତିପନ୍ନ କରୁଛି। Gade chapit laପବିତ୍ର ବାଇବଲ10 ପରମେଶ୍ୱରଙ୍କ ସହିତ ମୋର ସୁସମ୍ପର୍କ ସମ୍ବନ୍ଧରେ ସେ ସେମାନଙ୍କୁ ପ୍ରମାଣ ଦେବେ, କାରଣ ମୁଁ ପରମପିତାଙ୍କ ପାଖକୁ ଯାଉଛି। ତା'ପରେ ଆଉ ତୁମ୍ଭେ ମୋତେ ଦେଖିବ ନାହିଁ। Gade chapit la |