Biblia Todo Logo
Bib sou entènèt

- Piblisite -




ଯୋହନ 16:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ଯାହା ଯାହା ପିତାଙ୍କର, ସେହିସବୁ ମୋହର; ଏହି ହେତୁ ମୁଁ କହିଲି, ସେ ମୋହର ବିଷୟ ଘେନି ତୁମ୍ଭମାନଙ୍କୁ ଜଣାଇବେ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 ଯାହା ଯାହା ପିତାଙ୍କର, ସେହିସବୁ ମୋହର; ଏହିହେତୁ ମୁଁ କହିଲି, ସେ ମୋହର ବିଷୟ ଘେନି ତୁମ୍ଭମାନଙ୍କୁ ଜଣାଇବେ।

Gade chapit la Kopi

ଓଡିଆ ବାଇବେଲ

15 ଯାହା ଯାହା ପିତାଙ୍କର, ସେହି ସବୁ ମୋହର; ଏହି ହେତୁ ମୁଁ କହିଲି, ସେ ମୋହର ବିଷୟ ଘେନି ତୁମ୍ଭମାନଙ୍କୁ ଜଣାଇବେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

15 ଯାହା ମୋ’ ପିତାଙ୍କର, ସେସବୁ ମୋର- ତେଣୁ ମୁଁ କହିଛି, ମୋ’ଠାରୁ ସମସ୍ତ ବିଷୟ ନେଇ ସେ ପ୍ରକାଶ କରିବେ।

Gade chapit la Kopi

ପବିତ୍ର ବାଇବଲ

15 ଯାହା ପରମପିତାଙ୍କର ତାହା ସବୁକିଛି ମୋର। ସେଥିପାଇଁ ମୁଁ କହିଲି, ପବିତ୍ରଆତ୍ମା ମୋ'ଠାରୁ ସବୁ ନେଇ ତୁମ୍ଭକୁ କହିବେ।

Gade chapit la Kopi




ଯୋହନ 16:15
12 Referans Kwoze  

ଯାହା ଯାହା ମୋହର, ସେହିସବୁ ତୁମ୍ଭର, ପୁଣି, ଯାହା ଯାହା ତୁମ୍ଭର, ସେହିସବୁ ମୋହର; ଆଉ, ମୁଁ ସେମାନଙ୍କଠାରେ ମହିମାନ୍ୱିତ ହୋଇଅଛି।


ପିତା ପୁତ୍ରଙ୍କୁ ପ୍ରେମ କରନ୍ତି, ପୁଣି, ସମସ୍ତ ବିଷୟ ତାହାଙ୍କ ହସ୍ତରେ ଅର୍ପଣ କରିଅଛନ୍ତି।


ମୋହର ପିତାଙ୍କ କର୍ତ୍ତୃକ ସମସ୍ତ ବିଷୟ ମୋʼ ଠାରେ ସମର୍ପିତ ହୋଇଅଛି, ଆଉ ପୁତ୍ରଙ୍କୁ କେହି ଜାଣେ ନାହିଁ, କେବଳ ପିତା ଜାଣନ୍ତି, ପୁଣି, ପିତାଙ୍କୁ କେହି ଜାଣେ ନାହିଁ, କେବଳ ପୁତ୍ର ଜାଣନ୍ତି, ଆଉ ପୁତ୍ର ଯାହା ପାଖରେ ତାହାଙ୍କୁ ପ୍ରକାଶ କରିବାକୁ ଇଚ୍ଛା କରନ୍ତି, ସେ ଜାଣେ।


କାରଣ ଈଶ୍ବରଙ୍କ ସନ୍ତୋଷ ହେଲା ଯେ, ତାହାଙ୍କଠାରେ ସମସ୍ତ ପୂର୍ଣ୍ଣତା ବାସ କରିବ,


“ମୋହର ପିତାଙ୍କ ଅଧିକାରର ସମସ୍ତ ବିଷୟ ମୋʼ ଠାରେ ସମର୍ପିତ ହୋଇଅଛି; ଆଉ, ପୁତ୍ର କିଏ, ଏହା ପିତାଙ୍କ ବିନା କେହି ଜାଣେ ନାହିଁ, ପୁଣି, ପିତା କିଏ, ଏହା ପୁତ୍ରଙ୍କ ବିନା କେହି ଜାଣେ ନାହିଁ, ଆଉ ପୁତ୍ର ଯାହା ନିକଟରେ ତାହାଙ୍କୁ ପ୍ରକାଶ କରିବାକୁ ଇଚ୍ଛା କରନ୍ତି, ସେ ଜାଣେ।”


ପୁଣି, ଯୀଶୁ ସେମାନଙ୍କ ନିକଟକୁ ଆସି ଆଳାପ କରି କହିଲେ, “ସ୍ୱର୍ଗ ଓ ପୃଥିବୀର ସମସ୍ତ ଅଧିକାର ମୋତେ ଦିଆଯାଇଅଛି।


ସେତେବେଳେ, ପିତା ଯେ ତାହାଙ୍କ ହସ୍ତରେ ସମସ୍ତ ବିଷୟ ସମର୍ପଣ କରିଅଛନ୍ତି ଓ ସେ ଯେ ଈଶ୍ବରଙ୍କ ନିକଟରୁ ଆସିଅଛନ୍ତି, ପୁଣି, ଈଶ୍ବରଙ୍କ ନିକଟକୁ ଯାଉଅଛନ୍ତି,


କାରଣ ଖ୍ରୀଷ୍ଟଙ୍କଠାରେ ସମ୍ପୂର୍ଣ୍ଣ ଈଶ୍ବରତ୍ତ୍ୱ ଦେହବନ୍ତ ହୋଇ ବାସ କରେ,


ଯେପ୍ରକାର ତୁମ୍ଭେ ତାହାଙ୍କୁ ଯେଉଁ ଯେଉଁ ଲୋକମାନଙ୍କୁ ଦେଇଅଛ, ସେମାନଙ୍କୁ ଅନନ୍ତ ଜୀବନ ଦେବା ନିମନ୍ତେ ତାହାଙ୍କୁ ସମସ୍ତ ମନୁଷ୍ୟ ଉପରେ ଅଧିକାର ଦେଲ।


ସେହି ଖ୍ରୀଷ୍ଟଙ୍କଠାରେ ଜ୍ଞାନ ଓ ବୁଦ୍ଧିରୂପ ସମସ୍ତ ଧନ ନିହିତ ଅଛି।


ଯେ ମୋହର ଆଜ୍ଞାସବୁ ଗ୍ରହଣ କରି ପାଳନ କରେ, ସେହି ତ ମୋତେ ପ୍ରେମ କରେ, ଆଉ ଯେ ମୋତେ ପ୍ରେମ କରେ, ମୋହର ପିତା ତାହାକୁ ପ୍ରେମ କରିବେ, ପୁଣି, ମୁଁ ତାହାକୁ ପ୍ରେମ କରିବି ଓ ତାହା ନିକଟରେ ଆପଣାକୁ ପ୍ରକାଶ କରିବି।”


Swiv nou:

Piblisite


Piblisite