ଯୋହନ 16:23 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ସେ ଦିନ ତୁମ୍ଭେମାନେ ମୋତେ କିଛି ପଚାରିବ ନାହିଁ। ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯଦି ତୁମ୍ଭେମାନେ ପିତାଙ୍କୁ କିଛି ମାଗିବ, ତେବେ ମୋʼ ନାମରେ ସେ ତୁମ୍ଭମାନଙ୍କୁ ତାହା ଦେବେ। Gade chapit laପବିତ୍ର ବାଇବଲ (Re-edited) - (BSI)23 ସେଦିନ ତୁମ୍ଭେମାନେ ମୋତେ କିଛି ପଚାରିବ ନାହିଁ। ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯଦି ତୁମ୍ଭେମାନେ ପିତାଙ୍କୁ କିଛି ମାଗିବ, ତେବେ ମୋʼ ନାମରେ ସେ ତୁମ୍ଭମାନଙ୍କୁ ତାହା ଦେବେ। Gade chapit laଓଡିଆ ବାଇବେଲ23 ସେ ଦିନ ତୁମ୍ଭେମାନେ ମୋତେ କିଛି ପଚାରିବ ନାହିଁ । ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯଦି ତୁମ୍ଭେମାନେ ପିତାଙ୍କୁ କିଛି ମାଗିବ, ତେବେ ମୋ' ନାମରେ ସେ ତୁମ୍ଭମାନଙ୍କୁ ତାହା ଦେବେ । Gade chapit laପବିତ୍ର ବାଇବଲ (CL) NT (BSI)23 “ସେଦିନ ଆସିଲେ, ମୋ’ଠାରୁ ତୁମ୍ଭମାନଙ୍କୁ ଆଉ କିଛି ମାଗିବାକୁ ପଡ଼ିବ ନାହିଁ। ସତ୍ୟ କହୁଛି, ମୋ’ ନାମରେ ପିତା ଈଶ୍ୱରଙ୍କୁ ଯାହା ମାଗିବ, ସେ ତାହା ଦେବେ। Gade chapit laପବିତ୍ର ବାଇବଲ23 ସେହି ଦିନ ତୁମ୍ଭେମାନେ ମୋତେ କିଛି ମାଗିବ ନାହିଁ। ମୁଁ ତୁମ୍ଭକୁ ସତ୍ୟ କହୁଛି, ମୋ’ ନାମରେ ତୁମ୍ଭେ ଯାହା ପରମପିତାଙ୍କୁ ମାଗିବ, ସେ ତାହା ଦେବେ। Gade chapit la |