ଯୋହନ 16:26 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT26 ସେ ଦିନ ତୁମ୍ଭେମାନେ ମୋʼ ନାମରେ ମାଗିବ; ଆଉ, ମୁଁ ଯେ ତୁମ୍ଭମାନଙ୍କ ସପକ୍ଷରେ ପିତାଙ୍କୁ ନିବେଦନ କରିବି, ଏହା ମୁଁ ତୁମ୍ଭମାନଙ୍କୁ କହୁ ନାହିଁ; Gade chapit laପବିତ୍ର ବାଇବଲ (Re-edited) - (BSI)26 ସେଦିନ ତୁମ୍ଭେମାନେ ମୋʼ ନାମରେ ମାଗିବ; ଆଉ, ମୁଁ ଯେ ତୁମ୍ଭମାନଙ୍କ ସପକ୍ଷରେ ପିତାଙ୍କୁ ଅନୁରୋଧ କରିବି, ଏହା ମୁଁ ତୁମ୍ଭମାନଙ୍କୁ କହୁ ନାହିଁ; Gade chapit laଓଡିଆ ବାଇବେଲ26 ସେ ଦିନ ତୁମ୍ଭେମାନେ ମୋ' ନାମରେ ମାଗିବ; ଆଉ, ମୁଁ ଯେ ତୁମ୍ଭମାନଙ୍କ ସପକ୍ଷରେ ପିତାଙ୍କୁ ନିବେଦନ କରିବି, ଏହା ମୁଁ ତୁମ୍ଭମାନଙ୍କୁ କହୁ ନାହିଁ; Gade chapit laପବିତ୍ର ବାଇବଲ (CL) NT (BSI)26 ସେଦିନ ଆସିଲେ, ତୁମେ ମୋ’ ନାମରେ ଈଶ୍ୱରଙ୍କୁ ପ୍ରାର୍ଥନା କରିବ। ସେତେବେଳେ ତୁମ୍ଭମାନଙ୍କ ପକ୍ଷରୁ ମୋତେ ତାଙ୍କୁ କିଛି କହିବାକୁ ପଡ଼ିବ ନାହିଁ, Gade chapit laପବିତ୍ର ବାଇବଲ26 ତୁମ୍ଭେ ସେହି ଦିନ ପରମପିତାଙ୍କୁ ମୋ’ ନାମରେ ଅନେକ ବିଷୟ ମାଗିବ। ମୁଁ କହୁଛି, ତୁମ୍ଭ ପାଇଁ ମୋତେ ପରମପିତାଙ୍କୁ କିଛି କହିବାର ଆବଶ୍ୟକତା ପଡ଼ିବ ନାହିଁ। Gade chapit la |