ଯୋହନ 16:27 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT27 କାରଣ ପିତା ସ୍ୱୟଂ ତୁମ୍ଭମାନଙ୍କୁ ପ୍ରେମ କରନ୍ତି, ଯେଣୁ ତୁମ୍ଭେମାନେ ମୋତେ ସ୍ନେହ କରିଅଛ ଓ ମୁଁ ଯେ ଈଶ୍ବରଙ୍କ ନିକଟରୁ ଆସିଅଛି, ତାହା ତୁମ୍ଭେମାନେ ବିଶ୍ୱାସ କରିଅଛ। Gade chapit laପବିତ୍ର ବାଇବଲ (Re-edited) - (BSI)27 କାରଣ ପିତା ସ୍ଵୟଂ ତୁମ୍ଭମାନଙ୍କୁ ସ୍ନେହ କରନ୍ତି, ଯେଣୁ ତୁମ୍ଭେମାନେ ମୋତେ ସ୍ନେହ କରିଅଛ ଓ ମୁଁ ଯେ ଈଶ୍ଵରଙ୍କ ନିକଟରୁ ଆସିଅଛି, ତାହା ତୁମ୍ଭେମାନେ ବିଶ୍ଵାସ କରିଅଛ। Gade chapit laଓଡିଆ ବାଇବେଲ27 କାରଣ ପିତା ସ୍ୱୟଂ ତୁମ୍ଭମାନଙ୍କୁ ପ୍ରେମ କରନ୍ତି, ଯେଣୁ ତୁମ୍ଭେମାନେ ମୋତେ ସ୍ନେହ କରିଅଛ ଓ ମୁଁ ଯେ ଈଶ୍ୱରଙ୍କ ନିକଟରୁ ଆସିଅଛି, ତାହା ତୁମ୍ଭେମାନେ ବିଶ୍ୱାସ କରିଅଛ । Gade chapit laପବିତ୍ର ବାଇବଲ (CL) NT (BSI)27 କାରଣ ଈଶ୍ୱର ନିଜେ ତୁମ୍ଭମାନଙ୍କୁ ପ୍ରେମ କରନ୍ତି। ସେ ତୁମ୍ଭମାନଙ୍କୁ ପ୍ରେମ କରନ୍ତି, କାରଣ ତୁମ୍ଭେମାନେ ମୋତେ ପ୍ରେମ କରୁଛ ଏବଂ ମୁଁ ଈଶ୍ୱରଙ୍କ ନିକଟରୁ ଆଗତ ବୋଲି ବିଶ୍ୱାସ କରୁଛ। Gade chapit laପବିତ୍ର ବାଇବଲ27 ପରମପିତା ତୁମ୍ଭକୁ ପ୍ରେମ କରନ୍ତି। ସେ ତୁମ୍ଭକୁ ପ୍ରେମ କରନ୍ତି କାରଣ ତୁମ୍ଭେ ମୋତେ ପ୍ରେମ କରିଛ। ସେ ତୁମ୍ଭକୁ ପ୍ରେମ କରନ୍ତି କାରଣ ମୁଁ ପରମେଶ୍ୱରଙ୍କଠାରୁ ଆସିଛି ବୋଲି ତୁମ୍ଭେ ବିଶ୍ୱାସ କରିଛ। Gade chapit la |