ଯୋହନ 16:32 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT32 ଦେଖ, ସମୟ ଆସୁଅଛି, ହଁ, ଆସିଲାଣି, ଯେତେବେଳେ ତୁମ୍ଭେମାନେ ଛିନ୍ନଭିନ୍ନ ହୋଇ ପ୍ରତ୍ୟେକେ ଆପଣା ଆପଣା ଘରକୁ ପଳାଇଯିବ, ଆଉ ମୋତେ ଏକାକୀ ପରିତ୍ୟାଗ କରିବ; ତଥାପି ମୁଁ ଏକାକୀ ନୁହେଁ, କାରଣ ପିତା ମୋʼ ସାଙ୍ଗରେ ଅଛନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)32 ଦେଖ, ସମୟ ଆସୁଅଛି, ହଁ, ଆସିଲାଣି, ଯେତେ-ବେଳେ ତୁମ୍ଭେମାନେ ଛିନ୍ନଭିନ୍ନ ହୋଇ ପ୍ରତ୍ୟେକେ ଆପଣା ଆପଣା ଘରକୁ ପଳାଇଯିବ, ଆଉ ମୋତେ ଏକାକୀ ପରିତ୍ୟାଗ କରିବ; ତଥାପି ମୁଁ ଏକାକୀ ନୁହେଁ, କାରଣ ପିତା ମୋʼ ସାଙ୍ଗରେ ଅଛନ୍ତି। Gade chapit laଓଡିଆ ବାଇବେଲ32 ଦେଖ, ସମୟ ଆସୁଅଛି, ହଁ, ଆସିଲାଣି, ଯେତେବେଳେ ତୁମ୍ଭେମାନେ ଛିନ୍ନଭିନ୍ନ ହୋଇ ପ୍ରତ୍ୟେକେ ଆପଣା ଆପଣା ଘରକୁ ପଳାଇଯିବ, ଆଉ ମୋତେ ଏକାକୀ ପରିତ୍ୟାଗ କରିବ; ତଥାପି ମୁଁ ଏକାକୀ ନୁହେଁ, କାରଣ ପିତା ମୋ' ସାଙ୍ଗରେ ଅଛନ୍ତି । Gade chapit laପବିତ୍ର ବାଇବଲ (CL) NT (BSI)32 ସମୟ ଆସୁଛି- ବର୍ତ୍ତମାନ ସେ ସମୟ ଆସିଗଲାଣି, ଯେତେବେଳେ ତୁମେ ସମସ୍ତେ ଛିନ୍ନଭିନ୍ନ ହୋଇଯିବ, ପ୍ରତ୍ୟେକେ ନିଜ ନିଜ ଘରକୁ ପଳାଇଯିବ, ଆଉ ମୁଁ ଏକାକୀ ହୋଇ ରହିଯିବି। କିନ୍ତୁ ପ୍ରକୃତରେ ମୁଁ ଏକାକୀ ନୁହେଁ, କାରଣ ପିତା ଈଶ୍ୱର ମୋ’ ସଙ୍ଗରେ ଅଛନ୍ତି। Gade chapit laପବିତ୍ର ବାଇବଲ32 ଶୁଣ! ସମୟ ଆସୁଛି ଯେତେବେଳେ ତୁମ୍ଭେ ଛିନ୍ନଭିନ୍ନ ହୋଇଯିବ। ତୁମ୍ଭମାନଙ୍କୁ ମଧ୍ୟରୁ ପ୍ରତ୍ୟେକ ନିଜ ନିଜର ଘର ଭିତରକୁ ଛିନ୍ନଭିନ୍ନ ହୋଇ ଗ୍ଭଲିଯିବ। ସେହି ସମୟ ଆସି ପହଞ୍ଚିଛି। ତୁମ୍ଭେ ମୋତେ ଏକାକୀ ଛାଡ଼ି ଦେବ। ମୁଁ ଏକୁଟିଆ ଥିବି। କିନ୍ତୁ ମୁଁ କଦାପି ଏକୁଟିଆ ନୁହେଁ, କାରଣ ପରମପିତା ସବୁବେଳେ ମୋ’ ସହିତ ଅଛନ୍ତି। Gade chapit la |