ଯୋହନ 16:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 “କିନ୍ତୁ ବର୍ତ୍ତମାନ ମୁଁ ମୋହର ପ୍ରେରଣକର୍ତ୍ତାଙ୍କ ନିକଟକୁ ଯାଉଅଛି, ଆଉ ତୁମ୍ଭେ କେଉଁ ସ୍ଥାନକୁ ଯାଉଅଛ ବୋଲି ତୁମ୍ଭମାନଙ୍କ ମଧ୍ୟରୁ କେହି ମୋତେ ପଚାରୁ ନାହଁ। Gade chapit laପବିତ୍ର ବାଇବଲ (Re-edited) - (BSI)5 କିନ୍ତୁ ବର୍ତ୍ତମାନ ମୁଁ ମୋହର ପ୍ରେରଣକର୍ତ୍ତାଙ୍କ ନିକଟକୁ ପ୍ରୟାଣ କରୁଅଛି, ଆଉ ତୁମ୍ଭେ କେଉଁ ସ୍ଥାନକୁ ଯାଉଅଛ ବୋଲି ତୁମ୍ଭମାନଙ୍କ ମଧ୍ୟରୁ କେହି ମୋତେ ପଚାରୁ ନାହଁ। Gade chapit laଓଡିଆ ବାଇବେଲ5 କିନ୍ତୁ ବର୍ତ୍ତମାନ ମୁଁ ମୋହର ପ୍ରେରଣକର୍ତ୍ତାଙ୍କ ନିକଟକୁ ଯାଉଅଛି, ଆଉ ତୁମ୍ଭେ କେଉଁ ସ୍ଥାନକୁ ଯାଉଅଛ ବୋଲି ତୁମ୍ଭମାନଙ୍କ ମଧ୍ୟରୁ କେହି ମୋତେ ପଚାରୁ ନାହଁ । Gade chapit laପବିତ୍ର ବାଇବଲ (CL) NT (BSI)5 ଏବେ ମୁଁ ମୋର ପ୍ରେରଣକର୍ତ୍ତାଙ୍କ ନିକଟକୁ ଫେରି ଯାଉଛି। ତଥାପି ମୁଁ କୁଆଡ଼େ ଯାଉଛି ବୋଲି ତୁମ ମଧ୍ୟରୁ କେହି ମୋତେ ପଚାରୁ ନାହିଁ। Gade chapit laପବିତ୍ର ବାଇବଲ5 ବର୍ତ୍ତମାନ ମୁଁ ମୋର ପ୍ରେରଣକର୍ତ୍ତାଙ୍କ ପାଖକୁ ଯାଉଛି। କିନ୍ତୁ ତୁମ୍ଭମାନଙ୍କ ମଧ୍ୟରୁ ମୋତେ କେହି ପଗ୍ଭରୁ ନାହଁ, “ତୁମ୍ଭେ କେଉଁଆଡ଼େ ଯାଉଛ?” Gade chapit la |