Biblia Todo Logo
Bib sou entènèt

- Piblisite -




ଯୋହନ 16:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ସେ ଆସି ପାପ, ଧାର୍ମିକତା ଓ ବିଚାର ବିଷୟରେ ଜଗତକୁ ପ୍ରମାଣ ଦେବେ;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ସେ ଆସି ପାପ, ଧାର୍ମିକତା ଓ ବିଚାର ବିଷୟରେ ଜଗତକୁ ପ୍ରମାଣ ଦେବେ;

Gade chapit la Kopi

ଓଡିଆ ବାଇବେଲ

8 ସେ ଆସି ପାପ, ଧାର୍ମିକତା ଓ ବିଚାର ବିଷୟରେ ଜଗତକୁ ପ୍ରମାଣ ଦେବେ;

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

8 ସେ ଆସି ପାପ, ଧାର୍ମିକତା ଓ ଈଶ୍ୱରଙ୍କ ନ୍ୟାୟ ବିଚାର ସମ୍ପର୍କରେ ଏ ଜଗତର ଲୋକଙ୍କୁ ପ୍ରକୃତ ଧାରଣା ଦେବେ।

Gade chapit la Kopi

ପବିତ୍ର ବାଇବଲ

8 “ସେ ଯେତେବେଳେ ଆସିବେ, ସେତେବେଳେ ସେ ଜଗତର ଲୋକମାନଙ୍କୁ ଏହି କଥାଗୁଡ଼ିକର ସତ୍ୟତା, ପାପ, ଈଶ୍ୱରଙ୍କଠାରେ ଧାର୍ମିକତା ବିଗ୍ଭର ଇତ୍ୟାଦି ବିଷୟରେ ପ୍ରମାଣ ଦେବେ।

Gade chapit la Kopi




ଯୋହନ 16:8
10 Referans Kwoze  

ଦେଖ, ପ୍ରଭୁ ସମସ୍ତଙ୍କର ବିଚାର କରିବା ନିମନ୍ତେ, ପୁଣି, ଅଧାର୍ମିକ ଲୋକ ସମସ୍ତେ ନିଜ ନିଜ ଅଧାର୍ମିକତାରେ ଯେଉଁସବୁ ଅଧର୍ମ କର୍ମ କରିଅଛନ୍ତି ଓ ଅଧାର୍ମିକ ପାପୀମାନେ ତାହାଙ୍କ ବିରୁଦ୍ଧରେ ଯେଉଁସବୁ କଟୁ କଥା କହିଅଛନ୍ତି, ସେ ସମସ୍ତ ବିଷୟରେ ସେମାନଙ୍କୁ ଦୋଷୀ କରି ଦଣ୍ଡ ଦେବା ନିମନ୍ତେ ଆପଣା ଅୟୁତ ଅୟୁତ ସାଧୁଙ୍କ ସହିତ ଆସୁଅଛନ୍ତି।


ଏହି କଥା ଶୁଣି ସେମାନଙ୍କର ହୃଦୟ ବିଦୀର୍ଣ୍ଣ ହୋଇଗଲା, ପୁଣି, ସେମାନେ ପିତର ଓ ଅବଶିଷ୍ଟ ପ୍ରେରିତମାନଙ୍କୁ କହିଲେ, ଭାଇମାନେ, ଆମ୍ଭେମାନେ କଅଣ କରିବା?


ପୁଣି, ଆମ୍ଭେ ଦାଉଦ ବଂଶ ଉପରେ ଓ ଯିରୂଶାଲମ ନିବାସୀମାନଙ୍କ ଉପରେ ଅନୁଗ୍ରହ ଓ ବିନତିଜନକ ଆତ୍ମା ବୃଷ୍ଟି କରିବା; ତହିଁରେ ସେମାନେ ଆମ୍ଭ ପ୍ରତି, ଅର୍ଥାତ୍‍, ଯାହାଙ୍କୁ ସେମାନେ ବିଦ୍ଧ କରିଅଛନ୍ତି, ତାହାଙ୍କ ପ୍ରତି ଦୃଷ୍ଟିପାତ କରିବେ; ଆଉ, କେହି ଯେପରି ଆପଣାର ଏକମାତ୍ର ପୁତ୍ର ଲାଗି ଶୋକ କରେ, ସେପରି ସେମାନେ ତାହାଙ୍କ ପାଇଁ ଶୋକ କରିବେ ଓ କେହି ଯେପରି ଆପଣା ପ୍ରଥମଜାତର ନିମନ୍ତେ ବ୍ୟାକୁଳିତ ହୁଏ, ସେପରି ସେମାନେ ତାହାଙ୍କ ପାଇଁ ବ୍ୟାକୁଳିତ ହେବେ।


କିନ୍ତୁ ଯଦି ସମସ୍ତେ ଭାବବାଣୀ କହନ୍ତି, ପୁଣି, ଜଣେ ଅବିଶ୍ୱାସୀ ବା ସାଧାରଣ ଲୋକ ଆସେ, ତେବେ ସେ ସମସ୍ତଙ୍କ ଦ୍ୱାରା ଦୋଷୀ ବୋଲି ପ୍ରମାଣିତ ହୁଏ, ସମସ୍ତଙ୍କ ଦ୍ୱାରା ବିଚାରିତ ହୁଏ,


ତାହା ଶୁଣି ସେମାନେ ବଡ଼ଠାରୁ ଆରମ୍ଭ କରି ଜଣ ଜଣ ହୋଇ ବାହାରିଯିବାକୁ ଲାଗିଲେ, ଆଉ କେବଳ ଯୀଶୁ ଓ ମଧ୍ୟସ୍ଥଳରେ ସେହି ସ୍ତ୍ରୀଲୋକ ଅବଶିଷ୍ଟ ରହିଲେ।


ମୋʼ ଠାରେ ପାପ ଅଛି ବୋଲି ତୁମ୍ଭମାନଙ୍କ ମଧ୍ୟରୁ କିଏ ପ୍ରମାଣ ଦେଉଅଛି? ମୁଁ ଯେବେ ସତ୍ୟ କହେ, ତେବେ ତୁମ୍ଭେମାନେ କାହିଁକି ମୋତେ ବିଶ୍ୱାସ କରୁ ନାହଁ?


କିନ୍ତୁ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ମୋହର ପ୍ରସ୍ଥାନ କରିବାରେ ତୁମ୍ଭମାନଙ୍କର ମଙ୍ଗଳ, କାରଣ ମୁଁ ପ୍ରସ୍ଥାନ ନ କଲେ ସେହି ସାହାଯ୍ୟକାରୀ ତୁମ୍ଭମାନଙ୍କ ନିକଟକୁ ଆସିବେ ନାହିଁ, ମାତ୍ର ମୁଁ ଗଲେ ତାହାଙ୍କୁ ତୁମ୍ଭମାନଙ୍କ ନିକଟକୁ ପଠାଇଦେବି।


ପାପ ବିଷୟରେ, କାରଣ ସେମାନେ ମୋʼ ଠାରେ ବିଶ୍ୱାସ କରନ୍ତି ନାହିଁ;


ଆଉ, ଯଦି କୁଷ୍ଠରୋଗ ଚର୍ମରେ ଫୁଟି ବାହାରେ ଓ ଯେତେ ଦୂର ଯାଜକକୁ ଦେଖାଯାଏ, ତଦନୁସାରେ ଘାʼଯୁକ୍ତ ଲୋକର ମସ୍ତକ ଠାରୁ ପାଦ ପର୍ଯ୍ୟନ୍ତ ଚର୍ମ କୁଷ୍ଠରୋଗରେ ଆଚ୍ଛନ୍ନ ହୋଇଥାଏ,


Swiv nou:

Piblisite


Piblisite