ଯୋହନ 17:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଯୀଶୁ ଏହି ସମସ୍ତ କଥା କହି ସ୍ୱର୍ଗ ଆଡ଼େ ଊର୍ଦ୍ଧ୍ୱଦୃଷ୍ଟି କରି କହିଲେ, “ପିତଃ, ସମୟ ଉପସ୍ଥିତ ହେଲାଣି; ତୁମ୍ଭର ପୁତ୍ରଙ୍କୁ ମହିମାନ୍ୱିତ କର, ଯେପରି ପୁତ୍ର ତୁମ୍ଭକୁ ମହିମାନ୍ୱିତ କରନ୍ତି, Gade chapit laପବିତ୍ର ବାଇବଲ (Re-edited) - (BSI)1 ଯୀଶୁ ଏହିସମସ୍ତ କଥା କହି ସ୍ଵର୍ଗଆଡ଼େ ଊର୍ଦ୍ଧ୍ଵଦୃଷ୍ଟି କରି କହିଲେ, ପିତଃ, ସମୟ ଉପସ୍ଥିତ ହେଲାଣି; ତୁମ୍ଭର ପୁତ୍ରଙ୍କୁ ମହିମାନ୍ଵିତ କର, ଯେପରି ପୁତ୍ର ତୁମ୍ଭକୁ ମହିମାନ୍ଵିତ କରନ୍ତି, Gade chapit laଓଡିଆ ବାଇବେଲ1 ଯୀଶୁ ଏହି ସମସ୍ତ କଥା କହି ସ୍ୱର୍ଗ ଆଡ଼େ ଊର୍ଦ୍ଧ୍ୱଦୃଷ୍ଟି କରି କହିଲେ, ପିତଃ, ସମୟ ଉପସ୍ଥିତ ହେଲାଣି; ତୁମ୍ଭର ପୁତ୍ରଙ୍କୁ ମହିମାନ୍ୱିତ କର, ଯେପରି ପୁତ୍ର ତୁମ୍ଭକୁ ମହିମାନ୍ୱିତ କରନ୍ତି, Gade chapit laପବିତ୍ର ବାଇବଲ (CL) NT (BSI)1 ଏହି ସବୁ କଥା କହିସାରିବା ପରେ, ଯୀଶୁ ଊଦ୍ଧ୍ୱର୍ମୁଖ ହୋଇ ପ୍ରାର୍ଥନା କଲେ; “ପିତା, ମୋର ସମୟ ଉପସ୍ଥିତ। ତୁମ ପୁତ୍ରଙ୍କୁ ମହିମାନ୍ୱିତ କର। ତା’ହେଲେ ପୁତ୍ର ମଧ୍ୟ ତୁମକୁ ମହିମାନ୍ୱିତ କର। ତା’ହେଲେ ପୁତ୍ର ମଧ୍ୟ ତୁମକୁ ମହିମାନ୍ୱିତ କରିବେ। Gade chapit laପବିତ୍ର ବାଇବଲ1 ଯୀଶୁ ଏସମସ୍ତ କଥା କହିସାରିବା ପରେ ସ୍ୱର୍ଗ ଆଡ଼େ ଗ୍ଭହିଁଲେ। ସେ ପ୍ରାର୍ଥନା କଲେ, “ହେ ପରମପିତା, ବର୍ତ୍ତମାନ ସମୟ ଉପସ୍ଥିତ ହୋଇଛି। ତୁମ୍ଭେ ଆପଣା ପୁତ୍ରଙ୍କୁ ଗୌରବାନ୍ୱିତ କରିଦିଅ, ଯେପରି ପୁତ୍ର ତୁମ୍ଭକୁ ଗୌରବାନ୍ୱିତ କରି ପାରିବେ। Gade chapit la |