Biblia Todo Logo
Bib sou entènèt

- Piblisite -




ଯୋହନ 17:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ଯାହା ଯାହା ମୋହର, ସେହିସବୁ ତୁମ୍ଭର, ପୁଣି, ଯାହା ଯାହା ତୁମ୍ଭର, ସେହିସବୁ ମୋହର; ଆଉ, ମୁଁ ସେମାନଙ୍କଠାରେ ମହିମାନ୍ୱିତ ହୋଇଅଛି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ଯାହା ଯାହା ମୋହର, ସେହିସବୁ ତୁମ୍ଭର, ପୁଣି ଯାହା ଯାହା ତୁମ୍ଭର, ସେହିସବୁ ମୋହର; ଆଉ, ମୁଁ ସେମାନଙ୍କଠାରେ ମହିମାନ୍ଵିତ ହୋଇଅଛି।

Gade chapit la Kopi

ଓଡିଆ ବାଇବେଲ

10 ଯାହା ଯାହା ମୋହର, ସେହି ସବୁ ତୁମ୍ଭର, ପୁଣି, ଯାହା ଯାହା ତୁମ୍ଭର, ସେହି ସବୁ ମୋହର; ଆଉ, ମୁଁ ସେମାନଙ୍କଠାରେ ମହିମାନ୍ୱିତ ହୋଇଅଛି ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

10 ମୋର ଯାହା କିଛି ଅଛି, ସବୁ ତୁମର ଓ ତୁମର ଯାହା କିଛି ଅଛି, ସବୁ ମୋର ଏବଂ ଏମାନଙ୍କ ଦ୍ୱାରା ମୁଁ ଗୌରବାନ୍ୱିତ।

Gade chapit la Kopi

ପବିତ୍ର ବାଇବଲ

10 ମୋର ଯାହାସବୁ ଅଛି, ସବୁ ତୁମ୍ଭର ଏବଂ ତୁମ୍ଭର ଯାହା ଅଛି, ସବୁ ମୋର। ଏହି ଲୋକମାନେ ମୋତେ ଗୌରବାନ୍ୱିତ କରନ୍ତି।

Gade chapit la Kopi




ଯୋହନ 17:10
16 Referans Kwoze  

ମୁଁ ଓ ପିତା ଏକ।


କିନ୍ତୁ ଯେ ତୁମ୍ଭମାନଙ୍କୁ ଅନ୍ଧକାରରୁ ଆପଣା ଆଶ୍ଚର୍ଯ୍ୟ ଆଲୋକ ମଧ୍ୟକୁ ଆହ୍ୱାନ କରିଅଛନ୍ତି, ତୁମ୍ଭେମାନେ ଯେପରି ତାହାଙ୍କ ଗୁଣ କୀର୍ତ୍ତନ କର, ଏଥିନିମନ୍ତେ ତୁମ୍ଭେମାନେ ଏକ ମନୋନୀତ ବଂଶ, ରାଜକୀୟ ଯାଜକବର୍ଗ, ପବିତ୍ର ଜାତି ପୁଣି, ଈଶ୍ବରଙ୍କ ନିଜସ୍ୱ ପ୍ରଜା ହୋଇଅଛ।


ସେହି ଦିନ ସେମାନେ ଦଣ୍ଡ ପାଇବେ, ଅର୍ଥାତ୍‍ ପ୍ରଭୁଙ୍କ ଛାମୁରୁ ଓ ତାହାଙ୍କ ପରାକ୍ରମର ଗୌରବରୁ ଦୂରେଇ ଯାଇ ଅନନ୍ତ ବିନାଶ ଭୋଗ କରିବେ।


କାରଣ ଖ୍ରୀଷ୍ଟଙ୍କଠାରେ ସମ୍ପୂର୍ଣ୍ଣ ଈଶ୍ବରତ୍ତ୍ୱ ଦେହବନ୍ତ ହୋଇ ବାସ କରେ,


ତାହାହେଲେ ଆମ୍ଭମାନଙ୍କ ଈଶ୍ବର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଅନୁଗ୍ରହ ଅନୁସାରେ ଆମ୍ଭମାନଙ୍କ ପ୍ରଭୁ ଯୀଶୁଙ୍କ ନାମ ତୁମ୍ଭମାନଙ୍କଠାରେ ଗୌରବାନ୍ୱିତ ହେବ, ଆଉ ତୁମ୍ଭେମାନେ ତାହାଙ୍କଠାରେ ଗୌରବାନ୍ୱିତ ହେବ।


ଏ ସମ୍ବନ୍ଧରେ ମୋହର ଏକାନ୍ତ ଆକାଂକ୍ଷା ଓ ଭରସା ଅଛି ଯେ ମୁଁ କୌଣସି ବିଷୟରେ ଲଜ୍ଜିତ ହେବି ନାହିଁ, କିନ୍ତୁ ସର୍ବଦା ଯେଉଁପରି, ଏବେ ମଧ୍ୟ ସେହିପରି ଅତି ସାହସରେ, ଜୀବନରେ ହେଉ ବା ମରଣରେ ହେଉ, ଖ୍ରୀଷ୍ଟଙ୍କୁ ମୋହର ଶରୀରରେ ମହିମାନ୍ୱିତ କରିବି।


ଏହି କଥା ଏଫିସ ନିବାସୀ ଯିହୁଦୀ ଓ ଗ୍ରୀକ୍‍ ସମସ୍ତେ ଜାଣିଲେ। ସେଥିରେ ସମସ୍ତେ ଭୀତ ହେଲେ, ଆଉ ପ୍ରଭୁ ଯୀଶୁଙ୍କ ନାମ ମହିମାନ୍ୱିତ ହେବାକୁ ଲାଗିଲା।


କିନ୍ତୁ ଯୀଶୁ ତାହା ଶୁଣି କହିଲେ, “ଏହି ପୀଡ଼ା ମୃତ୍ୟୁ ନିମନ୍ତେ ନୁହେଁ, ମାତ୍ର ଈଶ୍ବରଙ୍କ ଗୌରବ ନିମନ୍ତେ, ଯେପରି ତଦ୍ୱାରା ଈଶ୍ବରଙ୍କ ପୁତ୍ର ଗୌରବପ୍ରାପ୍ତ ହୁଅନ୍ତି।”


ଯେ ପୁତ୍ରଙ୍କୁ ସମାଦର କରେ ନାହିଁ, ସେ ତାହାଙ୍କର ପ୍ରେରଣକର୍ତ୍ତା ପିତାଙ୍କୁ ମଧ୍ୟ ସମାଦର କରେ ନାହିଁ।


ଆଉ ସେମାନେ ମୋʼ ସକାଶେ ଈଶ୍ବରଙ୍କ ପ୍ରଶଂସା କରୁଥିଲେ।


ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ମନୁଷ୍ୟପୁତ୍ର ମହିମାନ୍ୱିତ ହେବା ନିମନ୍ତେ ସମୟ ଉପସ୍ଥିତ।


Swiv nou:

Piblisite


Piblisite