Biblia Todo Logo
Bib sou entènèt

- Piblisite -




ଯୋହନ 17:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 “କିନ୍ତୁ ଏବେ ମୁଁ ତୁମ୍ଭ ନିକଟକୁ ଯାଉଅଛି, ଆଉ ସେମାନଙ୍କ ଅନ୍ତରେ ମୋହର ଆନନ୍ଦ ଯେପରି ସମ୍ପୂର୍ଣ୍ଣ ହୁଏ, ସେଥିନିମନ୍ତେ ଜଗତରେ ଥାଉ ଥାଉ ମୁଁ ଏହାସବୁ କହୁଅଛି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 କିନ୍ତୁ ଏବେ ମୁଁ ତୁମ୍ଭ ନିକଟକୁ ଯାଉଅଛି, ଆଉ ସେମାନଙ୍କ ଅନ୍ତରେ ମୋହର ଆନନ୍ଦ ଯେପରି ସମ୍ପୂର୍ଣ୍ଣ ହୁଏ, ସେଥିନିମନ୍ତେ ଜଗତରେ ଥାଉ ଥାଉ ମୁଁ ଏହାସବୁ କହୁଅଛି।

Gade chapit la Kopi

ଓଡିଆ ବାଇବେଲ

13 କିନ୍ତୁ ଏବେ ମୁଁ ତୁମ୍ଭ ନିକଟକୁ ଯାଉଅଛି, ଆଉ ସେମାନଙ୍କ ଅନ୍ତରେ ମୋହର ଆନନ୍ଦ ଯେପରି ସମ୍ପୂର୍ଣ୍ଣ ହୁଏ, ସେଥିନିମନ୍ତେ ଜଗତରେ ଥାଉ ଥାଉ ମୁଁ ଏହାସବୁ କହୁଅଛି ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

13 ବର୍ତ୍ତମାନ ତୁମ ନିକଟକୁ ଆସୁଛି, କିନ୍ତୁ ଜଗତରେ ଥାଉଁ ଥାଉଁ ମୋର ଆନନ୍ଦରେ ସେମାନଙ୍କ ହୃଦୟ ପୂର୍ଣ୍ଣ କରିବା ପାଇଁ ମୁଁ ଆଜି ଏହି ସବୁ କଥା କହୁଛି।

Gade chapit la Kopi

ପବିତ୍ର ବାଇବଲ

13 “ମୁଁ ତୁମ୍ଭ ପାଖକୁ ଏବେ ଆସୁଛି। କିନ୍ତୁ ମୁଁ ଜଗତରେ ଥାଉ ଥାଉ ଏହିସବୁ ପାଇଁ ପ୍ରାର୍ଥନା କରୁଛି। ମୁଁ ଏହିସବୁ କହେ, ଯେପରି ଏହି ଲୋକମାନେ ମୋ'ଠାରେ ଥିବା ଆନନ୍ଦ ପାଇ ପାରିବେ। ମୁଁ ଗ୍ଭହେଁ, ସେମାନେ ସେମାନଙ୍କ ଭିତରେ ମୋର ପୂର୍ଣ୍ଣ ଆନନ୍ଦ ପାଆନ୍ତୁ।

Gade chapit la Kopi




ଯୋହନ 17:13
17 Referans Kwoze  

ସେ ଆପଣା ସମ୍ମୁଖସ୍ଥ ଆନନ୍ଦ ନିମନ୍ତେ ଅପମାନକୁ ସହ୍ୟ କଲେ ଏବଂ ଧୈର୍ଯ୍ୟ ସହ କ୍ରୁଶୀୟ ମୃତ୍ୟୁଭୋଗ କଲେ, ପୁଣି, ଈଶ୍ବରଙ୍କ ସିଂହାସନର ଦକ୍ଷିଣ ପାର୍ଶ୍ୱରେ ଉପବିଷ୍ଟ ହୋଇଅଛନ୍ତି।


କିନ୍ତୁ ପବିତ୍ର ଆତ୍ମାଙ୍କ ଫଳ ପ୍ରେମ, ଆନନ୍ଦ, ଶାନ୍ତି, ଦୀର୍ଘସହିଷ୍ଣୁତା, ପରୋପକାରିତା,


ମୋହର ଆନନ୍ଦ ଯେପରି ତୁମ୍ଭମାନଙ୍କଠାରେ ଥାଏ, ଆଉ ତୁମ୍ଭମାନଙ୍କ ଆନନ୍ଦ ଯେପରି ପୂର୍ଣ୍ଣ ହୁଏ, ଏଥିନିମନ୍ତେ ମୁଁ ଏସମସ୍ତ ତୁମ୍ଭମାନଙ୍କୁ କହିଲି।


ଯେ କନ୍ୟା ଗ୍ରହଣ କରନ୍ତି, ସେ ବର, କିନ୍ତୁ ବରଙ୍କ ଯେଉଁ ବନ୍ଧୁ ଠିଆ ହୋଇ ତାହାଙ୍କ କଥା ଶୁଣେ, ସେ ବରଙ୍କ ସ୍ୱର ସକାଶେ ଅତ୍ୟନ୍ତ ଆନନ୍ଦିତ ହୁଏ। ଅତଏବ, ମୋହର ଏହି ଆନନ୍ଦ ପୂର୍ଣ୍ଣ ହୋଇଅଛି।


ଆମ୍ଭମାନଙ୍କର ଆନନ୍ଦ ଯେପରି ପରିପୂର୍ଣ୍ଣ ହୁଏ, ଏଥିନିମନ୍ତେ ଆମ୍ଭେମାନେ ଏହିସବୁ ଲେଖୁଅଛୁ।


ସେତେବେଳେ, ପିତା ଯେ ତାହାଙ୍କ ହସ୍ତରେ ସମସ୍ତ ବିଷୟ ସମର୍ପଣ କରିଅଛନ୍ତି ଓ ସେ ଯେ ଈଶ୍ବରଙ୍କ ନିକଟରୁ ଆସିଅଛନ୍ତି, ପୁଣି, ଈଶ୍ବରଙ୍କ ନିକଟକୁ ଯାଉଅଛନ୍ତି,


ତୁମ୍ଭମାନଙ୍କ ନିକଟକୁ ଅନେକ ବିଷୟ ଲେଖିବାକୁ ଅଛି, କିନ୍ତୁ କାଗଜ ଓ କାଳିରେ ତାହା ଲେଖିବାକୁ ଇଚ୍ଛା କରୁ ନାହିଁ; ମୋହର ଆଶା ଯେ; ତୁମ୍ଭମାନଙ୍କ ନିକଟରେ ଉପସ୍ଥିତ ହୋଇ ମୁଖାମୁଖି କଥାବାର୍ତ୍ତା କରିବି, ଯେପରି ଆମ୍ଭମାନଙ୍କ ଆନନ୍ଦ ସମ୍ପୂର୍ଣ୍ଣ ହେବ।


କାରଣ ଈଶ୍ବରଙ୍କ ରାଜ୍ୟ ଭୋଜନପାନ ନୁହେଁ, କିନ୍ତୁ ଧାର୍ମିକତା, ଶାନ୍ତି ଓ ପବିତ୍ର ଆତ୍ମାଙ୍କଠାରେ ଆନନ୍ଦ ଅଟେ।


ତୁମ୍ଭେମାନେ ଯେପରି ମୋʼ ଠାରେ ଶାନ୍ତି ପ୍ରାପ୍ତ ହୁଅ, ଏଥିନିମନ୍ତେ ମୁଁ ତୁମ୍ଭମାନଙ୍କୁ ଏହିସବୁ ବିଷୟ କହିଅଛି। ଜଗତରେ ତୁମ୍ଭମାନଙ୍କ ନିମନ୍ତେ କ୍ଳେଶ ଅଛି, କିନ୍ତୁ ସାହସ ଧର; ମୁଁ ଜଗତକୁ ଜୟ କରିଅଛି।”


ଯେଉଁମାନେ କାନ୍ଦି କାନ୍ଦି ବିହନ ବୁଣନ୍ତି, ସେମାନେ ଆନନ୍ଦ କରୁ କରୁ ଶସ୍ୟ କାଟିବେ।


ତହିଁରେ ମୁଁ ପରମେଶ୍ୱରଙ୍କ ବେଦି ନିକଟକୁ ଓ ମୋହର ପରମାନନ୍ଦଜନକ ପରମେଶ୍ୱରଙ୍କ ନିକଟକୁ ଯିବି; ଆଉ, ହେ ପରମେଶ୍ୱର, ମୋହର ପରମେଶ୍ୱର, ମୁଁ ବୀଣା ଯନ୍ତ୍ରରେ ତୁମ୍ଭର ପ୍ରଶଂସା କରିବି।


ଆଉ, ନିହିମୀୟା ସେମାନଙ୍କୁ କହିଲା, “ଆପଣା ଆପଣା ପଥରେ ଯାଅ, ଚିକଣ ଦ୍ରବ୍ୟ ଭୋଜନ କର ଓ ମିଠା ଦ୍ରବ୍ୟ ପାନ କର ଓ ଯାହା ନିମନ୍ତେ କିଛି ପ୍ରସ୍ତୁତ ହୋଇ ନାହିଁ, ତାହା ନିକଟକୁ କିଛି ଅଂଶ ପଠାଅ; କାରଣ ଆଜିର ଦିନ ଆମ୍ଭମାନଙ୍କ ପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ଅଟେ, ତୁମ୍ଭେମାନେ ଦୁଃଖିତ ନ ହୁଅ; ଯେଣୁ ସଦାପ୍ରଭୁ ବିଷୟକ ଆନନ୍ଦ ତୁମ୍ଭମାନଙ୍କର ବଳ ଅଟେ।”


ଆଉ ଶିଷ୍ୟମାନେ ଆନନ୍ଦରେ ଓ ପବିତ୍ର ଆତ୍ମାରେ ପୂର୍ଣ୍ଣ ହେବାକୁ ଲାଗିଲେ।


ସେଥିରେ ଯୀଶୁ କହିଲେ, “ମୁଁ ଆଉ ଅଳ୍ପ ସମୟ ତୁମ୍ଭମାନଙ୍କ ସହିତ ରହି ମୋହର ପ୍ରେରଣକର୍ତ୍ତାଙ୍କ ନିକଟକୁ ଯାଉଅଛି।


ମୁଁ ଆଉ ଏ ଜଗତରେ ରହୁ ନାହିଁ, କିନ୍ତୁ ଏମାନେ ଜଗତରେ ରହୁଅଛନ୍ତି; ପୁଣି, ମୁଁ ତୁମ୍ଭ ନିକଟକୁ ଯାଉଅଛି। ପବିତ୍ର ପିତଃ, ତୁମ୍ଭ ସେହି ନାମରେ ସେମାନଙ୍କୁ ରକ୍ଷା କର ଯେଉଁ ନାମ ତୁମ୍ଭେ ମୋତେ ଦେଇଅଛ, ଯେପରି ଆମ୍ଭେମାନେ ଯେପ୍ରକାର ଏକ, ସେମାନେ ସେପ୍ରକାର ଏକ ହୁଅନ୍ତି।


Swiv nou:

Piblisite


Piblisite