ଯୋହନ 17:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ମୁଁ ସେମାନଙ୍କୁ ତୁମ୍ଭର ବାକ୍ୟ ଦାନ କରିଅଛି, ଆଉ ଜଗତ ସେମାନଙ୍କୁ ଘୃଣା କରିଅଛି, କାରଣ ମୁଁ ଯେପରି ଏ ଜଗତରୁ ଉତ୍ପନ୍ନ ନୁହେଁ, ସେମାନେ ସେହିପରି ଏହି ଜଗତରୁ ଉତ୍ପନ୍ନ ନୁହଁନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)14 ମୁଁ ସେମାନଙ୍କୁ ତୁମ୍ଭର ବାକ୍ୟ ଦାନ କରିଅଛି, ଆଉ ଜଗତ ସେମାନଙ୍କୁ ଘୃଣା କରିଅଛି, କାରଣ ମୁଁ ଯେପରି ଏ ଜଗତରୁ ଉତ୍ପନ୍ନ ନୁହେଁ, ସେମାନେ ସେହିପରି ଏହି ଜଗତରୁ ଉତ୍ପନ୍ନ ନୁହନ୍ତି। Gade chapit laଓଡିଆ ବାଇବେଲ14 ମୁଁ ସେମାନଙ୍କୁ ତୁମ୍ଭର ବାକ୍ୟ ଦାନ କରିଅଛି, ଆଉ ଜଗତ ସେମାନଙ୍କୁ ଘୃଣା କରିଅଛି, କାରଣ ମୁଁ ଯେପରି ଏ ଜଗତରୁ ଉତ୍ପନ୍ନ ନୁହେଁ, ସେମାନେ ସେହିପରି ଏହି ଜଗତରୁ ଉତ୍ପନ୍ନ ନୁହଁନ୍ତି । Gade chapit laପବିତ୍ର ବାଇବଲ (CL) NT (BSI)14 ମୁଁ ସେମାନଙ୍କୁ ତୁମର ବାର୍ତ୍ତା ଶୁଣାଇଛି। ସେଥିଲାଗି ସେମାନଙ୍କୁ ଜଗତ ଘୃଣା କରିଛି, କାରଣ ମୁଁ ଯେପରି ଏହି ଜଗତର ନୁହେଁ, ସେମାନେ ମଧ୍ୟ ନୁହନ୍ତି। Gade chapit laପବିତ୍ର ବାଇବଲ14 ମୁଁ ସେମାନଙ୍କୁ ତୁମ୍ଭର ଉପଦେଶ ଦେଇଅଛି। ଆଉ ଏହି ଜଗତର ଲୋକମାନେ ସେମାନଙ୍କୁ ଘୃଣା କରନ୍ତି। କାରଣ ସେମାନେ ଜଗତର ନୁହନ୍ତି ଓ ଯେପରି ମୁଁ ମଧ୍ୟ ଏହି ଜଗତରୁ ଉତ୍ପନ୍ନ ନୁହେଁ। Gade chapit la |