ଯୋହନ 17:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ତୁମ୍ଭେ ମୋତେ ଯେପରି ଜଗତକୁ ପ୍ରେରଣ କରିଅଛ, ମୁଁ ମଧ୍ୟ ସେମାନଙ୍କୁ ସେପରି ଜଗତକୁ ପ୍ରେରଣ କରିଅଛି। Gade chapit laପବିତ୍ର ବାଇବଲ (Re-edited) - (BSI)18 ତୁମ୍ଭେ ମୋତେ ଯେପରି ଜଗତକୁ ପ୍ରେରଣ କରିଅଛ, ମୁଁ ମଧ୍ୟ ସେମାନଙ୍କୁ ସେପରି ଜଗତକୁ ପ୍ରେରଣ କରିଅଛି। Gade chapit laଓଡିଆ ବାଇବେଲ18 ତୁମ୍ଭେ ମୋତେ ଯେପରି ଜଗତକୁ ପ୍ରେରଣ କରିଅଛ, ମୁଁ ମଧ୍ୟ ସେମାନଙ୍କୁ ସେପରି ଜଗତକୁ ପ୍ରେରଣ କରିଅଛି । Gade chapit laପବିତ୍ର ବାଇବଲ (CL) NT (BSI)18 ତୁମେ ମୋତେ ଯେପରି ଜଗତକୁ ପ୍ରେରଣ କରିଛ, ମୁଁ ମଧ୍ୟ ସେମାନଙ୍କୁ ଜଗତକୁ ପଠାଇଛି। Gade chapit laପବିତ୍ର ବାଇବଲ18 ମୁଁ ସେମାନଙ୍କୁ ଜଗତ ମଧ୍ୟକୁ ପଠାଇ ଦେଇଛି ଯେପରି ତୁମ୍ଭେ ମୋତେ ଏହି ଜଗତକୁ ପଠାଇଲ। Gade chapit la |