ଯୋହନ 17:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ଯେପ୍ରକାର ତୁମ୍ଭେ ତାହାଙ୍କୁ ଯେଉଁ ଯେଉଁ ଲୋକମାନଙ୍କୁ ଦେଇଅଛ, ସେମାନଙ୍କୁ ଅନନ୍ତ ଜୀବନ ଦେବା ନିମନ୍ତେ ତାହାଙ୍କୁ ସମସ୍ତ ମନୁଷ୍ୟ ଉପରେ ଅଧିକାର ଦେଲ। Gade chapit laପବିତ୍ର ବାଇବଲ (Re-edited) - (BSI)2 ଯେପ୍ରକାର ତୁମ୍ଭେ ତାହାଙ୍କୁ ଯେଉଁ ଯେଉଁ ଲୋକମାନଙ୍କୁ ଦେଇଅଛ, ସେମାନଙ୍କୁ ଅନ; ଜୀବନ ଦେବା ନିମନ୍ତେ ତାହାଙ୍କୁ ସମସ୍ତ ମର୍ତ୍ତ୍ୟ ଉପରେ ଅଧିକାର ଦେଲ। Gade chapit laଓଡିଆ ବାଇବେଲ2 ଯେପ୍ରକାର ତୁମ୍ଭେ ତାହାଙ୍କୁ ଯେଉଁ ଯେଉଁ ଲୋକମାନଙ୍କୁ ଦେଇଅଛ, ସେମାନଙ୍କୁ ଅନନ୍ତ ଜୀବନ ଦେବା ନିମନ୍ତେ ତାହାଙ୍କୁ ସମସ୍ତ ମର୍ତ୍ତ୍ୟ ଉପରେ ଅଧିକାର ଦେଲ । Gade chapit laପବିତ୍ର ବାଇବଲ (CL) NT (BSI)2 ତୁମେ ତାଙ୍କୁ ସମସ୍ତ ମାନବ ଜାତି ଉପରେ ଅଧିକାର ଦେଇଛ। ପୁଣି ଯେଉଁମାନଙ୍କୁ ତାଙ୍କ ହସ୍ତରେ ସମର୍ପଣ କରିଛ, ସେମାନଙ୍କୁ ଅନନ୍ତ ଜୀବନ ଦାନ କରିବା ପାଇଁ ତାଙ୍କୁ ଶକ୍ତି ଦେଇଛି। Gade chapit laପବିତ୍ର ବାଇବଲ2 ତୁମ୍ଭେ ତାହାଙ୍କୁ ସମସ୍ତ ଲୋକଙ୍କ ଉପରେ କ୍ଷମତା ଦେଇଛ। ଯେପରି ତୁମ୍ଭେ ତାହାଙ୍କୁ ଯେଉଁମାନଙ୍କ ପାଇଁ ଦେଇଛ, ସେସମସ୍ତଙ୍କୁ ସେହି ପୁତ୍ର ଅନନ୍ତ ଜୀବନ ଦିଅନ୍ତି। Gade chapit la |