Biblia Todo Logo
Bib sou entènèt

- Piblisite -




ଯୋହନ 17:20 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 “ମୁଁ କେବଳ ଏମାନଙ୍କ ନିମନ୍ତେ ପ୍ରାର୍ଥନା କରୁ ନାହିଁ, ମାତ୍ର ଏମାନଙ୍କ ବାକ୍ୟ ଦ୍ୱାରା ଯେଉଁମାନେ ମୋʼ ଠାରେ ବିଶ୍ୱାସ କରନ୍ତି, ସେମାନଙ୍କ ନିମନ୍ତେ ସୁଦ୍ଧା ପ୍ରାର୍ଥନା କରୁଅଛି,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

20 ମୁଁ କେବଳ ଏମାନଙ୍କ ନିମନ୍ତେ ପ୍ରାର୍ଥନା କରୁ ନାହିଁ, ମାତ୍ର ଏମାନଙ୍କ ବାକ୍ୟ ଦ୍ଵାରା ଯେଉଁମାନେ ମୋʼଠାରେ ବିଶ୍ଵାସ କରନ୍ତି, ସେମାନଙ୍କ ନିମନ୍ତେ ସୁଦ୍ଧା ପ୍ରାର୍ଥନା କରୁଅଛି,

Gade chapit la Kopi

ଓଡିଆ ବାଇବେଲ

20 ମୁଁ କେବଳ ଏମାନଙ୍କ ନିମନ୍ତେ ପ୍ରାର୍ଥନା କରୁ ନାହିଁ, ମାତ୍ର ଏମାନଙ୍କ ବାକ୍ୟ ଦ୍ୱାରା ଯେଉଁମାନେ ମୋ'ଠାରେ ବିଶ୍ୱାସ କରନ୍ତି, ସେମାନଙ୍କ ନିମନ୍ତେ ସୁଦ୍ଧା ପ୍ରାର୍ଥନା କରୁଅଛି,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

20 “ମୁଁ କେବଳ ସେମାନଙ୍କ ପାଇଁ ଏହି ପ୍ରାର୍ଥନା କରୁ ନାହିଁ। ଯେଉଁମାନେ ସେମାନଙ୍କ ବାର୍ତ୍ତା ଶୁଣି ମୋ’ଠାରେ ବିଶ୍ୱାସ ସ୍ଥାପନ କରନ୍ତି,

Gade chapit la Kopi

ପବିତ୍ର ବାଇବଲ

20 “ମୁଁ ଏହି ଲୋକମାନଙ୍କ ପାଇଁ ପ୍ରାର୍ଥନା କରେ ଓ ଏହି ଲୋକମାନଙ୍କର ଶିକ୍ଷା ହେତୁ ମୋ'ଠାରେ ବିଶ୍ୱାସ କରିବାକୁ ଯାଉଥିବା ସମସ୍ତ ଲୋକମାନଙ୍କ ପାଇଁ ମଧ୍ୟ ପ୍ରାର୍ଥନା କରୁଛି।

Gade chapit la Kopi




ଯୋହନ 17:20
10 Referans Kwoze  

ସେଥିରେ ଯେଉଁମାନେ ତାହାଙ୍କ ବାକ୍ୟ ଗ୍ରହଣ କଲେ, ସେମାନେ ବାପ୍ତିଜିତ ହେଲେ, ଆଉ ସେହି ଦିନ ପ୍ରାୟ ତିନି ସହସ୍ର ଲୋକ ମଣ୍ଡଳୀ ସହିତ ସଂଯୁକ୍ତ ହେଲେ।


ତଥାପି ବାକ୍ୟ ଶୁଣିବା ଲୋକମାନଙ୍କ ମଧ୍ୟରୁ ଅନେକେ ବିଶ୍ୱାସ କଲେ, ଆଉ ପୁରୁଷମାନଙ୍କର ସଂଖ୍ୟା ପ୍ରାୟ ପାଞ୍ଚ ହଜାର ହେଲା।


ସେ କାହା କାହାକୁ ପ୍ରେରିତ, କାହା କାହାକୁ ଭାବବାଦୀ, କାହା କାହାକୁ ସୁସମାଚାର ପ୍ରଚାରକ, ପୁଣି, କାହା କାହାକୁ ପାଳକ ଓ ଶିକ୍ଷକ ରୂପେ ନିଯୁକ୍ତ କରି ଦାନ କରିଅଛନ୍ତି,


ମାତ୍ର ଏବେ ପ୍ରକାଶିତ ହୋଇଅଛି, ପୁଣି, ବିଶ୍ୱାସ କରି ଆଜ୍ଞାବହ ହେବା ନିମନ୍ତେ ଅନାଦି ଈଶ୍ବରଙ୍କ ଆଜ୍ଞାନୁସାରେ ଭାବବାଦୀମାନଙ୍କ ଶାସ୍ତ୍ର ସାହାଯ୍ୟରେ ସମସ୍ତ ମାନବଜାତି ନିକଟରେ ଜ୍ଞାତ କରାଯାଇଅଛି, ସେହି ନିଗୂଢ଼ତତ୍ତ୍ୱର ପ୍ରକାଶ ଅନୁସାରେ ତୁମ୍ଭମାନଙ୍କୁ ସୁସ୍ଥିର କରିବାକୁ ସକ୍ଷମ ଅଟନ୍ତି,


ପ୍ରିୟ ପୁତ୍ର ତୀମଥିଙ୍କ ନିକଟକୁ ପତ୍ର; ପିତା ଈଶ୍ବର ଓ ଆମ୍ଭମାନଙ୍କ ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କଠାରୁ ଅନୁଗ୍ରହ, ଦୟା ଓ ଶାନ୍ତି ତୁମ୍ଭ ପ୍ରତି ହେଉ।


ଯେଉଁ ମେଷଗୁଡ଼ିକ ଏହି ମେଷଶାଳାର ନୁହଁନ୍ତି, ମୋହର ଏପରି ଅନ୍ୟ ମେଷଗୁଡ଼ିକ ଅଛନ୍ତି, ସେମାନଙ୍କୁ ମଧ୍ୟ ମୋତେ ଆଣିବାକୁ ହେବ, ପୁଣି, ସେମାନେ ମୋହର ସ୍ୱର ଶୁଣିବେ; ସେଥିରେ ଗୋଟିଏ ପଲ ଓ ଗୋଟିଏ ପାଳକ ହେବେ।


ଆଉ, ସେମାନେ ସୁଦ୍ଧା ଯେପରି ସତ୍ୟ ଦ୍ୱାରା ପବିତ୍ରୀକୃତ ହୁଅନ୍ତି, ଏଥିପାଇଁ ମୁଁ ସେମାନଙ୍କ ନିମନ୍ତେ ଆପଣାକୁ ପବିତ୍ର କରୁଅଛି।”


ଯେପରି ସେମାନେ ସମସ୍ତେ ଏକ ହୁଅନ୍ତି; ହେ ପିତା, ତୁମ୍ଭେ ଯେପ୍ରକାରେ ମୋʼ ଠାରେ ଅଛ ଓ ମୁଁ ତୁମ୍ଭଠାରେ ଅଛି, ସେମାନେ ମଧ୍ୟ ସେପ୍ରକାରେ ଆମ୍ଭମାନଙ୍କଠାରେ ରହନ୍ତୁ, ଯେପରି ତୁମ୍ଭେ ମୋତେ ପ୍ରେରଣ କଲ ବୋଲି ଜଗତ ବିଶ୍ୱାସ କରେ।


Swiv nou:

Piblisite


Piblisite