ଯୋହନ 17:22 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ଆଉ, ତୁମ୍ଭେ ମୋତେ ଯେଉଁ ମହିମା ଦେଇଅଛ, ମୁଁ ସେମାନଙ୍କୁ ତାହା ଦେଇଅଛି, ଯେପରି ଆମ୍ଭେମାନେ ଯେପ୍ରକାରେ ଏକ, ସେମାନେ ସେପ୍ରକାରେ ଏକ ହୁଅନ୍ତି; Gade chapit laପବିତ୍ର ବାଇବଲ (Re-edited) - (BSI)22 ଆଉ, ତୁମ୍ଭେ ମୋତେ ଯେଉଁ ମହିମା ଦେଇଅଛ, ମୁଁ ସେମାନଙ୍କୁ ତାହା ଦେଇଅଛି, ଯେପରି ଆମ୍ଭେମାନେ ଯେପ୍ରକାରେ ଏକ, ସେମାନେ ସେପ୍ରକାରେ ଏକ ହୁଅନ୍ତି; Gade chapit laଓଡିଆ ବାଇବେଲ22 ଆଉ, ତୁମ୍ଭେ ମୋତେ ଯେଉଁ ମହିମା ଦେଇଅଛ, ମୁଁ ସେମାନଙ୍କୁ ତାହା ଦେଇଅଛି, ଯେପରି ଆମ୍ଭେମାନେ ଯେପ୍ରକାରେ ଏକ, ସେମାନେ ସେପ୍ରକାରେ ଏକ ହୁଅନ୍ତି; Gade chapit laପବିତ୍ର ବାଇବଲ (CL) NT (BSI)22 ସେମାନଙ୍କୁ ଆମ ପରି ଏକ କରାଇବା ପାଇଁ ତୁମେ ମୋତେ ଯେଉଁ ଗୌରବ ଦେଇଛ, ତାହା ମୁଁ ସେମାନଙ୍କୁ ଦେଇଛି! Gade chapit laପବିତ୍ର ବାଇବଲ22 ମୋତେ ତୁମ୍ଭେ ଯେଉଁ ଗୌରବ ଦେଇଥିଲ, ମୁଁ ତାହା ଏହି ଲୋକମାନଙ୍କୁ ଦେଇଛି। ଏହି ଗୌରବ ଦେବାର କାରଣ ହେଉଛି ଯେ, ଯେପରି ‘ତୁମ୍ଭେ ଓ ମୁଁ ଏକ, ସେହିପରି ସେମାନେ ମଧ୍ୟ ଏକ ହୋଇପାରିବେ।’ Gade chapit la |