ଯୋହନ 17:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 କାରଣ ତୁମ୍ଭେ ମୋତେ ଯେ ସମସ୍ତ ବାକ୍ୟ ଦାନ କଲ, ମୁଁ ସେମାନଙ୍କୁ ସେହିସବୁ ଦାନ କରିଅଛି, ଆଉ ସେମାନେ ଗ୍ରହଣ କରିଅଛନ୍ତି, ପୁଣି, ମୁଁ ଯେ ତୁମ୍ଭ ନିକଟରୁ ଆସିଅଛି, ତାହା ସତ୍ୟ ରୂପେ ଜାଣିଅଛନ୍ତି ଓ ତୁମ୍ଭେ ମୋତେ ପ୍ରେରଣ କରିଅଛ ବୋଲି ବିଶ୍ୱାସ କରିଅଛନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)8 କାରଣ ତୁମ୍ଭେ ମୋତେ ଯେସମସ୍ତ ବାକ୍ୟ ଦାନ କଲ, ମୁଁ ସେମାନଙ୍କୁ ସେହିସବୁ ଦାନ କରିଅଛି, ଆଉ ସେମାନେ ଗ୍ରହଣ କରିଅଛନ୍ତି, ପୁଣି ମୁଁ ଯେ ତୁମ୍ଭ ନିକଟରୁ ଆସିଅଛି, ତାହା ସତ୍ୟ ରୂପେ ଜାଣିଅଛନ୍ତି ଓ ତୁମ୍ଭେ ମୋତେ ପ୍ରେରଣ କରିଅଛ ବୋଲି ବିଶ୍ଵାସ କରିଅଛନ୍ତି। Gade chapit laଓଡିଆ ବାଇବେଲ8 କାରଣ ତୁମ୍ଭେ ମୋତେ ଯେ ସମସ୍ତ ବାକ୍ୟ ଦାନ କଲ, ମୁଁ ସେମାନଙ୍କୁ ସେହି ସବୁ ଦାନ କରିଅଛି, ଆଉ ସେମାନେ ଗ୍ରହଣ କରିଅଛନ୍ତି, ପୁଣି, ମୁଁ ଯେ ତୁମ୍ଭ ନିକଟରୁ ଆସିଅଛି, ତାହା ସତ୍ୟ ରୂପେ ଜାଣିଅଛନ୍ତି ଓ ତୁମ୍ଭେ ମୋତେ ପ୍ରେରଣ କରିଅଛ ବୋଲି ବିଶ୍ୱାସ କରିଅଛନ୍ତି । Gade chapit laପବିତ୍ର ବାଇବଲ (CL) NT (BSI)8 ତୁମେ ମୋତେ ଦେଇଥିବା ବାର୍ତ୍ତା ମୁଁ ସେମାନଙ୍କୁ ଦେଇଛି ଓ ସେମାନେ ତାକୁ ଗ୍ରହଣ କରିଛନ୍ତି। ମୁଁ ଯେ ତୁମଠାରୁ ଆସିଛି ଓ ତୁମେ ମୋତେ ପଠାଇଛ, ଏ କଥା ସେମାନେ ନିଶ୍ଚିତଭାବେ ଜାଣି, ଏଥିରେ ବିଶ୍ୱାସ କରୁଛନ୍ତି। Gade chapit laପବିତ୍ର ବାଇବଲ8 ମୋତେ ତୁମ୍ଭେ ଯେଉଁ ଉପଦେଶ ଦେଇଥିଲ, ମୁଁ ସେହି ଉପଦେଶ ଏହି ଲୋକଙ୍କୁ ଦେଇଛି। ସେମାନେ ତାହା ଗ୍ରହଣ କରିଛନ୍ତି। ସେମାନେ ଜାଣି ପାରିଲେ ଯେ, ମୁଁ ପ୍ରକୃତରେ ତୁମ୍ଭଠାରୁ ଆସିଛି ଓ ତୁମ୍ଭେ ମୋତେ ପଠାଇଛ ବୋଲି ସେମାନେ ବିଶ୍ୱାସ କରିଛନ୍ତି। Gade chapit la |
ଆଉ, ଏହି କାରଣରୁ ଆମ୍ଭେମାନେ ମଧ୍ୟ ନିରନ୍ତର ଈଶ୍ବରଙ୍କ ଧନ୍ୟବାଦ କରୁଅଛୁ ଯେ, ଯେତେବେଳେ ତୁମ୍ଭେମାନେ ଆମ୍ଭମାନଙ୍କ ଦ୍ୱାରା ପ୍ରଚାରିତ ଈଶ୍ବରଙ୍କ ବାକ୍ୟ ଗ୍ରହଣ କଲ, ସେତେବେଳେ ସେହି ବାକ୍ୟକୁ ମନୁଷ୍ୟର ବାକ୍ୟ ରୂପେ ଗ୍ରହଣ ନ କରି ବରଂ ଈଶ୍ବରଙ୍କ ବାକ୍ୟ ସ୍ୱରୂପେ ଗ୍ରହଣ କରିଥିଲ, ଆଉ ବାସ୍ତବରେ ତାହା ଈଶ୍ବରଙ୍କ ବାକ୍ୟ ଅଟେ, ପୁଣି, ବିଶ୍ୱାସୀ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କ ଅନ୍ତରରେ ତାହା ମଧ୍ୟ କାର୍ଯ୍ୟ ସାଧନ କରୁଅଛି।