ଯୋହନ 18:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଯୀଶୁ ଏହିସବୁ କଥା କହି ଆପଣା ଶିଷ୍ୟମାନଙ୍କ ସହିତ କିଦ୍ରୋଣ ଜୋଡ଼ର ଆରପାଖକୁ ବାହାରିଗଲେ। ସେଠାରେ ଗୋଟିଏ ଉଦ୍ୟାନ ଥିଲା, ଆଉ ସେ ଓ ତାହାଙ୍କ ଶିଷ୍ୟମାନେ ସେଥିରେ ପ୍ରବେଶ କଲେ। Gade chapit laପବିତ୍ର ବାଇବଲ (Re-edited) - (BSI)1 ଯୀଶୁ ଏହିସବୁ କଥା କହି ଆପଣା ଶିଷ୍ୟମାନଙ୍କ ସହିତ କିଦ୍ରୋଣ ଜୋଡ଼ର ଆରପାଖକୁ ବାହାରିଗଲେ। ସେଠାରେ ଗୋଟିଏ ଉଦ୍ୟାନ ଥିଲା, ଆଉ ସେ ଓ ତାହାଙ୍କ ଶିଷ୍ୟମାନେ ସେଥିରେ ପ୍ରବେଶ କଲେ। Gade chapit laଓଡିଆ ବାଇବେଲ1 ଯୀଶୁ ଏହି ସବୁ କଥା କହି ଆପଣା ଶିଷ୍ୟମାନଙ୍କ ସହିତ କିଦ୍ରୋଣ ଜୋଡ଼ର ଆରପାଖକୁ ବାହାରିଗଲେ । ସେଠାରେ ଗୋଟିଏ ଉଦ୍ୟାନ ଥିଲା, ଆଉ ସେ ଓ ତାହାଙ୍କ ଶିଷ୍ୟମାନେ ସେଥିରେ ପ୍ରବେଶ କଲେ । Gade chapit laପବିତ୍ର ବାଇବଲ (CL) NT (BSI)1 ଏହି ପ୍ରାର୍ଥନା ଶେଷ କରି ଯୀଶୁ ଶିଷ୍ୟମାନଙ୍କ ସହିତ କିଦ୍ରୋଣ ଝର ଆରପଟେ ଥିବା ଏକ ଉଦ୍ୟାନରେ ପ୍ରବେଶ କଲେ। Gade chapit laପବିତ୍ର ବାଇବଲ1 ଯୀଶୁ ଏହି ପ୍ରାର୍ଥନା କରି ସାରିବା ପରେ, ଶିଷ୍ୟମାନଙ୍କ ସହିତ ଗ୍ଭଲିଗଲେ। ସେମାନେ କିଦ୍ରୋଣ ଉପତ୍ୟକା ପାରି ହୋଇଗଲେ। ଆର ପଟେ ଜଳପାଇ ବୃକ୍ଷର ଗୋଟିଏ ବଗିଗ୍ଭ ଥିଲା। ଯୀଶୁ ଓ ତାହାଙ୍କ ଶିଷ୍ୟମାନେ ସେଠାକୁ ଗଲେ। Gade chapit la |