Biblia Todo Logo
Bib sou entènèt

- Piblisite -




ଯୋହନ 18:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ଶିମୋନ ପିତରଙ୍କ ପାଖରେ ଖଣ୍ଡା ଥିବାରୁ ସେ ତାହା ବାହାର କରି ମହାଯାଜକଙ୍କ ଦାସକୁ ଆଘାତ କଲେ ଓ ତାହାର ଡାହାଣ କାନ କାଟିପକାଇଲେ; ସେହି ଦାସର ନାମ ମାଲ୍‍ଖ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ଶିମୋନ ପିତରଙ୍କ ପାଖରେ ଖଣ୍ତା ଥିବାରୁ ସେ ତାହା ବାହାର କରି ମହାଯାଜକଙ୍କ ଦାସକୁ ଆଘାତ କଲେ ଓ ତାହାର ଡାହାଣ କାନ କାଟିପକାଇଲେ; ସେହି ଦାସର ନାମ ମାଲ୍ଖ।

Gade chapit la Kopi

ଓଡିଆ ବାଇବେଲ

10 ଶିମୋନ ପିତରଙ୍କ ପାଖରେ ଖଣ୍ଡା ଥିବାରୁ ସେ ତାହା ବାହାର କରି ମହାଯାଜକଙ୍କ ଦାସକୁ ଆଘାତ କଲେ ଓ ତାହାର ଡାହାଣ କାନ କାଟିପକାଇଲେ; ସେହି ଦାସର ନାମ ମାଲ୍‍ଖ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

10 ଶିମୋନ ପିତରଙ୍କ ହାତରେ ଗୋଟିଏ ଖଣ୍ଡା ଥିଲା। ସେ ତାହା ବାହାର କରି ପ୍ରଧାନ ଯାଜକଙ୍କର ଦାସ ମାଲ୍କସର ଡାହାଣ କାନ କାଟି ପକାଇଲେ।

Gade chapit la Kopi

ପବିତ୍ର ବାଇବଲ

10 ଶିମୋନ ପିତରଙ୍କ ପାଖରେ ଗୋଟିଏ ଖଣ୍ଡା ଥିଲା। ସେ ଖଣ୍ଡା ବାହାର କରି ମୁଖ୍ୟ ଯାଜକଙ୍କ ଦାସକୁ ଆଘାତ କଲେ। ସେ ଦାସର ଡାହାଣ କାନ କଟି ଗଲା। ସେହି ଦାସର ନାମ ମା‌‌‌‌‌‌‌ଲ୍‌‌‌‌ଖ ଥିଲା।

Gade chapit la Kopi




ଯୋହନ 18:10
6 Referans Kwoze  

କିନ୍ତୁ ପାଖରେ ଠିଆ ହୋଇଥିବା ଲୋକମାନଙ୍କ ମଧ୍ୟରୁ ଜଣେ ଖଣ୍ଡା ବାହାର କଲେ ଏବଂ ମହାଯାଜକଙ୍କ ଦାସକୁ ଆଘାତ କରି ତାହାର କାନ କାଟିପକାଇଲେ।


ମହାଯାଜକଙ୍କ ଦାସମାନଙ୍କ ମଧ୍ୟରୁ ଜଣେ, ଅର୍ଥାତ୍‍ ପିତର ଯାହାର କାନ କାଟିପକାଇଥିଲେ, ତାହାର ଜଣେ ଆତ୍ମୀୟ କହିଲା, ମୁଁ କଅଣ ତୋତେ ତାହାଙ୍କ ସାଙ୍ଗରେ ବଗିଚାରେ ଦେଖି ନ ଥିଲି?


ମାତ୍ର ସେ ତାହାଙ୍କୁ କହିଲେ, ହେ ପ୍ରଭୁ, ମୁଁ ଆପଣଙ୍କ ସହିତ କାରାଗାରକୁ ଯିବାକୁ ଓ ମୃତ୍ୟୁଭୋଗ କରିବାକୁ ପ୍ରସ୍ତୁତ ଅଛି।


ଯୀଶୁ ତାହାଙ୍କୁ କହିଲେ, “ମୁଁ ତୁମ୍ଭକୁ ସତ୍ୟ କହୁଅଛି, ଆଜି ଏହି ରାତିରେ କୁକୁଡ଼ା ଦ୍ୱିତୀୟ ଥର ଡାକିବା ପୂର୍ବରୁ ତୁମ୍ଭେ ମୋତେ ତିନି ଥର ଅସ୍ୱୀକାର କରିବ।”


Swiv nou:

Piblisite


Piblisite