ଯୋହନ 18:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ଓ ତାହାଙ୍କୁ ବାନ୍ଧି ପ୍ରଥମେ ହାନାନଙ୍କ ନିକଟକୁ ଘେନିଗଲେ, କାରଣ ସେ ସେହି ବର୍ଷର ମହାଯାଜକ କୟାଫାଙ୍କର ଶ୍ୱଶୁର ଥିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)13 ଓ ତାହାଙ୍କୁ ବାନ୍ଧି ପ୍ରଥମେ ହାନାନଙ୍କ ନିକଟକୁ ଘେନିଗଲେ, କାରଣ ସେ ସେହି ବର୍ଷର ମହାଯାଜକ କୟାଫାଙ୍କର ଶ୍ଵଶୁର ଥିଲେ। Gade chapit laଓଡିଆ ବାଇବେଲ13 ଓ ତାହାଙ୍କୁ ବାନ୍ଧି ପ୍ରଥମେ ହାନାନଙ୍କ ନିକଟକୁ ଘେନିଗଲେ, କାରଣ ସେ ସେହି ବର୍ଷର ମହାଯାଜକ କୟାଫାଙ୍କର ଶ୍ୱଶୁର ଥିଲେ । Gade chapit laପବିତ୍ର ବାଇବଲ (CL) NT (BSI)13 ଏବଂ ପ୍ରଥମେ ହାନାନ୍ଙ୍କ ନିକଟକୁ ନେଇଗଲେ। ହାନାନ୍ ସେହି ବର୍ଷର ପ୍ରଧାନ ଯାଜକ କୟାଫାଙ୍କ ଶ୍ୱଶୁର ଥିଲେ। Gade chapit laପବିତ୍ର ବାଇବଲ13 ସେମାନେ ତାହାଙ୍କୁ ବାନ୍ଧିଲେ ଓ ହାନାନଙ୍କ ନିକଟକୁ ଘେନିଗଲେ। ହାନାନ କୟାଫାଙ୍କର ଶ୍ୱଶୁର ଥିଲେ। ସେହି ବର୍ଷ କୟାଫା ମହାଯାଜକ ଥିଲେ। Gade chapit la |