Biblia Todo Logo
Bib sou entènèt

- Piblisite -




ଯୋହନ 18:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ଲୋକସାଧାରଣଙ୍କ ନିମନ୍ତେ ଜଣେ ମରିବା ମଙ୍ଗଳଜନକ ବୋଲି ଯିହୁଦୀମାନଙ୍କୁ ଯେ ପରାମର୍ଶ ଦେଇଥିଲେ, ଏ ସେହି କୟାଫା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

14 ଲୋକସାଧାରଣଙ୍କ ନିମନ୍ତେ ଜଣେ ମରିବା ମଙ୍ଗଳଜନକ ବୋଲି ଯିହୁଦୀମାନଙ୍କୁ ଯେ ପରାମର୍ଶ ଦେଇଥିଲେ, ଏ ସେହି କୟାଫା।

Gade chapit la Kopi

ଓଡିଆ ବାଇବେଲ

14 ଲୋକସାଧାରଣଙ୍କ ନିମନ୍ତେ ଜଣେ ମରିବା ମଙ୍ଗଳଜନକ ବୋଲି ଯିହୂଦୀମାନଙ୍କୁ ଯେ ପରାମର୍ଶ ଦେଇଥିଲେ, ଏ ସେହି କୟାଫା ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

14 ଏହି କୟାଫା ଏଥିପୂର୍ବରୁ ଇହୁଦୀ କର୍ତ୍ତୃପକ୍ଷମାନଙ୍କୁ ପରାମର୍ଶ ଦେଇ କହିଥିଲେ ଯେ, ସମସ୍ତଙ୍କ ହିତ ଦୃଷ୍ଟିରୁ ଜଣେ ମରିବା ଶ୍ରେୟସ୍କର।

Gade chapit la Kopi

ପବିତ୍ର ବାଇବଲ

14 କୟାଫା ଯିହୂଦୀମାନଙ୍କୁ ପରାମର୍ଶ ଦେଇଥିଲେ, “ସବୁ ଲୋକମାନଙ୍କ ମଙ୍ଗଳ ପାଇଁ ଜଣେ ପ୍ରାଣ ଦେବା ବରଂ ଭଲ।”

Gade chapit la Kopi




ଯୋହନ 18:14
4 Referans Kwoze  

ସେହି ସମୟରେ ପ୍ରଧାନ ଯାଜକ ଓ ଲୋକଙ୍କର ପ୍ରାଚୀନବର୍ଗ କୟାଫା ନାମକ ମହାଯାଜକଙ୍କ ପ୍ରାଙ୍ଗଣରେ ଏକତ୍ର ହେଲେ,


ଏହି ପ୍ରକାରେ ଅନେକ ସମୟ ଅତିବାହିତ ହେଲା, ପୁଣି, ଜଳଯାତ୍ରା ବର୍ତ୍ତମାନ ବିପଦଜନକ ହୋଇ ପଡ଼ିଲା, କାରଣ ସେତେବେଳେ ଉପବାସ ପର୍ବ ସମାପ୍ତ ହୋଇଥିଲା। ଏଣୁ ପାଉଲ ସେମାନଙ୍କୁ ସତର୍କ କରାଇ କହିଲେ,


ଆଉ ସେହି ବନ୍ଦରଟି ଶୀତକାଳ କଟାଇବା ନିମନ୍ତେ ସୁବିଧାଜନକ ନ ଥିବାରୁ କୌଣସି ପ୍ରକାରେ ଫୈନିକ୍ସ୍ ସହରରେ ପହଞ୍ଚି ସେଠାରେ ଶୀତକାଳ କଟାଇବା ନିମନ୍ତେ ସେଠାରୁ ଜାହାଜ ଛାଡ଼ିଦେବାକୁ ଅଧିକାଂଶ ଲୋକ ପରାମର୍ଶ ଦେଲେ; ସେହି ଫୈନିକ୍ସ୍ କ୍ରୀତୀର ଗୋଟିଏ ବନ୍ଦର, ତାହା ଉତ୍ତରପୂର୍ବ ଓ ଦକ୍ଷିଣ-ପୂର୍ବ ଅଭିମୁଖୀ।


Swiv nou:

Piblisite


Piblisite