Biblia Todo Logo
Bib sou entènèt

- Piblisite -




ଯୋହନ 18:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ଶିମୋନ ପିତର ଓ ଆଉ ଜଣେ ଶିଷ୍ୟ ଯୀଶୁଙ୍କ ପଛେ ପଛେ ଯାଉଥିଲେ। ସେହି ଶିଷ୍ୟ ମହାଯାଜକଙ୍କର ପରିଚିତ ଥିଲେ ଓ ଯୀଶୁଙ୍କ ସହିତ ମହାଯାଜକଙ୍କ ପ୍ରାଙ୍ଗଣରେ ପ୍ରବେଶ କଲେ;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 ଶିମୋନ ପିତର ଓ ଆଉ ଜଣେ ଶିଷ୍ୟ ଯୀଶୁଙ୍କ ପଛେ ପଛେ ଯାଉଥିଲେ। ସେହି ଶିଷ୍ୟ ମହାଯାଜକଙ୍କର ପରିଚିତ ଥିଲେ ଓ ଯୀଶୁଙ୍କ ସହିତ ମହାଯାଜକଙ୍କ ପ୍ରାଙ୍ଗଣରେ ପ୍ରବେଶ କଲେ;

Gade chapit la Kopi

ଓଡିଆ ବାଇବେଲ

15 ଶିମୋନ ପିତର ଓ ଆଉ ଜଣେ ଶିଷ୍ୟ ଯୀଶୁଙ୍କ ପଛେ ପଛେ ଯାଉଥିଲେ । ସେହି ଶିଷ୍ୟ ମହାଯାଜକଙ୍କର ପରିଚିତ ଥିଲେ ଓ ଯୀଶୁଙ୍କ ସହିତ ମହାଯାଜକଙ୍କ ପ୍ରାଙ୍ଗଣରେ ପ୍ରବେଶ କଲେ;

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

15 ଶିମୋନ ପିତର ଓ ଆଉ ଜଣେ ଶିଷ୍ୟ ଯୀଶୁଙ୍କ ପଛେ ପଛେ ଯାଉଥିଲେ। ସେହି ଅନ୍ୟ ଶିଷ୍ୟର ପ୍ରଧାନ ଯାଜକଙ୍କ ସହିତ ପରିଚୟ ଥିବାରୁ ସେ ଯୀଶୁଙ୍କୁ ଅନୁସରଣ କରି ମହାଯାଜକଙ୍କ ଗୃହର ପ୍ରାଙ୍ଗଣ ଭିତରେ ପ୍ରବେଶ କଲେ।

Gade chapit la Kopi

ପବିତ୍ର ବାଇବଲ

15 ଶିମୋନ ପିତର ଓ ଅନ୍ୟ ଜଣେ ଶିଷ୍ୟ ଯୀଶୁଙ୍କ ସହିତ ଗଲେ। ସେହି ଶିଷ୍ୟଜଣ ମହାଯାଜକଙ୍କୁ ଜାଣିଥିଲେ। ତେଣୁ ସେ ଯୀଶୁଙ୍କ ସହିତ ମହାଯାଜକଙ୍କ ଘର ଅଗଣା ପର୍ଯ୍ୟନ୍ତ ଗଲେ।

Gade chapit la Kopi




ଯୋହନ 18:15
6 Referans Kwoze  

ପରେ ସେମାନେ ତାହାଙ୍କୁ ଘେନିଯାଇ ମହାଯାଜକଙ୍କ ଗୃହକୁ ଆଣିଲେ; କିନ୍ତୁ ପିତର ଦୂରରେ ରହି ପଛେ ପଛେ ଗଲେ।


ପିତର ଦୂରରେ ରହି ତାହାଙ୍କ ପଛେ ପଛେ ମହାଯାଜକଙ୍କ ପ୍ରାଙ୍ଗଣ ଭିତରକୁ ଗଲେ ଓ ପଦାତିକମାନଙ୍କ ସହିତ ବସି ନିଆଁ ସେକି ହେଉଥିଲେ।


ସେହି ସମୟରେ ପ୍ରଧାନ ଯାଜକ ଓ ଲୋକଙ୍କର ପ୍ରାଚୀନବର୍ଗ କୟାଫା ନାମକ ମହାଯାଜକଙ୍କ ପ୍ରାଙ୍ଗଣରେ ଏକତ୍ର ହେଲେ,


ସେଥିରେ ହାନାନ ତାହାଙ୍କୁ ବନ୍ଧା ହୋଇଥିବା ଅବସ୍ଥାରେ ମହାଯାଜକ କୟାଫାଙ୍କ ନିକଟକୁ ପଠାଇଦେଲେ।


ପରେ ସେମାନେ ଯୀଶୁଙ୍କୁ କୟାଫାଙ୍କ ନିକଟରୁ ପ୍ରାସାଦକୁ ଘେନିଗଲେ; ସେତେବେଳେ ପ୍ରାତଃକାଳ ହୋଇଥିଲା; ଆଉ, ସେମାନେ ଯେପରି ଅଶୁଚି ନ ହୋଇ ନିସ୍ତାର ପର୍ବର ଭୋଜ ପ୍ରତିପାଳନ କରିପାରନ୍ତି, ଏଥିନିମନ୍ତେ ନିଜେ ପ୍ରାସାଦ ମଧ୍ୟରେ ପ୍ରବେଶ କଲେ ନାହିଁ।


Swiv nou:

Piblisite


Piblisite