ଯୋହନ 18:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 କିନ୍ତୁ ପିତର ବାହାରେ ଦ୍ୱାର ନିକଟରେ ଠିଆ ହୋଇ ରହିଲେ। ଅତଏବ, ସେହି ଯେଉଁ ଅନ୍ୟ ଶିଷ୍ୟ ମହାଯାଜକଙ୍କ ପରିଚିତ ଥିଲେ, ସେ ବାହାରକୁ ଯାଇ ଦ୍ୱାରରକ୍ଷିକାକୁ କହି ପିତରଙ୍କୁ ଭିତରକୁ ଆଣିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)16 କିନ୍ତୁ ପିତର ବାହାରେ ଦ୍ଵାର ନିକଟରେ ଠିଆ ହୋଇ ରହିଲେ। ଅତଏବ, ସେହି ଯେଉଁ ଅନ୍ୟ ଶିଷ୍ୟ ମହାଯାଜକଙ୍କ ପରିଚିତ ଥିଲେ, ସେ ବାହାରକୁ ଯାଇ ଦ୍ଵାରରକ୍ଷିକାକୁ କହି ପିତରଙ୍କୁ ଭିତରକୁ ଆଣିଲେ। Gade chapit laଓଡିଆ ବାଇବେଲ16 କିନ୍ତୁ ପିତର ବାହାରେ ଦ୍ୱାର ନିକଟରେ ଠିଆ ହୋଇ ରହିଲେ । ଅତଏବ, ସେହି ଯେଉଁ ଅନ୍ୟ ଶିଷ୍ୟ ମହାଯାଜକଙ୍କ ପରିଚିତ ଥିଲେ, ସେ ବାହାରକୁ ଯାଇ ଦ୍ୱାରରକ୍ଷିକାକୁ କହି ପିତରଙ୍କୁ ଭିତରକୁ ଆଣିଲେ । Gade chapit laପବିତ୍ର ବାଇବଲ (CL) NT (BSI)16 ପିତର ବାହାରେ ଫାଟକ ପାଖରେ ରହିଗଲେ। ଅନ୍ୟ ଶିଷ୍ୟଟି ଫେରିଆସି ଫାଟକ ପାଖରେ ଥିବା ଜଣେ ଦାସୀକୁ କହି ପିତରଙ୍କୁ ପ୍ରାଙ୍ଗଣ ଭିତରକୁ ନେଇ ଆସିଲେ। Gade chapit laପବିତ୍ର ବାଇବଲ16 କିନ୍ତୁ ପିତର ଫାଟକ ବାହାରେ ଅପେକ୍ଷା କଲେ। ମହାଯାଜକଙ୍କୁ ଜାଣିଥିବା ସେହି ଶିଷ୍ୟ ଜଣକ ବାହାରକୁ ଫେରି ଆସିଲେ। ସେ ଫାଟକ ଜଗିଥିବା ଦାସୀକୁ କହି ସେ ପିତରଙ୍କୁ ଭିତରକୁ ଆଣିଲେ। Gade chapit la |