ଯୋହନ 18:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ସେଥିରେ ସେହି ଦ୍ୱାରରକ୍ଷିକା ଦାସୀ ପିତରଙ୍କୁ କହିଲା, ତୁମ୍ଭେ ମଧ୍ୟ କଅଣ ଏହି ଲୋକର ଶିଷ୍ୟମାନଙ୍କ ମଧ୍ୟରୁ ଜଣେ ନୁହଁ? ସେ କହିଲେ, ମୁଁ ନୁହେଁ। Gade chapit laପବିତ୍ର ବାଇବଲ (Re-edited) - (BSI)17 ସେଥିରେ ସେହି ଦ୍ଵାରରକ୍ଷିକା ଦାସୀ ପିତରଙ୍କୁ କହିଲା, ତୁମ୍ଭେ ମଧ୍ୟ କଅଣ ଏହି ଲୋକର ଶିଷ୍ୟମାନଙ୍କ ମଧ୍ୟରୁ ଜଣେ ନୁହଁ? ସେ କହିଲେ, ମୁଁ ନୁହେଁ। Gade chapit laଓଡିଆ ବାଇବେଲ17 ସେଥିରେ ସେହି ଦ୍ୱାରରକ୍ଷିକା ଦାସୀ ପିତରଙ୍କୁ କହିଲା, ତୁମ୍ଭେ ମଧ୍ୟ କ'ଣ ଏହି ଲୋକର ଶିଷ୍ୟମାନଙ୍କ ମଧ୍ୟରୁ ଜଣେ ନୁହଁ ? ସେ କହିଲେ, ମୁଁ ନୁହେଁ । Gade chapit laପବିତ୍ର ବାଇବଲ (CL) NT (BSI)17 ଫାଟକ ପାଖରେ ଥିବା ସେହି ଦାସୀ ପିତରଙ୍କୁ କହିଲା, “ତୁମେ କ’ଣ ସେହି ଲୋକର ଶିଷ୍ୟମାନଙ୍କ ମଧ୍ୟରୁ ଜଣେ ନୁହଁ?” ପିତର ଅସ୍ୱୀକାର କରି କହିଲେ, “ନା, ମୁଁ ନୁହେଁ।” Gade chapit laପବିତ୍ର ବାଇବଲ17 ସେହି ଦାସୀ ପିତରଙ୍କୁ ପଗ୍ଭରିଲା, “ତୁମ୍ଭେ ବି କ'ଣ ଏହି ଲୋକର ଶିଷ୍ୟମାନଙ୍କ ମଧ୍ୟରୁ ଜଣେ?” ପିତର ଉତ୍ତର ଦେଲେ, “ନା, ମୁଁ ନୁହେଁ।” Gade chapit la |